Home Left

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସିଖବର, ଆଇପିଏଲ୍‌ ୨୦୨୩ରେ ଖେଳିବେ ଏହି ଘାତକ ବୋଲର୍‌!

ନୂଆଦିଲ୍ଲୀ,୧୯।୧୧: ଇଂଲଣ୍ଡର ତାରକା ଫାଷ୍ଟ ବୋଲର୍‌ ଜୋଫ୍ରା ଆର୍ଚରଙ୍କୁ ଆଇପିଏଲ୍‌ ୨୦୨୨ ମେଗା ନିଲାମରେ ୮ କୋଟି ଟଙ୍କାରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) କିଣିଥିଲା। ମାତ୍ର ଆହତ ସମସ୍ୟା ଯୋଗୁ ଗତ ସିଜନ୍‌ରେ ସେ ଖେଳିପାରି ନ ଥିଲେ। ଏବେ କିନ୍ତୁ ମୁମ୍ବାଇ…

ପଦ୍ମପୁର ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ ଜିଲାପାଳ

ବରଗଡ଼ ଅଫିସ,୧୯ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। କଂଗ୍ରେସ, ବିଜେଡି, ଭାଜପା ପ୍ରାର୍ଥୀଙ୍କ ସମେତ ୧୧ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ସେହିପରି ନିର୍ବାଚନକୁ ନିରପେକ୍ଷ…

ବୁର୍ଜ ଖଲିଫାରେ ‘ଭେଡିୟା’ ଟ୍ରେଲର

ମୁମ୍ବାଇ: ବରୁଣ ଧୱନ ଓ କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଭେଡିୟା’ ଏବେ ଖୁବ ଚର୍ଚ୍ଚାରେ । ଏବେ ଲଗାତାର ଏହି ଫିଲ୍ମକୁ ନେଇ କିଛି ନା କିଛି ଅପଡେଟ୍ସ ସାମ୍ନାକୁ ଆସୁଛି । ଖୁବଶୀଘ୍ର ଏହା ରିଲଜ୍ ହେବାକୁ ଯାଉଛି…

ଜାତୀୟ ଚୟନ କମିଟି ବହିଷ୍କୃତ ହେବା ପରେ ଖୁସି ମନାଉଛନ୍ତି କୋହଲିଙ୍କ ପ୍ରଶଂସକ

ନୂଆଦିଲ୍ଲୀ,୧୯।୧୧: ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପରାଜିତ ହୋଇ ଫେରିବା ପରଠାରୁ ସମାଲୋଚିତ ହେଉଛି ଟିମ୍‌ ଇଣ୍ଡିଆ। ଏଭଳି ସ୍ଥିତିରେ ବିସିସିଆଇ ଶୁକ୍ରବାର ରାତିରେ ଚେତନ ଶର୍ମାଙ୍କ ନେତୃତ୍ୱାଧୀନ ୪ଜଣିଆ ସଦସ୍ୟ ବିଶିଷ୍ଟ ସିନିୟର ସିଲେକ୍ସନ କମିଟିକୁ ବହିଷ୍କାର କରିଛି। ଏନେଇ ଘୋଷଣା…

କିଏ ହେବ ଭାରତୀୟ ଟିମ୍‌ର ନୂତନ ମୁଖ୍ୟ ଚୟନକର୍ତ୍ତା? ସବୁଠୁ ଆଗରେ ଏହି ଭେଟେରାନ୍‌

ନୂଆଦିଲ୍ଲୀ,୧୯।୧୧: ବିସିସିଆଇ ଶୁକ୍ରବାର ଚେତନ ଶର୍ମାଙ୍କ ନେତୃତ୍ୱାଧୀନ ୪ ଜଣିଆ ସଦସ୍ୟ ବିଶିଷ୍ଟ ସିନିୟର ସିଲେକ୍ସନ କମିଟିକୁ ବହିଷ୍କାର କରିଛି। ଭାରତୀୟ କ୍ରିକେଟ ଦଳ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ନ ପାରିବାରୁ ବୋର୍ଡ ଏହି ପଦକ୍ଷେପ ନେଇଛି। ଏଭଳି…

ଏଲନ କେମିତି ହୋଇଥିଲେ ଟୁଇଟର ମାଲିକ ଜାଣନ୍ତି…

ଇଲେକ୍ଟ୍ରିକ କାର୍‌ ନିର୍ମାତା ଟେସ୍‌ଲାର ସିଇଓ ଏଲନ୍‌ ମସ୍କ ବର୍ତ୍ତମାନ ଟୁଇଟରର ମାଲିକ ହୋଇଛନ୍ତି। ଏଲନ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଭାବେ ଗଣା। ଯାହାଙ୍କ ସମ୍ପତ୍ତି ମୂଲ୍ୟ ୩ ଶହ ବିଲିୟନ ଡଲାର ଅଟେ। ଚଳିତ ବର୍ଷ ମାର୍ଚ୍ଚରେ ସେ…

‘ରୋଗର ଉପହାସ କରି ହୀନ ରାଜନୀତି କରୁଛି ଭାଜପା’: ସତ୍ୟେନ୍ଦ୍ର ଜୈନଙ୍କ ଭିଡିଓକୁ ନେଇ ପ୍ରତିକ୍ରିୟା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୯ ।୧୧: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଏକ ପ୍ରେସ କନଫରେନ୍ସ ଜରିଆରେ ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କ ମସାଜ ବାଲା ଭିଡିଓ ମାମଲାରେ କଥା ହେବା ସମୟରେ ଭାରତୀୟ ଜନତା ପାର୍ଟି(ଭାଜପା) ହୀନ ରାଜନୀତି କରୁଛି ବୋଲି ଅଭିଯୋଗ…

ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଶୀତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ ଜାରି ରହିବ। ୨୧ ତାରିଖରୁ ପାଗ ବଦଳିବ। ଆକାଶ ମେଘାଚ୍ଛନ୍ନ ରହିବା ସହ କିଛି ଜିଲାରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବ। ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ…

ଚଢ଼ିଲା ବେଳେ ଟ୍ରେନ୍‌ରୁ ଖସିପଡ଼ିଲେ ଯାତ୍ରୀ: ତାତିଲେ ଲୋକେ

ଯାଜପୁର ଅଫିସ,୧୯।୧୧: ଯାଜପୁର ଜିଲା ଦୁଲାଖପାଟଣା ରେଳ ଷ୍ଟେଶନରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରେନ୍‌ରେ ଅତ୍ୟାଧିକ ଯାତ୍ରୀଭିଡ଼ ଯୋଗୁ ଚଢ଼ିଲା ସମୟରେ ୨ ଯାତ୍ରୀ ଖସିପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ତୁରନ୍ତ…

ମହିଳାଙ୍କୁ ବେହୋସ କରି ୨ କିଡ୍‌ନୀ କାଢ଼ିନେଲେ ଡାକ୍ତର!

ଡାକ୍ତରଙ୍କୁ ଈଶ୍ୱରଙ୍କ ଦ୍ୱିତୀୟ ଅବତାର କୁହାଯାଏ। କାରଣ ଡାକ୍ତରମାନେ ମଣିଷର ଜୀବନ ରକ୍ଷା କରନ୍ତି ଏବଂ ଖରାପ ସମୟରେ ସେମାନଙ୍କୁ ସାହାଯ୍ୟ କରନ୍ତି। କିନ୍ତୁ ରକ୍ଷକ ଯଦି ଭକ୍ଷକ ସାଜେ ତେବେ କାହାକୁ କହିବେ? ନିକଟରେ ବିହାରରେ ଏମିତି ଏକ ମାମଲା…

ଏବେ ଜୋମାଟୋରେ ଇସ୍ତଫା ପର୍ବ: କମ୍ପାନୀ ଛାଡ଼ିଲେ ସହ-ପ୍ରତିଷ୍ଠାତା ମୋହିତ ଗୁପ୍ତା

ନୂଆଦିଲ୍ଲୀ,୧୯।୧୧: ଟୁଇଟର ପରେ ଏବେ ଜୋମାଟୋରେ ଇସ୍ତଫା ପର୍ବ ଆରମ୍ଭ ହୋଇଛି। କମ୍ପାନୀର ୩ ବରିଷ୍ଠ ଅଧିକାରୀ କମ୍ପାନୀକୁ ବିଦାୟ ଜଣାଇଛନ୍ତି। ସେମାନଙ୍କ ମଧ୍ୟରେ କମ୍ପାନୀର ସହ-ପ୍ରତିଷ୍ଠାତା ମୋହିତ ଗୁପ୍ତା ଅଛନ୍ତି। ଗୋଟିଏ ପଟେ କମ୍ପାନୀ ଅନେକ ପରିବର୍ତ୍ତନ ଦେଇ ଗତି…

୧୬ ହିତାଧିକାରୀଙ୍କୁ ମିଳିଲା ଜଙ୍ଗଲ ଜମିପଟ୍ଟା

ଦାରିଙ୍ଗବାଡ଼ି,୧୯।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସରରେ ତହସିଲଦାର ଡ. ଅଶୋକ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ଏକ ମେଳାର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri