ବଦଳିବ ଭଗବତୀ, ଉଗ୍ରତାରା ପୀଠ ରୂପରେଖ
ଖୋର୍ଦ୍ଧା ଅଫିସ/ବାଣପୁର/ଗମ୍ଭାରୀମୁଣ୍ଡା/ନିରାକାରପୁର,୨୨ା୧୧(ଡି.ଏନ୍.ଏ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ କରିଛନ୍ତି। ମା’ଙ୍କ ନିକଟରେ ସେ ପୂଜାର୍ଚ୍ଚନା ସହ ଏହି ଦୁଇଟି ପୀଠର ଭିତ୍ତିଭୂମି…
୨୦୩୦ ପୂର୍ବରୁ ଚନ୍ଦ୍ରରେ ବାସ କରିବ ମଣିଷ
ଓ୍ବାଶିଂଟନ୍, ୨୨ା୧୧:ଚନ୍ଦ୍ରରେ ଜୀବଜଗତ ତିଷ୍ଠିବା ସମ୍ଭାବନା ନେଇ ବୈଜ୍ଞାନିକମାନଙ୍କ ଅଧ୍ୟୟନ ଜାରି ରହିଛି। ପ୍ରାକୃତିକ ଉପଗ୍ରହ ଚନ୍ଦ୍ର ସମ୍ବନ୍ଧରେ ବହୁ ତଥ୍ୟ ବିଶେଷଜ୍ଞଙ୍କ ହସ୍ତଗତ ହୋଇଥିଲେ ହେଁ ଅନେକ କଥା ଏ ପର୍ଯ୍ୟନ୍ତ ଅଜଣା ରହିଛି। ଏ ଦିଗରେ ବୈଜ୍ଞାନିକମାନେ ସେମାନଙ୍କ…
ବଟି ଆଦାୟ ଭିଡିଓ ଭାଇରାଲ, ବଦଳିଲେ ଥାନାଧିକାରୀ
କଟକ ଅଫିସ,୨୨ା୧୧: କଟକ ବାଲିଯାତ୍ରାରେ ପାର୍କିଂ ଟେଣ୍ଡର ନେଇଥିବା ଜଣେ ବ୍ୟକ୍ତିଙ୍କଠାରୁ ବଟି ଦାବି କରିବା ଏବଂ ନ ଦେଲେ ମିଥ୍ୟା କେସ୍ରେ ଫସାଇ ଦେବାକୁ ମଧ୍ୟ ଧମକ ଦେଉଥିଲେ ଥାନାଧିକାରୀ। ଏହାର ଭିଡିଓ ଭାଇରାଲ ହେବା ପରେ କଟକ ଡିସିପିଙ୍କ…
ଓ୍ବାର୍କଶପ୍ରେ ଲାଗିଲା ନିଆଁ: ୩୬ ମୃତ
ବେଜିଂ,୨୨।୧୧: ଚାଇନାର କେନ୍ଦ୍ରୀୟ ଅନ୍ୟାଙ୍ଗ ସହରରେ ଥିବା ଏକ ଓ୍ବାର୍କଶପ୍ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୬ ଜଣ ପ୍ରାଣ ହରାଇଛନ୍ତି। ମଙ୍ଗଳବାର ଚାଇନା ଗଣମାଧ୍ୟମ ଏହି ବିଷୟରେ ସୂଚନା ଦେଇଛି। ଏହି ଅଗ୍ନିକାଣ୍ଡରେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି। ସୋମବାର…
ଗୁଜରାଟ ବିଧାନସଭା ନିର୍ବାଚନ: ଏଥର ମତଦାତାଙ୍କ ମଧ୍ୟରୁ ଅଧାରୁ ଅଧିକ ୪୦ ବର୍ଷରୁ କମ୍ ବୟସର ଭୋଟର
ଗାନ୍ଧିନଗର,୨୨ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋରସୋରରେ ପ୍ରଚାର ଆରମ୍ଭ କରି ଦେଇଛନ୍ତି । ନିର୍ବାଚନ କମିଶନ ବି ନିର୍ବାଚନ ପ୍ରସ୍ତୁତିକୁ ନେଇ ଲାଗି ପଡିଛନ୍ତି । ଗୁଜରାଟ ବିଧାନସଭାର ଆଗାମୀ ନିର୍ବାଚନ ପାଇଁ…
ଇଣ୍ଡୋନେସିଆ ଭୂକମ୍ପ ତାଣ୍ଡବ: ଗଲାଣି ୧୬୨ ଲୋକଙ୍କ ଜୀବନ, ଏବେ ବି ଅନେକ ନିଖୋଜ
ଜାକର୍ତ୍ତା,୨୨।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ହୋଇଥିବା ଭୂକମ୍ପ ଯୋଗୁ ୧୬୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଶହ ଶହ ଲୋକ ଆହତ ହୋଇଛନ୍ତି ଏବଂ ଅନେକ ଲୋକ ନିଖୋଜ ଅଛନ୍ତି। ଭୂକମ୍ପ ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡିଛନ୍ତି। ସୋମବାର…
ମହାତ୍ମା ଗାନ୍ଧୀଙ୍କ ହତ୍ୟା ପାଇଁ ସାବରକର ଗଡସେଙ୍କୁ ବନ୍ଧୁକ ଖୋଜିବାରେ କରିଥିଲେ ସାହାଯ୍ୟ: ତୁଷାର ଗାନ୍ଧୀ
ମୁମ୍ବାଇ,୨୨ ।୧୧: ମହାତ୍ମା ଗାନ୍ଧୀଙ୍କ ଅଣନାତୀ ତୁଷାର ଗାନ୍ଧୀ ଦାବି କରିଛନ୍ତି ଯେ ସ୍ୱତନ୍ତ୍ରତା ସେନାନୀ ବିନାୟକ ଦାମୋଦର ସାବରକର ରାଷ୍ଟ୍ରପିତାଙ୍କ ହତ୍ୟା ପାଇଁ ନାଥୁରାମ ଗଡେସେଙ୍କୁ ଏକ ‘ପ୍ରଭାବଶାଳୀ ବନ୍ଧୁକ ‘ଖୋଜିବାରେ ସାହାଯ୍ୟ କରିଥିଲେ । ଭାରତୀୟ ଜନତା ପାର୍ଟି(ଭାଜପା)ର…
ଫ୍ରାନ୍ସ ରାଷ୍ଟ୍ରପତିଙ୍କ ପୁରୁଣା ଭିଡିଓ ଭାଇରାଲ
ପ୍ୟାରିସ,୨୨ ।୧୧: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ସର୍ବସାଧାରଣରେ ଜଣେ ମହିଳା ଥାପଡ ମାରିଥିଲେ । ମେହର ନ୍ୟୁଜ ଏଜେନ୍ସି ଏକ ଭାଇରାଲ ଭିଡିଓ ଶେୟାର କରି ଏହି ସୂଚନା ଦେଇଛି । ହେଲେ ଏହି ଭିଡିଓଟି ବହୁ ପୁରୁଣା ବୋଲି…
ସୁସ୍ଥ ଅଛନ୍ତି ମୁନ୍ମୁନ୍
ଦୁର୍ଘଟଣା ପରେ ଏବେ ସୁସ୍ଥ ଅଛନ୍ତି ମୁନ୍ମୁନ୍। ଜର୍ମାନୀ ଛୁଟି କଟାଇବାକୁ ଯାଇଥିବା ‘ତାରକ ମେହେତାକା ଉଲଟା ଚଷମା’ ସିରିଏଲ୍ ଅଭିନେତ୍ରୀ ମୁନ୍ମୁନ୍ ଦତ୍ତା ନିକଟରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ବର୍ତ୍ତମାନ ସୁସ୍ଥ ହେବା ପରେ ସେ ଇନଷ୍ଟାଗ୍ରାମରେ ଏକ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର
ବଡ଼ସାହି,୨୧ା୧୧(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ସୋମବାର ବଳାତ୍କାର କରାଯାଇଥିବା ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୩୧୯/୨୨)ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…
ଆୟୁଷୀ ହତ୍ୟା ମାମଲା: ବାପା ପରେ ମା’ ଗିରଫ, ଯାଞ୍ଚରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ
ନୂଆଦିଲ୍ଲୀ,୨୧।୧୧: ଉତ୍ତର ପ୍ରଦେଶ ଯମୁନା ଏକ୍ସପ୍ରେସ୍ ଓ୍ବେ’ରେ ଶୁକ୍ରବାର ଏକ ସୁଟ୍କେସ୍ରୁ ଯୁମତୀଙ୍କ ମୃତଦେହ ମିଳିବା ଘଟଣାରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଯୁବତୀ ଜଣକ ଦିଲ୍ଲୀର ଆୟୁଷୀ ଚୌଧୁରୀ। ବାପା ନୀତେଶ ଯାଦବ ଆୟୁଷୀଙ୍କୁ ଗୁଳି କରି ହତ୍ୟା…
ରକେଟ୍ ମାଡ଼ରେ ୩ ମୃତ
ଇସ୍ତାନବୁଲ,୨୧।୧୧: ସିରିଆ ରକେଟ୍ ମାଡ଼ରେ ତୁର୍କିର ସୀମାବର୍ତ୍ତୀ ସହର କାରକାମିସରେ ସୋମବାର ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ତୁର୍କି ଗୃହମନ୍ତ୍ରୀ ମହମୁତ ଓଜେର ସୂଚନା ଦେଇଛନ୍ତି।…
Archives


