ପରିବା ଟ୍ରକ୍ ଓଲଟି ମହାରାଷ୍ଟ୍ରର ୨ ମୃତ
ଭଞ୍ଜନଗର,୧୮ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତାରାସିଂଙ୍ଗ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ପରିବା ବୋଝେଇ ଟ୍ରକ୍ ଗଛରେ ପିଟି ହୋଇଯିବାରୁ ଡ୍ରାଇଭର ଏବଂ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତ ଦ୍ୱୟଙ୍କ ଘର ମହାରାଷ୍ଟ୍ରରେ ବୋଲି…
କେଜ୍ରିଓ୍ବାଲଙ୍କୁ ‘ଦୁର୍ନୀତିର ପ୍ରଫେସର’ କହିଲା ଭାଜପା
ନୂଆଦିଲ୍ଲ,୧୮।୧୧: ଦିଲ୍ଲୀ ମହାନଗର ନିଗମ(ଏମସିଡି) ନିର୍ବାଚନ ପାଇଁ ପ୍ରତ୍ୟେକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର ଆରମ୍ଭ କରିଛନ୍ତି। ଏହି ନିର୍ବାଚନ ପାଇଁ ଏବେ ଦୁଇ ପ୍ରମୁଖ ଦଳ ଭାଜପା ଏବଂ ଆମ୍ ଆଦମୀ ପାର୍ଟି ମଧ୍ୟରେ ପୋଷ୍ଟର ଯୁଦ୍ଧ…
ବିଦ୍ୟାଳୟ ମରାମତି ସରି ନ ଥିବାରୁ ଅସନ୍ତୋଷ
ରସୁଲପୁର,୧୮ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତର ୫-ଟି ରୂପାନ୍ତରଣ ବିଦ୍ୟାଳୟ ଓ ପଞ୍ଚାୟତସ୍ଥିତ ଶନି ମନ୍ଦିର ପରିସରରେ ନିର୍ମିତ ଗ୍ରାମାଞ୍ଚଳ ପାର୍କ ନିର୍ମାଣ କାର୍ଯ୍ୟ ସ୍ଥିତି ପରଖିଛନ୍ତି ବରୀ ବିଧାୟିକା ସୁନନ୍ଦା ଦାସ। ବିଧାୟିକା ଦାସଙ୍କ ସମେତ ସ୍ଥାନୀୟ ସରପଞ୍ଚ…
ଶ୍ରଦ୍ଧା ହତ୍ୟା ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ବିବାଦୀୟ ବୟାନ: ଶିକ୍ଷିତ ଝିଅମାନେ ହୋଇଥାନ୍ତି ଲିଭ୍-ଇନ୍ର ଶିକାର
ନୂଆଦିଲ୍ଲୀ,୧୮।୧୧: ଶ୍ରଦ୍ଧାଙ୍କୁ ତାଙ୍କ ଲିଭ୍-ଇନ୍ ପାର୍ଟନର ଅତି ନିର୍ମମ ଭାବେ ହତ୍ୟା କରିଥିବା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ କୌଶଲ କିଶୋର ଏହି ଘଟଣା ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଯାହାକୁ ନେଇ…
ରାହୁଲ ଗାନ୍ଧୀଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୮।୧୧: ବିନାୟକ ଦାମୋଦର ସାଭରକରଙ୍କ ବିରୋଧରେ ମନ୍ତବ୍ୟ ଦେବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାଇଁ ମହଙ୍ଗା ପଡିଛି। ମହାରାଷ୍ଟ୍ରର ଶିନ୍ଦେ ଗୋଷ୍ଠୀର ବନ୍ଦନା ସୁହାସ ଡୋଙ୍ଗରେ ରାହୁଲଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିଛନ୍ତି। ପୋଲିସ ଧାରା ୫୦୦ ଏବଂ ୫୦୧…
ନୂଆବଜାର ରାସ୍ତା ସମ୍ପ୍ରସାରଣ ଲାଗି ଜବରଦଖଲ ଉଚ୍ଛେଦ
ଜଳେଶ୍ୱର,୧୮ା୧୧(ଡି.ଏନ୍.ଏ.): ସବୁ ଆକଳନର ଶେଷ ଘଟାଇ ସ୍ଥାନୀୟ ପ୍ରଶାସନ ନୂଆବଜାରର ୫୦ ଜବରଦଖଲକାରୀଙ୍କୁ ଉଚ୍ଛେଦ କରିଛନ୍ତି। ରେଳ ଓଭରବ୍ରିଜ୍ଠାରୁ ୬୦ନଂ. ଜାତୀୟ ରାଜପଥ ବାଇପାସ୍ ଯାଏ ପୂର୍ତ୍ତ ବିଭାଗର ରାସ୍ତା ସମ୍ପ୍ରସାରଣ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ୫୭ନଂ.…
ହୋ ଭାଷାକୁ ସରକାରୀ ମାନ୍ୟତା ଦାବି
ବାରିପଦା ଅଫିସ,୧୮ା୧୧: ଓଡ଼ିଶାରେ ହୋ ଭାଷାକୁ ସରକାରୀ ମାନ୍ୟତା ଦାବିରେ ଡ଼ିସେମ୍ବର ୧୬ରୁ ଏକ ବାଇକ୍ ରାଲି ଓ ଦସ୍ତଖତ ଅଭିଯାନ ଆରମ୍ଭ କରାଯିବ। ୭ଦିନ ବ୍ୟାପି ରାଲିରେ ଜିଲା ଓ ଉପଖଣ୍ଡସ୍ତରରେ ଦାବିପତ୍ର ପ୍ରଦାନ ପରେ ରାଲି ଭୁବନେଶ୍ୱରରେ ପହଞ୍ଚତ୍ବ।…
ଖଣି ଅଞ୍ଚଳ ଏବେ ଶସ୍ୟଶ୍ୟାମଳା
ଯୋଡ଼ା,୧୮ା୧୧(ଡି.ଏନ୍.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳ, ଭୌଗୋଳିକ ଦୃଷ୍ଟିକୋଣରୁ ବଣ ପାହାଡ଼ ଘେରା ଏହି ଅଞ୍ଚଳରେ ରାଜ୍ୟର ଅନେକ ଛୋଟ ବଡ଼ ଲୁହାପଥର ଖଣି ରହିଛି। ଏଠାକାର ମାଟି ପଥୁରିଆ ହୋଇଥିବାରୁ ଚାଷ କରିବା ଏତେ ସହଜ ହୋଇ ନ…
ବୋର୍ଡରେ ଲେଖାଯିବ ଡାକ୍ତରଙ୍କ କାର୍ଯ୍ୟସୂଚୀ
କଳିଙ୍ଗନଗର,୧୮ା୧୧(ଡି.ଏନ.ଏ.): ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଥମ ରୋଗୀ କଲ୍ୟାଣ ସମିତି ବୈଠକ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଇଂ. ପ୍ରୀତିରଞ୍ଜନ ଘଡ଼ାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରୋଗୀସେବାକୁ ପ୍ରାଥମିକତା ଦିଆଯାଇଛି। ଏହା ବ୍ଲକ୍ର ମୁଖ୍ୟ ଡାକ୍ତରଖାନା ହୋଇଥିବାରୁ ରୋଗୀଙ୍କ ସଂଖ୍ୟା…
ଥାକରେ ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ
ଯାଜପୁର ଅଫିସ,୧୮ା୧୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ଭାୟା ଯାଜପୁରକୁ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ୨୦୧୮-୧୯ ବର୍ଷରୁ ଥାକରେ ରଖାଯାଇଛି। ଯାଜପୁର-କେନ୍ଦୁଝର ରୋଡ୍ଠାରୁ ଭଦ୍ରକ ଦେଇ ଧାମରା ବନ୍ଦରକୁ ଯାଇଥିବା ରେଳଲାଇନର କ୍ଷମତା ଅନୁସାରେ ବର୍ତ୍ତମାନ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୫ ମୃତ, ୩ ଆହତ
ମୁମ୍ବାଇ,୧୮।୧୧: ମୁମ୍ବାଇ-ପୁଣେ ଏକ୍ସପ୍ରେସୱେ ଖୋପଲି ଅଞ୍ଚଳ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଅନ୍ୟ ଏକ କାର୍ ସହ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୩ ଜଣ ଆହତ ମଧ୍ୟ ହୋଇଛନ୍ତି।…
ପୌରାଧ୍ୟକ୍ଷାଙ୍କ ଗିରଫ ଦାବି ତେଜିଲା
ଯାଜପୁର ଅଫିସ,୧୮ା୧୧: ଯାଜପୁର ଜିଲା ବ୍ୟାସନଗର ପୌରପରିଷଦର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆ ନିର୍ବାହୀ ଅଧିକାରୀଙ୍କ ଉପରକୁ ଫାଇଲ ଫିଙ୍ଗିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଏପରିକି ପୌରାଧ୍ୟକ୍ଷା ପିଙ୍ଗୁଆଙ୍କୁ ଗିରଫ ଏବଂ ଜିଲାପାଳ ତୁରନ୍ତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
Archives


