Home Left

ତଦନ୍ତର ତଦାରଖ କରିବେ ଗୁଜରାଟ ହାଇକୋର୍ଟ

ନୂଆଦିଲ୍ଲୀ ,୨୨।୧୧: ମୋର୍ବି ଝୁଲାପୋଲ ଭୁଶୁଡ଼ି ୧୪୧ ଜଣଙ୍କ ଜୀବନ ଯିବା ସବୁଠୁ ବଡ଼ ଦୁଃଖଦ ଘଟଣା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଏହାର ତଦନ୍ତ ଓ ଅନ୍ୟାନ୍ୟ ଦିଗକୁ ଅନୁଧ୍ୟାନ କରିବା ଲାଗି ଗୁଜରାଟ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ନିମିଷକରେ ଛାରଖାର

ଯାଜପୁର ଜିଲା କୋରେଇ ଷ୍ଟେଶନରେ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ମାଲବାହୀ ଟ୍ରେନ୍‌। ଏହା ଏତେ ଭୟଙ୍କର ଥିଲା ଯେ, ୫୯ ବଗି ମଧ୍ୟରୁ ୧୪ଟି ଲାଇନଚ୍ୟୁତ୍‌ ହୋଇଥିଲା। ସେଥିମଧ୍ୟରୁ ୮ଟି ବଗି ପ୍ଲାଟ୍‌ଫର୍ମକୁ ଚଢ଼ିଯାଇଥିଲା। ଫଳରେ ନିମିଷକ ମଧ୍ୟରେ…

ଯାତ୍ରୀବାହୀ ବସ୍‌, ମୋବାଇଲ ଟାଓ୍ବାର ଜାଳିଦେଲେ ମାଓବାଦୀ

ମାଲକାନଗିରି,୨୨।୧୧(ସ୍ବ.ପ୍ର.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟରେ ମାଓବାଦୀମାନେ ହିଂସାକାଣ୍ଡ ଘଟାଇଛନ୍ତି। ଛତିଶଗଡ଼ କାଙ୍କେର ଜିଲାରେ ସେମାନେ ରବିବାର ରାତିରେ ଏକ ଯାତ୍ରୀବାହୀ ବସ୍‌୍‌ରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଅନ୍ୟ ଏକ ସ୍ଥାନରେ ଥିବା ମୋବାଇଲ ଟାୱାରକୁ ମଧ୍ୟ ଜାଳି ଦେଇଥିବା…

ବିରୋଧୀ ସ୍ବର ଚାପିଦେବାକୁ ଉଦ୍ୟମ

ପ୍ୟାରିସ୍‌ ,୨୨।୧୧: ହିଜାବ ବିରୋଧୀ ଆନ୍ଦୋଳନକୁ ସମର୍ଥନ ଜଣାଇଥିବା ଇରାନର ଦୁଇଜଣ ଖ୍ୟାତନାମା ଅଭିନେତ୍ରୀଙ୍କୁ ଗିରଫ କରାଯାଇଛି। ସେମାନେ ସର୍ବସାଧାରଣ ସ୍ଥାନରେ ହିଜାବ କାଢ଼ି ଶାସନକୁ ଅବମାନନା କରିଥିବା ସରକାରୀ ଗଣମାଧ୍ୟମରେ କୁହାଯାଇଛି। ସୋସିଆଲ ମିଡିଆରେ ଉତ୍ତେଜନା ସୃଷ୍ଟିକାରୀ ପୋଷ୍ଟ କରିବା…

କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ):ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ସଫଳ ପଦକ୍ଷେପ ଗ୍ରହଣ କରି ଆସୁଛି। ବିଶେଷକରି ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଓ ନିରନ୍ତର ପ୍ରଗତି ସହ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ…

ଇରାକ-ସିରିଆ ଉପରେ ଆକ୍ରମଣ କରିପାରେ ତୁର୍କି, ରାଷ୍ଟ୍ରପତି ଦେଲେ ସୂଚନା

ଅଙ୍କାରା,୨୨ ।୧୧: ତୁର୍କିର ରାଷ୍ଟ୍ରପତି ରେସେପ ତୈୟପ ଏର୍ଦୋଗନ ସୋମବାର ସୂଚନା ଦେଇଛନ୍ତି କି ସେ ବିମାନ ଆକ୍ରମଣ ପରେ ବି ଅଧିକ ପଦକ୍ଷେପ ନେଇପାରନ୍ତି । ସମାଚାର ଏଜେନ୍ସି ଆନାଦୋଲ ଅନୁଯାୟୀ, ଉତ୍ତର ଇରାକ ଓ ଉତ୍ତର ସିରିଆରେ ଆତଙ୍କବାଦୀଙ୍କୁ…

ଡିସେମ୍ବରରୁ ଦେଓମାଳିରେ ପାରାଗ୍ଲାଇଡିଂ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଭାବେ ପରିଚିତ କୋରାପୁଟର ଦେଓମାଳି ଏଣିକି ଆହୁରି ଆକର୍ଷଣୀୟ ଦେଖାଯିବ। ଏହି ଉଚ୍ଚତମ ପାହାଡ଼ ସମେତ ପୂରା କୋରାପୁଟ ସହରକୁ ପର୍ଯ୍ୟଟକ ଏବେ ପକ୍ଷୀ ଭଳି ଆକାଶରେ ଉଡ଼ି ଦେଖିବା ସହ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।…

ହ୍ରଦ ସୁରକ୍ଷାଦାତା ଅରୁଣ

ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜନ…

ଶାରଳା ରିଅଲକନ୍‌ର ୧୩.୯୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବାସୋପଯୋଗୀ ଜମି ଦେବା ଆଳରେ ଶାରଳା ରିଅଲକନ୍‌ ପ୍ରାଇଭେଟ୍‌ ଲିଃ ଜମାକାରୀଙ୍କ ୧୭ କୋଟି ଟଙ୍କା ଠକିବା ମାମଲା କଟକ ଓପିଆଇଡି କୋର୍ଟରେ ବିଚାରାଧୀନ ରହିଛି। ସୋମବାର ଏହାର ଶୁଣାଣି କରି କୋର୍ଟ ଜବତ ୧୩.୯୭ କୋଟିରୁ ଊର୍ଦ୍ଧ୍ୱ ସ୍ଥାବର…

ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ ୨…

ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି

ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଏବଂ ଅଲାରନାଥ ମନ୍ଦିର ଲାଗି ୮ କୋଟି…

୨୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri