ଉପନିର୍ବାଚନରେ ଶିବପାଲଙ୍କୁ ପ୍ରାର୍ଥୀ କରିପାରେ ଭାଜପା
ଲକ୍ଷ୍ନୌ,୧୩।୧୦: ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ମୈନପୁରୀ ଏମ୍ପି ମୁଲାୟମ ସିଂ ଯାଦବଙ୍କ ପରଲୋକ ପରେ ଉକ୍ତ ଆସନକୁ ବଜାୟ ରଖିବା ଏବେ ଦଳ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ୬ ମାସ ମଧ୍ୟରେ ଉକ୍ତ ଲୋକ…
ଯନ୍ତ୍ରଣା ନିବାରକ ‘ରୋବୋଟିକ୍ ପିଲ୍’
ଓ୍ବାଶିଂଟନ,୧୩।୧୦: ମଧୁମେହ, କ୍ୟାନ୍ସର ଭଳି ଦୁରାରୋଗ୍ୟ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ପ୍ରତିଦିନ ଇଞ୍ଜେକ୍ସନ ନେବାକୁ ପଡ଼ିଥାଏ। ଅନେକ ଲୋକଙ୍କ ପକ୍ଷେ ନିୟମିତ ଇଞ୍ଜେକ୍ସନ୍ ନେବା ସହଜ କଥା ନ ହେଲେ ମଧ୍ୟ ଜୀବନ ରକ୍ଷା ପାଇଁ ସେମାନେ ଡରରେ ଏହା କରିଥାନ୍ତି।…
ମୂଲ୍ୟବୃଦ୍ଧି କମାଇବାରେ ଆର୍ବିଆଇ ବିଫଳ: ମୁଦ୍ରାସ୍ଫୀତି ୭.୧୪%କୁ ବୃଦ୍ଧି
ନୂଆଦିଲ୍ଲୀ,୧୨।୧୦: ଭାରତର ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବାରେ ବିଫଳ ହୋଇଛନ୍ତି। ସେପ୍ଟେମ୍ବରରେ ଖାଉଟି ମୂଲ୍ୟସୂଚୀ (ସିପିଆଇ) ଆଧାରିତ ମୁଦ୍ରାସ୍ଫୀତି ୭.୪୧ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାକି ଗତ ୫ ମାସ ମଧ୍ୟରେ ସର୍ବାଧିକ। କ୍ରମାଗତ ତୃତୀୟ ତ୍ରୈମାସିକରେ ମୁଦ୍ରାସ୍ଫୀତି…
ନଭେମ୍ବରରେ ଭାରତ ଗସ୍ତରେ ଆସିବେ ଆମେରିକା ଅର୍ଥ ସଚିବ
ଓ୍ବାଶିଂଟନ,୧୨।୧୦: ଆମେରିକା ଅର୍ଥ ସଚିବ ଜାନେଟ୍ ୟେଲେନ୍ ନଭେମ୍ବର ମାସରେ ଭାରତ ଗସ୍ତରେ ଆସିବେ। ସେ ଆମେରିକା-ଭାରତ ଅର୍ଥନୀତି ଓ ଫାଇନାନ୍ସିଆଲ ସହଭାଗିତା ବୈଠକର ନବମ ସଂସ୍କରଣରେ ଯୋଗଦେବେ। ବିଶ୍ୱ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ଚ୍ୟାଲେଞ୍ଜକୁ ସାମ୍ନା କରିବାକୁ ହେଲେ ଦୁଇ…
ଆଉ ନାହାନ୍ତି ଅଭିନେତ୍ରୀ ଡେମ୍ ଆଞ୍ଜେଲା
ଲଣ୍ଡନ: ଆଉ ନାହାନ୍ତି ଅନ୍ତର୍ଜାତୀୟ ଷ୍ଟାର ଡେମ୍ ଆଞ୍ଜେଲା। ୯୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଫିଲ୍ମ, ଥିଏଟର ଏବଂ ଟେଲିଭିଜନ ଦୁନିଆରେ ସେ ବେଶ ଖ୍ୟାତି ଅର୍ଜନ କରିଥିଲେ। ଡେମ୍ ନିଜର ଆଠ ଦଶକର କ୍ୟାରିୟରରେ ତିନି ଥର…
ଡବ୍ଲ୍ୟୁଏଚଓ ରିପୋର୍ଟ ଯାଞ୍ଚ୍ ପାଇଁ କମିଟି ଗଠନ କଲେ ସରକାର
ନୂଆଦିଲ୍ଲୀ,୧୨।୧୦: ଭାରତରେ ପ୍ରସ୍ତୁତ ହୋଇଥିବା କଫ ଓ କୋଲ୍ଡ ସିରପ ଯୋଗୁ ଗାମ୍ବିଆରେ ୬୬ ପିଲାଙ୍କ ମୃତ୍ୟୁ ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚଓ) ଏହାର ସମ୍ପୂର୍ଣ୍ଣ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟ ଅନୁଯାୟୀ, ଭାରତରୁ ରପ୍ତାନି ହୋଇଥିବା କାଶ ସିରପ୍ରେ ବିଷାକ୍ତ…
ବରଗଡ଼ ଧନୁଯାତ୍ରା: ଏଥର ଗୋପପୁର ଦୃଶ୍ୟାଭିନୟ ହେବ ଅଧିକ ଆକର୍ଷଣୀୟ
ବରଗଡ଼ ଅଫିସ,୧୨ା୧୦: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଧନୁଯାତ୍ରା ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା। ତେବେ ଏଥର ଗୋପପୁର ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ବୁଧବାର ଉପଜିଲାପାଳ ଅଫିସ…
ଯବାନଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ପୂର୍ବରୁ କେଦାରନାଥ ଏବଂ ବଦ୍ରିନାଥ ଗସ୍ତ କରିବେ। ସର୍ବପ୍ରଥମେ, ଅକ୍ଟୋବର ୨୨ରେ, ପ୍ରଧାନମନ୍ତ୍ରୀ କେଦାରନାଥ ଧାମରେ ପ୍ରାର୍ଥନା କରିବେ ଏବଂ ଏହା ପରେ ଅକ୍ଟୋବର ୨୨ ସାରେ ସେ ବଦ୍ରିନାଥ ଧାମରେ ପହଞ୍ଚିବେ। ସୂତ୍ରରୁ…
ଭିଜିଲାନ୍ସ ଜାଲରେ ବିଇଓ
ବଲାଙ୍ଗୀର ଅଫିସ,୧୨ା୧୦: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଲାଙ୍ଗୀର ବ୍ଲକ ଶିକ୍ଷାଧିକାରୀ(ବିଇଓ) ରାଘବ ପାଣିଗ୍ରାହୀ। ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଇଓ ଗିରଫ ହୋଇଛନ୍ତି। କୌଣସି ଏକ ଅଭିଯୋଗକୁ ନେଇ ପାଟଣାଗଡ଼ ରମାଇ ହାଇସ୍କୁଲର ସହକାରୀ ଶିକ୍ଷକ ସୁରେଶ ମେହେରଙ୍କ ନାଁରେ…
ଜିଲା ପ୍ରଶାସନର ବୈମାୃତକ ମନୋଭାବକୁ ବିରୋଧ: ଧାରଣାରେ ସାମିଲ ହେଲେ ବିଜେଡି, ଭାଜପା କାଉନସିଲର
ଆନନ୍ଦପୁର,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ଉପନଗରପାଳଙ୍କ ସହିତ କାଉନସିଲରମାନେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଆନନ୍ଦପୁର ପୌରପରିଷଦର ବିକାଶରେ ଜିଲା ପ୍ରଶାସନିକ ଅଧିକାରୀମାନେ ବୈମାତୃକ ମନୋଭାବ ପୋଷଣ କରିବା ଘଟଣାକୁ ବିରୋଧ କରି ଏହି ଧାରଣା ଦିଆଯାଇଥିବା…
ପୁଣି ପ୍ରେମରେ ପଡ଼ିଛନ୍ତି ରାପର୍ ବାଦ୍ଶାହା
ବମ୍ବେ: ରାପର ତଥା ଗାୟକ ବାଦ୍ଶାହା ପଡ଼ିଛନ୍ତି ପୁଣି ପ୍ରେମରେ। ଦୁଇ ବର୍ଷ ପୂର୍ବେ ସ୍ତ୍ରୀଙ୍କଠାରୁ ଅଲଗା ହୋଇଥିଲେ ବାଦ୍ଶାହା। ଏବେ ତାଙ୍କ ଲଭ୍ ଲାଇଫ୍ରେ ପଞ୍ଜାବୀ ଅଭିନେତ୍ରୀ ଈଶା ରେଖି ଏଣ୍ଟ୍ରୀ ମାରିଛନ୍ତି। ବର୍ଷେ ହେଲାଣି ଉଭୟଙ୍କ ଆଫେୟାର ଚାଲିଛି।…
ତେଲ ଚୋରି ଉଦ୍ୟମ, ବୋଲେରୋ-ବାଇକ୍ ଜବତ, ୪ ଗିରଫ
ବଡ଼ବିଲ,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ…
Archives


