Home Left

ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପୁଣି ବନ୍ଦ

ପୁରୁଣା ଭୁବନେଶ୍ୱର,୨୬।୨(ଡି.ଏନ୍‌.ଏ.): ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଶନିବାର ଥିବାବେଳେ ପୂର୍ବ ବର୍ଷ ଭଳି ବନ୍ଦ ହୋଇଛି। ମଲ୍ଲିଆ ସେବାୟତ ପାଳି କରିବାକୁ ନ ଆସିବାରୁ ଅସ୍ବାଭାବିକ ପରିସ୍ଥିତି ଉପୁଜିଛି। ପ୍ରାତଃରୁ କପିଳେଶ୍ୱର ମନ୍ଦିର କବାଟ…

ବଢ଼ୁଛି ନକଲି ହାତୀଦାନ୍ତ ବେପାର

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟରେ ହାତୀ-ମଣିଷ ଦ୍ୱନ୍ଦ୍ୱ ଦିନକୁ ଦିନ ବଢ଼ିବାରେ ଲାଗିଛ। ହାତୀ ଯୋଗୁ ମଣିଷ ଜୀବନ ନଷ୍ଟ ହେଲେ କ୍ଷତିପୂରଣ ସରକାର ଦେଉଛନ୍ତି। ହେଲେ ମଣିଷ ଦ୍ବାରା ହାତୀର ମୃତ୍ୟୁ ହେଲେ କେହି ଉତ୍ତରଦାୟୀ ହେଉନାହାନ୍ତି। ହାତୀ ଶିକାର ଓ…

ମେଳା ମିଳନର ମହାପର୍ବ

ଭୁବନେଶ୍ୱର,୨୬।୨: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ୧୮ ତମ ହୋମ୍‌ ଆଣ୍ଡ ଡେକୋର-୨୦୨୩ ରିୟଲ ଇଷ୍ଟେଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ସେହିଭଳି ବେଙ୍ଗଲ ଚ୍ୟାମ୍ବର ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି ସହ ଜିଏସ୍‌…

ଟ୍ରାଇଆଥ୍ଲୋନ ସୁଇମିଂରେ ପ୍ରତିଯୋଗୀଙ୍କ ମୃତ୍ୟୁ

କୋଣାର୍କ୨୬।୨(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାମାର୍ଗ ନିକଟ ରାମଚଣ୍ଡୀ ପୀଠରେ ରାଜସ୍ଥାନର ହରକ୍ୟୁଲିନ୍‌ ପକ୍ଷରୁ ଟ୍ରାଇଆଥ୍ଲୋନର ଶନିବାର ସୁଇମିଂ ପ୍ରତିଯୋଗିତା ଚାଲିଥିବାବେଳେ ଜଣେ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜସ୍ଥାନ ଯୋଧପୁର ଅଞ୍ଚଳର ନୀତିନ ସୋନି(୪୨)। ସେ ଆର୍ମିର ଜଣେ ମେଜର ଥିବାବେଳେ…

ପିଏନ୍‌ବି ଗୃହଋଣ ଷ୍ଟଲ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ସ୍ବତନ୍ତ୍ର ଋଣମେଳା ଷ୍ଟଲ୍‌ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ମେଗା ହୋମ୍‌ ଆଣ୍ଡ୍‌ ଡେକୋର ମେଳାରେ ପିଏନ୍‌ବି ଗୃହଋଣ ଷ୍ଟଲ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ…

ଆଜି ଜୀ ସାର୍ଥକର ଦମ୍‌ଦାର ରବିବାର

ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍‌ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍‌ ପ୍ରସାରିତ ହେବ। ବିଶେଷକରି କେତେକ ଅନାବଶ୍ୟକ ପରିସ୍ଥିତି ଯୋଗୁ ଚଳିତ ସପ୍ତାହରେ ଦର୍ଶକଙ୍କ ସହ ସମ୍ପୂର୍ଣ୍ଣ…

୪ ଦିନିଆ ପୋଲିସ ରିମାଣ୍ଡରେ ଅଭିଯୁକ୍ତ

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ୪ଦିନିଆ ରିମାଣ୍ଡରେ ନେଇଛି। ଅଭିଯୁକ୍ତଙ୍କୁ ୫ଦିନିଆ ରିମାଣ୍ଡରେ ନେବା ପାଇଁ ପୋଲିସ…

ପାଇପରୁ ଝରୁଥିଲା ପାଣି, ବିଲ ଆସିଲା ୧୫ ଲକ୍ଷ…

କାର୍ଡିଫ୍‌,୨୬।୨ : ୱେଲ୍ସର ଜଣେ ମହିଳା ତାଙ୍କ ପାଣି ବିଲ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଯଦିଓ ସେ ଭାବିଥିଲେ ଯେ ଏହି ବିଲ ନିଶ୍ଚିତ ଭାବରେ ଭୁଲ ଭାବରେ ଆସିଛି କିନ୍ତୁ ବିଲ ସଠିକ ଥିଲା। ପ୍ରକୃତରେ ଅଜଣା ଭାବେ ପାଇପରୁ…

ଜୀବନଚର୍ଯ୍ୟାରେ ଘଣ୍ଟା ଅପରିହାର୍ଯ୍ୟ

ବର୍ତ୍ତମାନ ସମୟରେ ସମୟ ବହୁତ ମୂଲ୍ୟବାନ୍‌ ହୋଇପଡ଼ିଛି। ଏପରିକି ବ୍ୟସ୍ତବହୁଳ ଜୀବନରେ ସମୟକୁ ସଦୁପଯୋଗ କରିବା ସବୁସ୍ତରର ବ୍ୟକ୍ତିମାନଙ୍କ ପାଇଁ ଉଦ୍ଦିଷ୍ଟ ଥାଏ। ବିଶେଷକରି ସମୟ ପ୍ରତି ସଜାଗ ରହି କାମ କରିବା ପାଇଁ ଘଣ୍ଟା ଏକ ପରିମାପକ ଭାବେ ପରିଗଣିତ…

ଘରୋଇ କଲେଜ ହଷ୍ଟେଲରୁ ୪ ଛାତ୍ର ନିଖୋଜ

କେନ୍ଦୁଝର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଗୁମୁରାରେ ଥିବା ଏକ ଘରୋଇ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ହଷ୍ଟେଲରୁ ଶୁକ୍ରବାର ୪ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏନେଇ ସେମାନଙ୍କ ପରିବାର ଓ ଶିକ୍ଷାନୁଷ୍ଠାନ ପକ୍ଷରୁ ଶନିବାର ସନ୍ଧ୍ୟାରେ ଟାଉନ ଥାନାରେ ଲିଖିତ ଅଭିଯୋଗ ହୋଇଛି।…

ପାଣିରେ ପଡ଼ିଛି ଅର୍ଥ ନିଗମର ୭୧୯୨ କୋଟି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅର୍ଥ ନିଗମର ୭୧୯୨ କୋଟି ଟଙ୍କା ପାଣିରେ ପଡ଼ିଛି। ଋଣ ନେଇଥିବା ସଂସ୍ଥା ଓ ବ୍ୟକ୍ତିଙ୍କଠାରୁ ସେହି ଟଙ୍କା ଦୀର୍ଘବର୍ଷ ହେବ ଆଦାୟ ହୋଇପାରୁ ନାହିଁ। ନିଗମ ପକ୍ଷରୁ ବାରମ୍ବାର ନୋଟିସ ପଠାଗଲେ ମଧ୍ୟ ତାହାର କୌଣସି…

୬ ହଜାର କୋଟିର ୮ ବୃହତ୍‌ ଶିଳ୍ପ ଅଚଳ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ୨୦୦୪ରୁ ୨୦୦୯ ମଧ୍ୟରେ ଅନୁମୋଦନ ପାଇଥିବା ୮ଟି ବୃହତ୍‌ ଥର୍ମାଲ ଓ ଇସ୍ପାତ୍‌ ଶିଳ୍ପ ସଂସ୍ଥା ଅଚଳ ହୋଇଯାଇଛି। ସେଥିରୁ ୭ଟି ଇସ୍ପାତ୍‌ ଶିଳ୍ପ ହୋଇଥିବା ବେଳେ ଗୋଟିଏ ଥର୍ମାଲ ପାଓ୍ବାର ବନ୍ଦ ହୋଇଯାଇଛି। ସେହି ଶିଳ୍ପସଂସ୍ଥାଗୁଡ଼ିକ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?