Home Left

ବିହାର ବୈଶାଳୀରେ ବସ୍ତି ଭିତରେ ପଶିଲା ଟ୍ରକ୍ ମହିଳା ଶିଶୁ ସମେତ ୧୨ ମୃତ, ଶୋକ ପ୍ରକାଶ କଲେ ମୋଦି

ପାଟନ,୨୧ ।୧୧: ବିହାର ବୈଶାଳୀ ଜିଲାର ମହନାରରେ ରବିବାର ରାତିରେ ଏକ ଅନିୟନ୍ତ୍ରିତ ଟ୍ରକ୍ ରାସ୍ତା କଡରେ ଥିବା ଏକ ବସ୍ତିରେ ପଶିିଯିବା ଫଳରେ ଏଥିରେ ୭ ଶିଶୁଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ…

ସେଲ୍‌ ଚାବି ହାତେଇ ୯ କଏଦୀ ଫେରାର

କୋହିମା,୨୦।୧୧: ନାଗାଲାଣ୍ଡର ମୋନ୍‌ ଜିଲା କାରାଗାରରୁ ୯ଜଣ ଅନ୍ତେବାସୀ ଫେରାର ଥିବା ଜଣାପଡିଛି। ପୋଲିସ ସେମାନଙ୍କୁ ଧରିବାକୁ ତଲାସି ଅଭିଯାନ ଜାରି ରଖିଛି। ଫେରାର କଏଦୀଙ୍କ ମଧ୍ୟରେ କେତେଜଣ ବିଚାରାଧୀନ କଏଦୀ ଥିବାବେଳେ କେତେକ ହତ୍ୟା ମାମଲାରରେ ସମ୍ପୃକ୍ତ ଥିବା ସୂଚନା…

ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ: ଫେରାର୍‌ ଟ୍ରକ୍‌ର ନମ୍ବର ପ୍ଲେଟ୍‌ ଜବତ

ଝାରସୁଗୁଡା ଅଫିସ୍‌,୨୦।୧୧: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ପୋଖରାସାଲେ ମହିକାନୀ ଛକ ନିକଟରେ ରବିବାର ଏକ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ବାଇକ୍‌କୁ ଧକ୍କାଦେଇ ଟ୍ରକ୍‌ ଫେରାର୍‌ ହୋଇଯାଇଛି। ହେଲେ ଦୁର୍ଘଟଣା…

ଆଜିଠୁ ଖରିଫ ଧାନ କିଣା

ବରଗଡ଼ ଅଫିସ୍‌,୨୦।୧୧: ବରଗଡ଼ ଜିଲାରେ ସୋମବାରଠାରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ୨୨୦ ମଣ୍ଡିରେ ଧାନ କିଣାବିକା ଚାଲିବ। ଏଥର ଜିଲାରେ ଧାନକ୍ରୟ ଲକ୍ଷ୍ୟ ୫୫ଲକ୍ଷ ୨୬ହଜାର ୯୧୧ କୁଇଣ୍ଟାଲ ରହିଛି। ପ୍ରାଥମିକ କୃଷି ସମବାୟ ସମିତି…

ବରଫରେ ପୋତିହେଲା ପଶ୍ଚିମ ନ୍ୟୁୟର୍କ

ନ୍ୟୁୟର୍କ,୨୦।୧୧: ଆମେରିକାର ପଶ୍ଚିମ ନ୍ୟୁୟର୍କରେ ପ୍ରବଳ ତୁଷାରପାତ ଜାରି ରହିଛି। ଫଳରେ ଅଞ୍ଚଳର କେତେକ ସ୍ଥାନରେ ୬ଫୁଟ୍‌ ବରଫ ପୋତି ହୋଇରହିଛି। ଏନେଇ ଅଞ୍ଚଳରେ ଯାନବାହାନ ଚଳାଚଳ ବନ୍ଦ ରହିଛି। ଏପରିକି ବିମାନ ଚଳାଚଳକୁ ମଧ୍ୟ ବାତିଲ କରି ଦିଆଯାଇଛି। ତୁଷାରପାତରେ…

ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ସଫଳ ମୋତିଆବିନ୍ଦୁ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଡାହାଣ ଆଖିରେ ରବିବାର ସଫଳତାର ସହ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏଥିପାଇଁ ୬୪ ବର୍ଷୀୟ ମୁର୍ମୁ ଦିଲ୍ଲୀର ଆର୍ମି ରେଫରାଲ ଆଣ୍ଡ୍‌ ରିସର୍ଚ୍ଚ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।…

ମୋବାଇଲ ପାଇଁ ଜୀବନ ହାରିଲେ ଛାତ୍ର

ବୋଡେନ,୨୦।୧୧(ଡି.ଏନ୍‌.ଏ.): ଜଣେ ଯୁକ୍ତ ଦୁଇ ଛାତ୍ର ମୋବାଇଲ କିଣିବାକୁ ବାପାଙ୍କୁ ପଇସା ମାଗିଲେ। ବାପା ଧାନ ବିକ୍ରି ପରେ ମୋବାଇଲ କିଣିବାକୁ କହିଥିଲେ। ହେଲେ ଛାତ୍ର ଜଣକ ରାଗି ଦଉଡ଼ି ଦେଇ ଆମତ୍ହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

ଶ୍ରଦ୍ଧାଙ୍କ ମୁଣ୍ଡକୁ ପୋଖରୀରେ ପକାଇଛନ୍ତି ଅଭିଯୁକ୍ତ ଅଫ୍‌ତାବ!

ନୂଆଦିଲ୍ଲୀ,୨୦।୧୧: ଶ୍ରଦ୍ଧା ୱାଲ୍‌କର ହତ୍ୟା ମାମଲାର ଯାଞ୍ଚ କରୁଥିବା ଦିଲ୍ଲୀ ପୋଲିସ ଅଭିଯୁକ୍ତ ଅଫ୍‌ତାବ ପୁନାୱାଲାଙ୍କୁ ପଚରାଉଚରା ବେଳେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ରବିବାର ଦକ୍ଷିଣ ଦିଲ୍ଲୀର ମଇଦାନ ଗଢିରେ ଅବସ୍ଥିତ ଏକ ପୋଖରୀକୁ ପୋଲିସ ଶୁଖାଉଛି। ଅଫ୍‌ତାବ…

ଯୀଶୁଙ୍କ ରାଜତ୍ୱ ଉତ୍ସବ: କ୍ୟାଣ୍ଡଲ ଶୋଭାଯାତ୍ରା

ସୋରଡ଼ା,୨୦।୧୧(ଡି.ଏନ୍‌.ଏ.): ଯୀଶୁଖ୍ରୀଷ୍ଟଙ୍କ ଚାଲିଥିବା ରାଜତ୍ୱ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଚଳିତ ମାସ ୧୧ତାରିଖରୁ ଏହି ଉତ୍ସବ ଆରମ୍ଭ ହୋଇଥିଲା। ଏହି ଅବସରରେ ଶ୍ରଦ୍ଧାଳୁ ଉପାସନା ରହି ଯୀଶୁ ପ୍ରାର୍ଥନା କରିଥିଲେ। ଏପରିକି ପ୍ରତିଦିନ ଅପରାହ୍ନରେ ଦିବ୍ୟଯଜ୍ଞ ଅନୁଷ୍ଠିତ ହେଉଥିଲା। ଶନିବାର…

ପୁଣି ବଢିଲା କ୍ଷୀର ଦର

ନୂଆଦିଲ୍ଲୀ,୨୦।୧୧: ସାଧାରଣ ଜନତାଙ୍କୁ ମୁଦ୍ରାସ୍ଫୀତିରୁ କୌଣସି ଆଶ୍ୱସ୍ତି ମିଳୁନାହିଁ। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ କ୍ଷୀରର ମୂଲ୍ୟ ପୁଣି ବୃଦ୍ଧି ପାଇଛି। ମଦର ଡାଏରୀ କ୍ଷୀରର ମୂଲ୍ୟ ୧ ଟଙ୍କା ବୃଦ୍ଧି କରିଛି। ଫୁଲ କ୍ରିମ କ୍ଷୀର…

ଘର ଗ୍ରୀଲ ତାଡ଼ି ନେଲେ ଦୁର୍ବୃତ୍ତ

ଜି.ଉଦୟଗିରି,୨୦ା୧୧(ଡି.ଏନ୍‌.ଏ.): କିଛି ମାସର ବ୍ୟବଧାନ ପରେ ପୁଣି ଜି.ଉଦୟଗିରି ସହରରେ ଚୋର ଦଳ ମାତିଛନ୍ତି। ଶନିବାର ଶ୍ରୀରାମ ପଦାଠାରେ ନୂତନ ଭାବେ ନିର୍ମିତ ଏକ ସରକାରୀ ବାସଗୃହରେ ଠିକାଦାର ଏକ ଲୁହା ଗ୍ରୀଲ ଲଗାଇ ଆସିଥିଲେ। ହେଲେ ରବିବାର ସକାଳେ ଦେଖିଲା…

ହାତ ଛାଡି ଝାଡୁ ଧରିଲେ ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀ ମହାନଗର ନିଗମ(ଏମସିଡି) ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। କଂଗ୍ରେସର ପୂର୍ବତନ ଏମ୍‌ପି ମହାବଳ ମିଶ୍ରା ଦଳ ଛାଡି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ରେ ଯୋଗ ଦେଇଛନ୍ତି। ପାହାଡଗଞ୍ଜରେ ଏକ ନିର୍ବାଚନୀ ରାଲିରେ ଏଏପି ସୁପ୍ରିମୋ ତଥା ଦିଲ୍ଲୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri