ବିକାଶଧାରାକୁ କେହି ରୋକିପାରିବେନି
ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ନିର୍ବାଚନ ମଣ୍ଡଳୀର ପଲସାପାଲିଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ସମେତ ପୂର୍ବତନ ଏମ୍ପି ପ୍ରଦୀପ ମାଝୀ, ମନ୍ତ୍ରୀ ରୀତା ସାହୁ ଉପସ୍ଥିତ ଥିଲେ। ଏଥିରେ ପଲସାପାଲି ସରପଞ୍ଚ ଭାସ୍କର…
କଲରାଡୋ ନାଇଟ କ୍ଲବ ଗୁଳିକାଣ୍ଡକୁ ନେଇ ପ୍ରତିକ୍ରିୟା ରଖିଲେ ବାଇଡେନ
ୱାଶିଂଟନ,୨୧ ।୧୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନି । ରବିବାର କଲରାଡୋର ଏଲଜିବିଟିକ୍ୟୁ କ୍ଲବରେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆଖିବୁଜା ଗୁଳିଚାଳନାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୧୮ ଜଣ ଆହତ ହୋଇଛନ୍ତି…
ପକେଟ୍ ଭୋଟକୁ କଂଗ୍ରେସର ଭରସା
ପଦ୍ମପୁର,୨୧।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡ଼ି ଓ ଭାଜପା ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ କଂଗ୍ରେସ ପଛରେ ପଡିଥିବା ପରିଲକ୍ଷିତ ହେଉଛି। ବର୍ତ୍ତମାନ ସ୍ଥିତିରେ ଏଠାରେ କଂଗ୍ରେସର ସଙ୍ଗଠନ ଦୁର୍ବଳ ହୋଇପଡିଥିବାରୁ ବିଗତ ୩ଟି…
୪ ବର୍ଷ ହେଲା ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଉଛି କେନ୍ଦ୍ର: ବିଜେଡି
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଥିବାବେଳେ ଏହି ଅଞ୍ଚଳ ପାଇଁ ରେଳଲାଇନ୍ ଦାବି କରି ବିଜେଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି ଅଭିଯୋଗ କରିଛି ଯେ, କେନ୍ଦ୍ର ସରକାର ଗତ ୪ ବର୍ଷ ହେଲା ରେଳଲାଇନ୍ କଥା…
‘ଇନ୍ଦିରା ଗାନ୍ଧୀଙ୍କ କ୍ଷମତା ଯାଇଛି, ଦିନେ ମୋଦି ବି ଯିବେ, ତେଣୁ ପରିସ୍ଥିତି ଖରାପ କରନା…’କାହିଁକି ରାଜ୍ୟପାଳ ମଲିକ କହିଲେ ଏମିତି
ନୂଆଦିଲ୍ଲୀ,୨୧ ।୧୧: ମେଘାଳୟର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ମନେରଖିବା ଉଚିତ ଯେ ଶାସନ କ୍ଷମତା ଚିରସ୍ଥାୟୀ ନୁହେଁ ଏହା ଆସେ ଆଉ ଯାଏ । ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ସେ କହିଛନ୍ତି,…
କିଡ୍ନୀ ରୋଗୀଙ୍କୁ ମନ ପସନ୍ଦର ଔଷଧ ଦେବା ସମ୍ଭବ ନୁହେଁ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଉନ୍ନତମାନର ଔଷଧ ଯୋଗାଣ ଦାବିକରି ୭ମାସ ହେବ ଆନ୍ଦୋଳନ ଚଳାଇଛନ୍ତି କିଡ୍ନୀ ଟ୍ରାନ୍ସପ୍ଲାଣ୍ଟ ରୋଗୀ। ୧୨ଦିନ ହେବ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିବା ପରେ ସେମାନେ ଶନିବାରଠାରୁ ରାସ୍ତାକୁ ଓହ୍ଲାଇଛନ୍ତି। ଏଜି ଛକରୁ ରାଜଭବନ ରାସ୍ତାକୁ ଦୁଇ ପାର୍ଶ୍ୱରୁ…
ପୁରୀରେ ହେବ ଟ୍ରାନ୍ସଜେଣ୍ଡର ଶେଲ୍ଟର ହୋମ୍
ପୁରୀ ଅଫିସ,୨୧ା୧୧: ଏବେ ବି ସମାଜରେ ଟ୍ରାନ୍ସଜେଣ୍ଡରମାନେ ଅବହେଳିତ ଓ ତାଡ଼ନାଗ୍ରସ୍ତ। ଫଳରେ ଅଧିକାଂଶ ଟ୍ରାନ୍ସଜେଣ୍ଡର ସମାଜଠାରୁ ନିଜକୁ ଦୂରେଇ ରଖିବା ସହ ଗୁଜୁରାଣ ମେଣ୍ଟାଇବା ପାଇଁ କେତେବେଳେ ଭିକ୍ଷା ବୃତ୍ତି ତ ଆଉ କେବେ ଅନୈତିକ କାର୍ଯ୍ୟ କରିବାକୁ ବାଧ୍ୟ…
କୋରାପୁଟ ଚାମ୍ପିୟନ
ଭୁବନେଶ୍ୱର,୨୧।୧୧(କ୍ରୀଡ଼ା ପ୍ରତିନିଧି): ପୁରୁଣାଭୁବନେଶ୍ବରସ୍ଥିତ ମୂଳାପଡିଆରେ ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଛି। ରାଜ୍ୟ ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଏବଂ ଦୟାଭାବ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ କୋରାପୁଟ ଚାମ୍ପିୟନ ହୋଇଛି। ଫାଇନାଲରେ କୋରାପୁଟ ପ୍ରତିପକ୍ଷ…
କେଟି ଗ୍ଲୋବାଲରେ ହାଇପରଫର୍ମାନ୍ସ ଟେନିସ କୋଚିଂ
ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି): ମିଶନ ଅଲିମ୍ପିକ୍ସ ସ୍ପୋଟର୍ସ ଫାଉଣ୍ଡେଶନ(ଏମ୍ଓଏସ୍ଏଫ୍) ଓ ଇନ୍ଜେନ୍ୟୁଟି ଆଣ୍ଡ ଇନୋଭେଶନ୍ ଗ୍ଲୋବାଲ୍ ସ୍ପୋଟର୍ସ ଏକାଡେମୀ (ଆଇଆଇଜି ସ୍ପୋଟର୍ସ ଏକାଡେମୀ) ସହଯୋଗରେ କେଟି ଗ୍ଲୋବାଲ୍ ସ୍କୁଲ୍ ପରିସରରେ ୭ ଦିନିଆ ହାଇପରଫର୍ମାନ୍ସ ଟେନିସ ଟ୍ରେନିଂ କ୍ୟାମ୍ପ ସୋମବାରଠାରୁ ଆରମ୍ଭ…
ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ଉଦ୍ଯାପିତ
ଭୁବନେଶ୍ୱର, ୨୧।୧୧ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍ରେ ୨ ଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨(ଜୋନ-୪) ରବିବାର ଶେଷ ହୋଇଛି। ଦ୍ୱିତୀୟ ଦିବସରେ ମୋଟ ୧୪ଟି ଇଭେଣ୍ଟ ଅନୁଷ୍ଠିତ ହୋଇଥିଲା। ଅଲିମ୍ପିଆନ…
‘ଶ୍ରେଷ୍ଠ ମହିଳା ଉଦ୍ୟୋଗୀ ନେତୃତ୍ୱ ସମ୍ମାନ’
ଭୁବନେଶ୍ୱର,୨୧।୧୧: ରାଜ୍ୟର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ରୁଚି ଫୁଡ଼୍ଲାଇନ୍ର ସହଯୋଗୀ ସଂସ୍ଥା (କମ୍ପାନୀ) ବିଶ୍ୱେଶ୍ୱର ଫୁଡ୍ସର ନିର୍ଦ୍ଦେଶିକା ରଶ୍ମି ସାହୁଙ୍କୁ ନିକଟରେ ଏକ ଆନ୍ତର୍ଜାତିକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସ୍ପେନର ରାଜଧାନୀ ମାଦ୍ରିଦ୍ଠାରେ ଆୟୋଜିତ ‘ଆନ୍ତର୍ଜାତିକ ମହିଳା…
ହିଜାବ ଖୋଲି ଇନଷ୍ଟାରେ ଭିଡିଓ ପୋଷ୍ଟ କରିବା ପଡିଲା ମହଙ୍ଗା, ଗିରଫ ହେଲେ ଇରାନ ଅଭିନେତ୍ରୀ
ତେହେରାନ,୨୧ ।୧୧: ଇରାନ ପୋଲିସ ଜଣେ ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଅଭିନେତ୍ରୀଙ୍କ ଉପରେ ସର୍ବସାଧାରଣ ସ୍ଥାନରେ ହିଜାବ ହଟାଇବା ଅଭିଯୋଗ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଅଭିନେତ୍ରୀ ଦେଶରେ ଜାରି କରାଯାଇଥିବା ବିରୋଧ ପ୍ରଦର୍ଶନର…
Archives


