ଯାଉଥିଲେ ବିଧାୟକ, ହଠାତ୍ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…
କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ ରାସ୍ତାର ଭାଲ୍ବ ହାଉସ ଛକ ନିକଟରେ ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଏକ…
ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…
ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ ଆରମ୍ଭ କରି ଖାଦ୍ୟ ପଦାର୍ଥକୁ ନଷ୍ଟ ହେବାରୁ ରକ୍ଷା କରିବାରେ ଏହା ପ୍ରମୁଖ…
ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବ। ଏହାର ପ୍ରଭାବରେ ରଜ ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା…
ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ
ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…
ବିନା ବିଦ୍ୟୁତ୍ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ
ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍ ସଂଯୋଗ ପାଇନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ମଧ୍ୟରେ ରୋଗୀ,…
ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…
କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଲମ୍ବା ଗାଁକୁ ପ୍ରବେଶ କରି ନଳକୂପ…
ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ
କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ ଚନ୍ଦ୍ର ଚୌଧୁରୀଙ୍କ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରି କେସିଙ୍ଗା ରେଳ ଷ୍ଟେଶନର ବିଭିନ୍ନ…
ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…
ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପପୁଙ୍କ ନାଁରେ ରାଜ୍ୟର ବିଭିନ୍ନ ଥାନାରେ ୨୨ଟି ଆପରାଧିକ ମାମଲା…
ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…
ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଏବଂ ସିବିଏସ୍ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଯାଉଛି। ଗତ ୬ ତାରିଖରେ ନୂଆଦିଲ୍ଲୀର ଯନ୍ତରମନ୍ତରରେ ସିଜେପି…
ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା
ଓ୍ବାଶିଂଟନ୍/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା ଏକାଧିକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ ଆରମ୍ଭ କରିଛି। ପ୍ରତିଶୋଧ ସ୍ବରୂପ, ତେହରାନ…
ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ
ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ଓ ଜିଲାପାଳ ରଘୁରାମ ଆର…
ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍ସ ଦୋକାନ ସହ ଦୋକାନୀଙ୍କ ଘର
ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ ସୀମା ନାୟକଙ୍କ ସ୍ପେୟାର ପାଟର୍ସ ଦୋକାନରେ ନିଆଁ ଲାଗି ଦୋକାନ ଓ ଘର…

