Home Left

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ନ୍ୟୁୟର୍କ,୨୦।୧୧: ଆମେରିକାର କଲୋରଡୋ ସ୍ପ୍ରିଙ୍ଗ୍ସ ଗେ କ୍ଲବରେ ଗୁଳିକାଣ୍ଡ ଘଟିଛି। ଏଥିରେ ୨୩ ଜଣଙ୍କୁ ଗୁଳି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ୧୮ ଜଶ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ନାଇଟ କ୍ଲବରେ ଜଣେ ବନ୍ଧୁକଧାରୀ ହଠାତ୍‌…

ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର

ମାଉଣ୍ଟ ମାଙ୍ଗାନୁଇ,୨୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚରେ ବିଶ୍ୱର ଏକ ନମ୍ବର ଟି-୨୦ ବ୍ୟାଟ୍ସମ୍ୟାନ ଭାରତର ସୂର୍ଯ୍ୟକୁମାର ଯାଦବ ୫୧ ବଲରେ ୧୧୧ ରନର…

ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେଠାରେ…

ଅଜା ହେଲେ ମୁକେଶ ଅମ୍ବାନୀ: ଯମଜ ସନ୍ତାନ ଜନ୍ମ ଦେଲେ ଝିଅ ଇଶା

ମୁମ୍ବାଇ,୨୦।୧୧: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଅମ୍ବାନୀ ଯମଜ ଶିଶୁ ସନ୍ତାନ ଜନ୍ମ ଦେଇଛନ୍ତି। ଅମ୍ବାନୀ ପରିବାର ଏବଂ ପିରାମଲ ପରିବାର ଦ୍ୱାରା ଜାରି କରାଯାଇଥିବା ସୂଚନାରେ କୁହାଯାଇଛି ଯେ, ଇଶା ୧୯ ନଭେମ୍ବରରେ ଯମଜ…

ବେଶ କିଛିଦିନ ପରେ ଗୋଟିଏ ମଞ୍ଚରେ ଏକାଠି ହେଲେ ଅଖିଳେଶ-ଶିବପାଲ, କାକାଙ୍କ ପାଦ ଛୁଇଁଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଇଟାୱା,୨୦ ।୧୧: ଦାଦା ପୁତୁରାଙ୍କ ମଧ୍ୟରେ ସେମିତି କୌଣସି ଦୂରତା ନ ଥିଲା । କେବଳ ରାଜନୈତିକ ଦୂରତା ରହିଥିଲା ଯାହା ଏବେ ଦୂର ହୋଇଯାଇଛି । ଏହା ରବିବାର ଏସଏସ ମେମୋରିଆଲ ଇଣ୍ଟର କଲେଜରେ ହୋଇଥିବା ସମ୍ମିଳନୀରେ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ବଙ୍ଗାଳି ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମାଙ୍କ ୨୪ ବର୍ଷ ବୟସରେ ପରଲୋକ

କୋଲକାତା: ମନୋରଞ୍ଜନ ଦୁନିଆରୁ ଆସିଛି ଏକ ଦୁଃଖଦ ଖବର । ବଙ୍ଗାଳି ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମାଙ୍କର ପରଲୋକ ହୋଇଛି । ବ୍ରେନ୍ ଷ୍ଟ୍ରୋକ୍ ଯୋଗୁ କୋଲକାତାର ଏକ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଏଣ୍ଡ୍ରିଲାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ…

ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ- ପୌରାଧ୍ୟକ୍ଷା

ଭଦ୍ରକ ଅଫିସ,୨୦।୧୧: ଭଦ୍ରକ ପୌରପାଳିକାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ। ବିଧାୟକଙ୍କ ସମର୍ଥନରେ ଥିବା କାଉନସିଲର ମାନେ ସହଯୋଗ କରୁନାହାନ୍ତି । ୱାର୍ଡକୁ ପରିଦର୍ଶନ ଓ ଲୋକଙ୍କ ସମସ୍ୟା ବୁଝିବାକୁ ଗଲେ କାଉନସିଲର ଦେଖା ଦେଉନାହାନ୍ତି । ବିଧାୟକଙ୍କୁ…

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ପାଟଣା,୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ବିଟ୍‌ ମାଧପୁର ଗ୍ରାମ ନାଏକ ସାହିର ଜଣେ ବ୍ୟକ୍ତି ରବିବାର ବାରହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଉପେନ୍ଦ୍ର ନାଏକ(୫୫)। ଗୁରୁତର ଅବସ୍ତାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

ବିଶ୍ୱ ରେକର୍ଡ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୦।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି୨୦ ମୁକାବିଲା ରବିବାର ଖେଳାଯାଉଛି। ଏହି ମ୍ୟାଚ୍‌ର ଟସ୍‌ ପଡ଼ିବା ମାତ୍ରେ ଭାରତୀୟ ଦଳ ଏକ ବଡ ରେକର୍ଡ କରିଛି। ଏକ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ସଂଖ୍ୟକ ମ୍ୟାଚ୍‌ ଖେଳିବାର ବିଶ୍ୱ ରେକର୍ଡ ଦଳ ନିଜ…

ପୋଲିସ ପକ୍ଷରୁ ଜବରଦଖଲ ଉଚ୍ଛେଦ

ଛତ୍ରପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନୂତନ ବସଷ୍ଟାଣ୍ଡ ନିକଟରେ ଗୃହ ବିଭାଗର ନିଜସ୍ବ ଜମି ରହିଥିବା ବେଳେ କିଛି ଲୋକେ ତାହାକୁ ଅକ୍ତିଆର କରିବା ସହ ଘରକରି ରହିଥିଲେ । ଏ ନେଇ ବାରମ୍ବାର ପୋଲିସ ପକ୍ଷରୁ କହିବା ସତ୍ତ୍ୱେ ବ୍ୟକ୍ତି…

ୟୁକ୍ରେନକୁ ୬ କୋଟି ଡଲାର ପ୍ରତିରକ୍ଷା ସହାୟତା ଯୋଗାଇଲା ବ୍ରିଟେନ

ଲଣ୍ଡନ,୨୦।୧୧: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟରେ ୟୁକ୍ରେନର ରାଜଧାନୀ କିଭ୍‌ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ପ୍ରଥମ ଗସ୍ତରେ ସେ ୟୁକ୍ରେନକୁ ସେ ୬ କୋଟି ଡଲାର ପ୍ରତିରକ୍ଷା ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ୧୨୬ଟି ଆଣ୍ଟି-ଏୟାରକ୍ରାଫ୍ଟ…

ଟସ୍‌ ଜିତି ନ୍ୟୁଜିଲାଣ୍ଡର ବୋଲିଂ ନିଷ୍ପତ୍ତି, ୧୫ ଓଭର ସୁଦ୍ଧା ଭାରତର ସ୍କୋର ୧୨୨/୩

ମାଉଣ୍ଟ ମଙ୍ଗାନୁଇ, ୨୦।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ରବିବାର ଏଠାରେ ଖେଳାଯାଉଛି। ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତ ବ୍ୟାଟିଂ ନିମନ୍ତ୍ରଣ ପାଇ ଭଲ ଆରମ୍ଭ କରିଛି। ତେବେ ଖବର ଲେଖାଯିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri