Home Left

ପୁଅ ହେବା ପାଇଁ ମଣିଷ ଖପୁରି ସଂଗ୍ରହ

ବାହାନଗା,୨୭ା୨(ଡି.ଏନ.ଏ.):ଦୁଇ ଝିଅ ପରେ ପୁଅଟିଏ ଆଶା କରି ଜଣେ ଯୁବକ ଗୁଣିଆ କଥାରେ ପଡ଼ି ଜଣେ ସହଯୋଗୀଙ୍କ ସହ ସମୂଦ୍ର କୂଳରେ ପୋତା ହୋଇଥିବା ମୃତଦେହରୁ ଖପୁରି କାଟି ନେବାକୁ ଉଦ୍ୟମ କରି ଧରାପଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ବାଲେଶ୍ୱର…

ଆର୍ଥତ୍କ କାରବାର, ଗୁପ୍ତ ତଥ୍ୟ ନେଇ ଖୋଳତାଡ଼

ବାଲେଶ୍ୱର ଅଫିସ,୨୭ା୨:ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ପ୍ରତିରକ୍ଷା ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ଶନିବାର ୪ ଦିନିଆ ରିମାଣ୍ଡରେ ନେଇଛି। ରବିବାର ପ୍ରଥମ ଦିନରେ…

୫ଦିନ ପରେ ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର, ୨୭ା୨(ବ୍ୟୁରୋ):ରାଜ୍ୟରେ ବଢୁଛି ତାତି। କିଛି ସ୍ଥାନରେ ପାରଦ ୩୮ ଡିଗ୍ରୀ ପାର୍‌ କଲାଣି। ଆଗାମୀ ୪ରୁ ୫ଦିନ ଯାଏ ଏଭଳି ସ୍ଥିତି ଲାଗି ରହିବ। ତେବେ ୫ ଦିନ ପରେ ରାଜ୍ୟରେ ତାପମାତ୍ରା ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ…

ନୂଆ ବର୍ଷରେ ସମ୍ପର୍କିୟଙ୍କ ସହ ଯୋଗାଯୋଗ କରୁଥିବା ତିବ୍ୱତୀୟମାନଙ୍କୁ ଚାଇନା ଦେଉଛି ଦଣ୍ଡ

ବେଜିଂ,୨୭ ।୨: ବିବ୍ୱତରୁ ବୌଦ୍ଧ ସଂସ୍କୃତିକୁ ହଟାଇବାକୁ ଚାଇନା କ୍ରମାଗତ ଭାବେ ଦମନ ଓ ନିର୍ଯ୍ୟାତନା ଜାରି ରଖିଛି । ଗତ ସପ୍ତାହରେ ଫେବୃୟାରୀ ୨୧-୨୩ ପର୍ଯ୍ୟନ୍ତ ତିବ୍ୱତୀୟ ନୂଆ ବର୍ଷ ଲୋସର ସମୟରେ ଚାଇନା ତିବ୍ୱତୀୟମାନଙ୍କୁ ସେମାନଙ୍କ ନିର୍ବାସିତ ସମ୍ପର୍କୀୟଙ୍କ…

ଅଳିଆ ଗୋଟାଳିଙ୍କୁ ପ୍ରଶଂସାର ସୁଅ

କେନ୍ଦ୍ରାପଡ଼ା ଅଫିସ, ୨୭ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯୮ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବର୍ଜ୍ୟବସ୍ତୁରୁ ସମ୍ପଦ ସହ ସ୍ବଚ୍ଛତା ଅଭିଯାନ ସମ୍ପର୍କରେ ଆଲୋଚନା ସମୟରେ କେନ୍ଦ୍ରାପଡ଼ା ବ୍ଲକ ଗୁଲନଗର ପଞ୍ଚାୟତ ଖଇରାବାଦ ଗ୍ରାମର କମଳା…

ତଦନ୍ତ ନବଙ୍କ ପରିବାର ସପକ୍ଷରେ ନା ଗୋପାଳଙ୍କୁ ପାଗଳ ସଜାଇବାକୁ

ଭୁବନେଶ୍ବର, ୨୭ା୨(ବ୍ୟୁରୋ):ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଶାସକ ଦଳ ପକ୍ଷରୁ ବିରୋଧୀ ଦଳ ପ୍ରତି ଆକ୍ଷେପ କରାଯାଉଥିବା ଦେଖାଯାଉଛି। ବିଜେଡି ନେତା, ବିଧାୟକ ଓ କାର୍ଯ୍ୟକର୍ତ୍ତାମାନେ ବିରୋଧୀଙ୍କ ବିପକ୍ଷରେ…

ବୁଲାକୁକୁରଙ୍କୁ ହଟାଇବା ନିର୍ଦ୍ଦେଶକୁ ବିରୋଧ

ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲାକୁକୁର ଝୁଣି ମାରିଦେବା ଘଟଣା ପରେ ଓଡ଼ିଶାରେ ରାସ୍ତାକଡ଼ରୁ ବୁଲା କୁକୁରଙ୍କୁ ହଟାଇବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମନ୍ତ୍ରୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୭ା୨:ଆସନ୍ତା ମାର୍ଚ୍ଚ ୧ତାରିଖରେ ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହି ପରିପ୍ରେକ୍ଷୀରେ ଜେନା ତାଙ୍କ ସହଧର୍ମିଣୀଙ୍କ ସହ ରବିବାର ରାତି ପ୍ରାୟ ୧୦.୩୦ରେ…

ସଞ୍ଜ ହେଲେ ଗାଁରେ ଭାଲୁ

ଆନନ୍ଦପୁର,୨୭।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଦେଖାଯାଇଛି। ସଞ୍ଜ ହେଲେ ପଲ ପଲ ହୋଇ ଭାଲୁ ଗଁାକୁ ପଶି ଆସୁଛନ୍ତି। ଫଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ…

ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କୁ ୨୩ ମାର୍ଚ୍ଚ ସୁଦ୍ଧା ହାସଲ କରିବାକୁ ହେବ ବିଶ୍ୱାସ ମତ

କାଠମାଣ୍ଡୁ,୨୭ ।୨: ନେପାଳରେ ରାଜନୈତିକ ଅସ୍ଥିରତା ଜାରି ରହିଛି । ମାର୍ଚ୍ଚ ୨୮ ସୁଦ୍ଧା ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲଙ୍କୁ ସଂସଦର ନିମ୍ନ ଗୃହ-ପ୍ରତିନିଧି ସଭାରେ ବିଶ୍ୱାସମତ ହାସଲ କରିବାକୁ ପଡିବ । ରାଷ୍ଟ୍ରୀୟ ପ୍ରଜାତାନ୍ତ୍ରୀକ ପାର୍ଟିର ମୁଖ୍ୟ ଓ ପ୍ରଚଣ୍ଡ…

ମନୀଷ ସିସୋଡିଆ ଗିରଫ ପରେ ଟୁଇଟର୍‌ ଡିପି ହଟାଇଲା ଏଏପି

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ ହୋଇଛନ୍ତି। ସିସୋଡିଆଙ୍କୁ ଗିରଫ ପରେ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ଟୁଇଟର୍‌ ଡିପି ହଟାଇଦିଆଯାଇଛି। ଏହାସହ ଏଏପି ଏକ ଖବରଦାତା ସମ୍ମିଳନୀ କରି ଭାଜପାକୁ ଘେରିଛି। ଏଏପି…

ଅଧିକାର ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଆଫଗାନିସ୍ତାନ ମହିଳା

କାବୁଲ,୧।୨: ଅଗଷ୍ଟ ୨୦୨୧ରେ ଆଫଗାନିସ୍ତାନ ଉପରେ ତାଲିବାନ କବ୍‌ଜା କରିଥିଲା। ଏହାପରେ ଦେଶରେ ମହିଳାମାନଙ୍କ ଉପରେ ଅନେକ ପ୍ରତିବନ୍ଧକ ଲଗାଇଦିଆଯାଇଥିଲା। ମହିଳାଙ୍କୁ ପଢିବା ଏବଂ ଚାକିରି କରିବା ଉପରେ ରୋକ ଲଗାଇ ଦିଆଯାଇଥିଲା। ଏବେ ମହିଳା ମାନେ ନିଜ ଅଧିକାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?