ଗ୍ରହାଣୁ ସଂଘର୍ଷରୁ ପୃଥିବୀକୁ ସୁରକ୍ଷା
ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମା କରୁଛନ୍ତି। ପ୍ରତ୍ୟେକ ପିଣ୍ଡକୁ ‘ଗ୍ରହାଣୁ’ ବୋଲି କୁହାଯାଏ ଏବଂ ଏହି ଅଞ୍ଚଳକୁ ଗ୍ରହାଣୁ ବଳୟ କୁହାଯାଏ। ଇଟାଲୀର ଜ୍ୟୋତିର୍ବିଦ୍ ଗିଉସେପେ ପିଆଜ୍ଜି ୧୮୦୧ ମସିହା…
ସୁକିନ୍ଦାରୁ ଦର୍ପଣିକୁ ଗଲା ମେଗା ନର୍ସରୀ
ଯାଜପୁର ଅଫିସ,୨୧ା୧୧: ଯାଜପୁର ଜିଲା ସୁକିନ୍ଦା ମେଗା ନର୍ସରୀ ପ୍ରକଳ୍ପ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ରେ ଛନ୍ଦି ହେବାପରେ ବଡ଼ଚଣା ବ୍ଲକ ଦର୍ପଣି ଫାର୍ମକୁ ସ୍ଥାନାନ୍ତରଣ ହୋଇଛି। ସେଠାରେ ଆବଶ୍ୟକ ଭିତ୍ତିଭୂମି ତିଆରି କରି ପ୍ରାୟତଃ କାମ ଆରମ୍ଭ ହୋଇଥିବା ସୂଚନା…
ସତ ହେଲା ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ରେ ଶତକ ହାସଲ କରିଛନ୍ତି ସୂର୍ଯ୍ୟକୁମାର ଯାଦବ। ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଇଥିବା ମ୍ୟାଚରେ ସେ ୫୧ ବଲରେ ୧୧୧ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଇନିଂସ ସହିତ ସୂର୍ଯ୍ୟକୁମାର ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୨ଟି…
୪୦୦ କୋଠରୀ ବିଶିଷ୍ଟ ଭବ୍ୟ ମହଲରେ ରହୁଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ…
ଗ୍ବାଲିୟର,୨୧।୧୧ : ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜଣେ ଭଲ ନେତା ଭାବେ ଗଣାଯାଏ। ସେ ଗ୍ବାଲିୟରର ରାଜକୀୟ ପରିବାରର ବଂଶଧର ଭାବରେ ମଧ୍ୟ ଜଣାଶୁଣା। ରୟାଲ ପରିବାରରୁ ଆସିଥିବା ଜ୍ୟୋତିରାଦିତ୍ୟଙ୍କର ପ୍ରାସାଦ ଅତି ସୁନ୍ଦର ଏବଂ ଭବ୍ୟ। ସେ ରହୁଥିବା ଏହି ପ୍ରାସାଦ…
ସ୍ବାମୀ ୧ କୋଟି ଟଙ୍କା ଜିତିଲେ ଲଟେରୀ, ସ୍ତ୍ରୀ ପ୍ରେମିକ ସହ ଟଙ୍କା ଧରି ଫେରାର
ଦକ୍ଷିଣ ଏସୀୟ ଦେଶ ଥାଇଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କଠାରୁ ପ୍ରାୟ ୧ କୋଟି ଟଙ୍କା ନେଇ ପ୍ରେମିକଙ୍କ ଚମ୍ପଟ ମାରିଛନ୍ତି। ବ୍ୟକ୍ତି ଜଣଙ୍କ ଲଟେରୀରେ ଏହି ଟଙ୍କା ଜିତିଥିଲେ। ଏହି ଘଟଣା ପରେ ସେ…
ସହରରେ ଚାଲୁଛି ନମ୍ବରବିହୀନ ଗାଡ଼ି
କଟକ ଅଫିସ,୨୧ା୧୧: ରାଜ୍ୟ ସରକାର ତଥା ପରିବହନ ବିଭାଗ ପ୍ରତ୍ୟେକ ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାକୁ ବାଧ୍ୟତାମୂଳକ କରିଛନ୍ତି। ହେଲେ ବିନା ନମ୍ବର ପ୍ଲେଟ୍ରେ କଟକ ସହରରେ ବହୁସଂଖ୍ୟକ ଗାଡି ଚାଲୁଛି। ବିଶେଷକରି ସହରର ପ୍ରମୁଖ ରାସ୍ତାରେ ଅନାୟାସରେ…
ଅବସରର ୩୦ବର୍ଷ ପରେ ବି ମିଳୁନି ପେନ୍ସନ
ସାଲେପୁର,୨୧।୧୧(ଡି.ଏନ୍.ଏ.): ଜଣେ ଶିକ୍ଷା କର୍ମଚାରୀ ଚାକିରିରୁ ଅବସର ନେବାର ୩୦ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୃକ୍ତ କର୍ମଚାରୀଙ୍କୁ ଅବସରକାଳୀନ ବକେୟା ଅର୍ଥ, ପେନ୍ସନ୍ ମିଳିପାରି ନାହିଁ। ଏ ନେଇ ସମ୍ପୃକ୍ତ କର୍ମଚାରୀ ଜଣକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି…
କର୍ମନିଯୁକ୍ତି ସୁଯୋଗ ଅପେକ୍ଷାରେ ଯୁବବର୍ଗ
ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପ ଆବଶ୍ୟକ କେନ୍ଦ୍ରାପଡ଼ା ଜିଲାକୁ ତୁଳସୀକ୍ଷେତ୍ର କୁହାଯାଏ। ଏଠାରେ ବହୁ ଐତିହ୍ୟ ସ୍ଥାନ ସହିତ ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ଅଛି। ଏହି ସ୍ଥାନକୁ ଦର୍ଶନୀୟ କରି ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପଗୁଡିଏ ଆବଶ୍ୟକ। ଲୋକଙ୍କ ଆଗମନ…
ଲୋକସେବା ଭବନରେ ପ୍ରଦର୍ଶିତ ହେଲା ‘ଦମନ’
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ରବିବାର ଲୋକସେବା ଭବନର କନଭେନଶନ ସେଣ୍ଟରଠାରେ ପ୍ରଦର୍ଶିତ ହୋଇଛି। ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଏହାର ପ୍ରଦର୍ଶନ କରାଯାଇଥିଲା। ମାଲେରିଆ ନିରାକରଣ ଉପରେ…
ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ
ମହାକାଳପଡ଼ା,୨୧ା୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଏକ ଶିଳ୍ପବିହୀନ ଜିଲା ଭାବେ ପରିଚିତ। ଏବେ ଶିଳ୍ପ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଶିଳ୍ପ କାରଖାନା ପ୍ରତିଷ୍ଠା ହେଲେ ଜିଲାର ଅର୍ଥନୈତିକ, ସାମାଜିକ ଅଭିବୃଦ୍ଧି ଘଟିବ। ଜିଲାର ମହାକାଳପଡ଼ା ବ୍ଲକର ବତୀଘର…
ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍କା
ଅକଲାଣ୍ଡ,୨୧।୧୧: ଭାରତ ବିପକ୍ଷ ତୃତୀୟ ଟି-୨୦ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଏକ ବଡ଼ ଝଟ୍କା ଲାଗିଛି। ବ୍ୟକ୍ତିଗତ କାରଣରୁ କିୱି ଦଳର ଅଧିନାୟକ କେନ ୱିଲିୟମସନ ତୃତୀୟ ମ୍ୟାଚ ଖେଳିବେ ନାହିଁ। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତୀୟ ଦଳ ବର୍ତ୍ତମାନ…
ଫିଫା ବିଶ୍ୱକପ: ସୋମବାର ୩ ମ୍ୟାଚ୍…
ଦୋହା,୨୧।୧୧ : ସୋମବାର ଫିଫା ଫୁଟବଲ ବିଶ୍ୱକପରେ ତିନୋଟି ମ୍ୟାଚ ଖେଳାଯିବ। ଗ୍ରୁପ ବିରେ ଇଂଲଣ୍ଡ ଦଳ ସନ୍ଦ୍ୟା ଋଟା ୩୦ରେ ଇରାନ ବିପକ୍ଷରେ ଖେଳିବ। ଅନ୍ୟପକ୍ଷରେ ନେଦରଲାଣ୍ଡ୍ସ ଗ୍ରୁପ-ଏରେ ଆଫ୍ରିକୀୟ କପ ଚାମ୍ପିୟନ ସେନେଗାଲ ସହିତ ମୁହାଁମୁହିଁ ହେବ। ଏହି…
Archives


