ଏମିତି ଦେଶ, ଯେଉଁଠି ନାହାନ୍ତି ଜଣେ ହେଲେ ଭାରତୀୟ
ଭାରତୀୟମାନେ ପୃଥିବୀର ପ୍ରାୟ କୋଣ ଅନୁକୋଣରେ ବସବାସ କରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଗସ୍ତ ହେଉ କିମ୍ବା କ୍ରିକେଟ ମ୍ୟାଚ୍ ହେଉ … ଆମେ ପ୍ରତ୍ୟେକ ବଡ଼ ଇଭେଣ୍ଟରେ ଭାରତର ଲୋକଙ୍କୁ ଦେଖିବାକୁ ପାଇଥାଉ। ଭାରତରୁ ବହୁ ସଂଖ୍ୟକ ଲୋକ…
ରାଗିଂକୁ ନେଇ ଚିନ୍ତାରେ ଛାତ୍ରୀଛାତ୍ର, ଅଭିଭାବକ
ବ୍ରହ୍ମପୁର ଅଫିସ,୨୧।୧୧: କଲେଜରେ ରାଗିଂ ବିଦ୍ୟାର୍ଥୀଙ୍କ ଭବିଷ୍ୟତକୁ ଅନ୍ଧକାର ଆଡ଼କୁ ଠେଲିଦେଇଛି। ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ କଲେଜଗୁଡ଼ିକରେ ରାଗିଂ ଓ ଅସଦାଚରଣ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ଏଭଳି ଘଟଣା ଯୋଗୁ ଏବେ…
କମୁଛି ଚାଷଜମି, ବଢ଼ୁଛି ଘରବାରି
ପାରଳାଖେମୁଣ୍ଡି,୨୧ା୧୧(ଡି.ଏନ୍.ଏ.): ଗ୍ରାମାଞ୍ଚଳଗୁଡିକରେ ଚାଷଜମି ପରିମାଣ କମି କମି ଯାଉଥିବା ବେଳେ ଘରବାରି କିସମ ବଢୁଥିବା ପରିଲକ୍ଷିତ ହେଉଛି। ଜମିମାଫିଆ ତଥା ଦଲାଲମାନେ ସହରାଞ୍ଚଳ ନିକଟ ଅଞ୍ଚଳଗୁଡିକରେ ଥିବା ଚାଷଜମି ଉପରେ ଲୋଲୁପ ଦୃଷ୍ଟି ପକାଇ ଚାଲିଥିବା ବେଳେ ଏବେ ଏମାନଙ୍କ ନଜର…
ମାଙ୍ଗାଲୁରୁ ଅଟୋ ବିସ୍ଫୋରଣ ଘଟଣା: ଆଇଏସ୍ଆଇଏସ୍ ସହ ସମ୍ପର୍କରେ ଥିଲେ ଅଭିଯୁକ୍ତ
ବେଙ୍ଗାଲୁରୁ,୨୧।୧୧: କର୍ନାଟକର ମାଙ୍ଗାଲୁରୁ ସହରରେ ଏକ ଅଟୋ ରିକ୍ସା ଭିତରେ ଘଟିଥିବା ବିସ୍ଫୋରଣ ସମ୍ପର୍କରେ ପୋଲିସ ଏକ ବଡ ଖୁଲାସା କରିଛି। ପୋଲିସ କହିଛି, ଅଭିଯୁକ୍ତ ମହମ୍ମଦ ଶରିକ୍ ଇସଲାମିକ ଷ୍ଟେଟ (ଆଇଏସ୍ଆଇଏସ୍) ହ୍ୟାଣ୍ଡେଲର୍ଙ୍କ ସହ ଯୋଗାଯୋଗରେ ଥିଲେ। ଏହି ମାମଲାରେ…
ମେଗା ପାନୀୟ ଜଳ ପ୍ରକଳ୍ପ ଖର୍ଚ୍ଚ ବଢ଼ିଲା
ଭଞ୍ଜନଗର,୨୧୨ା୧୧(ଡି.ଏନ.ଏ.): ରାଜ୍ୟର ସମସ୍ତ ଘରକୁ ୨୦୨୪ ଡିସେମ୍ବର ସୁଦ୍ଧା ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ୟ ରଖିଛନ୍ତି । ଏହି କ୍ରମରେ ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ପକ୍ଷରୁ…
ଡିସେମ୍ବର ୧୬ରୁ ଗଞ୍ଜାମରେ ଧାନକିଣା
ଛତ୍ରପୁର,୨୧ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନସଂଗ୍ରହ କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରି ଆସନ୍ତା ଡିସେମ୍ବର ୧୬ରୁ ୨୬ ତାରିଖ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଥିଲେ।…
ଜୈବିକ ପଦ୍ଧତିରେ ଚାଷ ଦେଇଛି ସଫଳତା
ଦଶମନ୍ତପୁର,୨୧ା୧୧(ଡି.ଏନ୍.ଏ.):ଜୈବିକ ପଦ୍ଧତିରେ ଚାଷକରି ଉଦାହରଣ ସୃଷ୍ଟି କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲା ପଞ୍ଚାୟତ ଗୁଲିମୂଷା ଗ୍ରାମର ଶୋଭା ପ୍ରଧାନୀ। ଏକ୍ଷେତ୍ରରେ ଅଗ୍ରଗାମୀ ସଂସ୍ଥା ତାଙ୍କୁ ସହାୟତା ଯୋଗାଇ ଦେଇଛି। ପୂର୍ବରୁ ରାସାୟନିକ ସାର ବ୍ୟବହାରକରି ଶୋଭା ନିଜ ୫ଏକର…
ରେରା ନିୟମ ଉଲ୍ଲଂଘନ କରି ଆପାର୍ଟମେଣ୍ଟ
ରାୟଗଡ଼ା ଅଫିସ,୨୧ା୧୧:ରାୟଗଡ଼ା ସହରରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଗୃହ ନିର୍ମାଣ ପାଇଁ ସ୍ଥାନର ଅଭାବ ଦେଖାଦେଇଛି। ଫଳରେ ସହରରେ ଆପାର୍ଟମେଣ୍ଟର ଚାହିଦା ବଢ଼ୁଛି। ୫ ବର୍ଷ ମଧ୍ୟରେ ରାୟଗଡ଼ା ସହରରେ ୩୦ରୁ ଊର୍ଦ୍ଧ୍ୱ ଆପାର୍ଟମେଣ୍ଟ ନିର୍ମାଣ ହୋଇଛି। ଏଥିସହ ଏବେ ସହର…
ଉଗ୍ରତାରା ପୀଠ ପରିଦର୍ଶନ କଲେ ୫-ଟି ସଚିବ
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ୫-ଟି ସଚିବ ଭି.କେ ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଜିଲା ବାଣପୁରର ପ୍ରସିଦ୍ଧ ମା’ ଭାଗବତୀ ମନ୍ଦିରର ଏବଂ ଟାଙ୍ଗୀର ମା’ ଉଗ୍ରତରା ମନ୍ଦିର ପରିଦର୍ଶନ କରିଛନ୍ତି। ମା’ ଭାଗବତୀ ହେଉଛି ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତିକ୍ଷେତ୍ର। ଯାହା ୯ମ ଶତାବ୍ଦୀରେ…
ବିଧାୟକଙ୍କ ନାଁରେ ବଳାତ୍କାର ମାମଲା ରୁଜୁ
ଭୋପାଳ,୨୧।୧୧: ମଧ୍ୟପ୍ରଦେଶର ଧାର ଜିଲାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଉମଙ୍ଗ ସିଙ୍ଗାରଙ୍କ ବିରୋଧରେ ଏକ ବଳାତ୍କାର ମାମଲା ରୁଜୁ ହୋଇଛି। ଜଣେ ୩୮ ବର୍ଷୀୟା ମହିଳା ନୌଗାଓଁ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି। ମହିଳା ଜଣକ ନିଜକୁ ଉମଙ୍ଗଙ୍କ ସ୍ତ୍ରୀ…
ପୁଣି ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଲା
ମୁମ୍ବାଇ,୨୧।୧୧:ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିବାରେ ଲାଗିଛି। ମହାରାଷ୍ଟ୍ର ସାଇବର ପୋଲିସ ପୋର୍ନଗ୍ରାଫୀ ମାମଲାରେ ରାଜ କୁନ୍ଦ୍ରା, ମଡେଲ ଶାର୍ଲିନ ଚୋପ୍ରା ଏବଂ ପୁନମ ପାଣ୍ଡେଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି। ସାଇବର…
ମଧୁମେହର ଆୟୁର୍ବେଦୀୟ ଉପଚାର
ମଧୁମେହ ବା ଡାଇବେଟିସ୍! ଏହା ଏକ ଭୟଙ୍କର ରୋଗର ନାମ, ଯିଏ କି ନୀରବ ଘାତକ ସଦୃଶ ଅନ୍ୟାନ୍ୟ ରୋଗ ଯଥା ଉଚ୍ଚ ରକ୍ତଚାପ, ଚକ୍ଷୁ, କିଡ୍ନୀ, ଲିଭର, ହାର୍ଟଜନିତ ସମସ୍ୟାକୁ ଆମନ୍ତ୍ରଣ କରିଥାଏ। ବର୍ତ୍ତମାନ ଆମ ଦେଶକୁ ‘ଡାଇବେଟିସ୍ର ରାଜଧାନୀ’…
Archives


