Home Left

ଜରୁରୀ ସେବାକୁ ଆସୁଛି ଫେକ୍‌ କଲ୍‌

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଲୋକଙ୍କୁ ଜରୁରିକାଳୀନ ଆମ୍ବୁଲାନ୍ସ ଓ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ସରକାରଙ୍କ ୨୪ଘଣ୍ଟିଆ ମାଗଣା ୧୦୮ ଓ ୧୦୪ କଲ୍‌ ସୁବିଧା ରହିଛି। ହେଲେ କେତେଜଣ ଅସାମାଜିକ ବ୍ୟକ୍ତି ସରକାରଙ୍କ ଏହି ମାଗଣା ସେବାର ଫାଇଦା ଉଠାଇ ବିନା କାରଣରେ ୧୦୮…

କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୧୧: କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଗୁରୁବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲରେ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ‘ପ୍ରାୟୋରିଟାଇଜିଂ ମାଇଣ୍ଡଫୁଲ୍‌ ଇଟିଂ: ଦ ନ୍ୟୁ ମନ୍ତ୍ର ଫର୍‌ ହୋଲିଷ୍ଟିକ ଫ୍ୟାମିଲି ହେଲ୍‌ଥ’ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ…

ବିଜେଡିରେ ଯୋଗଦେଲେ ମହେନ୍ଦ୍ର ବଢ଼େଇ

ଭୁବନେଶ୍ବର,୧୮ା୧୧(ବ୍ୟୁରୋ): ସ୍ବେଚ୍ଛାକୃତ ଅବସର ନେଇଥିବା ପ୍ରଶାସନିକ ଅଧିକାରୀ ମହେନ୍ଦ୍ର ବଢ଼େଇ ଗୁରୁବାର ବିଜେଡିରେ ଯୋଗଦେଇଛନ୍ତି। ପୂର୍ବାହ୍ନରେ ନବୀନ ନିବାସରେ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଢ଼େଇଙ୍କ ସମେତ ତାଙ୍କ…

୪ଜି ସ୍ପିଡ୍‌ରେ ଜିଓ ୧ନମ୍ବର

ମୁମ୍ବାଇ,୧୮।୧୧:ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ଚଳିତ ବର୍ଷ ଅକ୍ଟୋବର ମାସ ପାଇଁ ଜାରି କରାଯାଇଥିବା ୪ଜି ସ୍ପିଡ୍‌ ଟେଷ୍ଟ ରିପୋର୍ଟ ଅନୁସାରେ ଉଭୟ ୪ଜି ଡାଉନ୍‌ଲୋଡ୍‌ ଓ ଅପ୍‌ଲୋଡ୍‌ ସ୍ପିଡ୍‌ରେ ଜିଓ ଏକ ନମ୍ବର ସ୍ଥାନରେ ରହିଛି। ଟ୍ରାଇର…

ଆଜିଠୁ ବିଧାନସଭା ସମ୍ମୁଖରେ ସତ୍ୟାଗ୍ରହ କରିବ ଭାଜପା

ଭୁବନେଶ୍ବର,୧୮ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ। ଏହି ନିର୍ବାଚନମଣ୍ଡଳୀରେ ଚାଷୀଙ୍କ ସଂଖ୍ୟା ଅଧିକ ଥିବାବେଳେ ଭୋଟିଂରେ ସେମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ ବୋଲି କୁହାଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଏବେ ସବୁ ଦଳ ଚାଷୀଙ୍କ ସପକ୍ଷରେ ଥିବା ଦେଖେଇବାକୁ ଚେଷ୍ଟା…

‘ଉତ୍କର୍ଷ ଗ୍ରାହକ ସେବା ଓଡ଼ିଶା ଡିସ୍‌କମ୍‌ର ମୂଳ ଲକ୍ଷ୍ୟ’

ଭୁବନେଶ୍ୱର,୧୮।୧୧:ସ୍ବଳ୍ପ ସମୟ ଭିତରେ ରାଜ୍ୟର ବିଦ୍ୟୁତ୍‌ ବିତରଣରେ ପ୍ରଶଂସନୀୟ ରୂପାନ୍ତରଣ ହୋଇଥିବାରୁ ଓଡ଼ିଶାର ବିଦ୍ୟୁତ୍‌ ଗ୍ରାହକମାନେ ଉନ୍ନତ ଓ ଭରସାଯୋଗ୍ୟ ବିଦ୍ୟୁତ୍‌ ଯୋଗାଣ ଉପଭୋଗ କରିପାରିବେ। ରାଜ୍ୟର ଡିସ୍‌କମ୍‌ଗୁଡ଼ିକ କେବଳ ଏଟି ଆଣ୍ଡ ସି କ୍ଷତିକୁ କମାଇବାରେ ସଫଳ ହୋଇନାହାନ୍ତି ବରଂ…

ଷ୍ଟାର୍ଟଅପ୍‌ ପ୍ରମୁଖ ଭୂମିକା ଗ୍ରହଣ କରିବ

ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ…

କଫିନ୍‌ରେ ମଣ୍ଡପ ଗଲେ ବର, କାରଣ ଜାଣିଲେ…

ଏହି ଦୁନିଆରେ ବିଭିନ୍ନ ପ୍ରକାର ଲୋକ ଅଛନ୍ତି। ପ୍ରତ୍ୟେକଙ୍କ ଚିନ୍ତାଧାରା ବି ଭିନ୍ନ ଅଟେ। ଅନେକ ଲୋକ ଚର୍ଚ୍ଚାରେ ରହିବା ପାଇଁ ସମସ୍ତ ସୀମା ପାର୍‌ କରନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଜଣେ ବର ବିବାହ କରିବା ପାଇଁ ଏକ କଫିନ୍‌ରେ…

ତାଳଚେରକୁ ଜିଲା ଘୋଷଣା ଦାବି

ତାଳଚେର,୧୮ା୧୧ (ନି.ପ୍ର.):ଓଡ଼ିଶାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅଧିକ ରାଜସ୍ବ ଦେଉଥିବା ଏବଂ ଦେଶର ସବୁଠାରୁ ଅଧିକ କୋଇଲା ଉତ୍ପାଦନ ସହିତ ଏସିଆର ସର୍ବବୃହତ୍‌ ବିଦ୍ୟୁତ କାରଖାନା ଥିବା ଅନୁଗୋଳ ଜିଲାର ତାଳଚେରର ଗୁରୁତ୍ୱକୁ ଉପଲବ୍ଧ କରି ଏହାକୁ ସ୍ବତନ୍ତ୍ର ଜିଲା…

ବଢ଼ିବ ବିଧାୟକଙ୍କ ଦରମା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ବିଧାୟକମାନଙ୍କର ଦରମା, ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଗଠିତ କମିଟି ଆସନ୍ତା ୨୪ ତାରିଖରେ ହେବାକୁ ଥିବା ଶୀତ ଅଧିବେଶନରେ ବାଚସ୍ପତିଙ୍କୁ ରିପୋର୍ଟ ପ୍ରଦାନ କରିବ। ବିଭିନ୍ନ ରାଜ୍ୟରେ ବିଧାୟକମାନଙ୍କୁ ମିଳୁଥିବା ଦରମା,ଭତ୍ତା…

ଷ୍ଟିଲ ସିଟିରେ ନକଲି ସସ୍‌ ଫ୍ୟାକ୍‌ଟ୍ରି ଠାବ

ରାଉରକେଲା ଅଫିସ,୧୮ା୧୧:ଷ୍ଟିଲସିଟି ରାଉରକେଲାରେ ବହୁ ଦିନ ଧରି ନକଲି ସସ୍‌ କାରବାର କରୁଥିବା କେତେଜଣ ବ୍ୟବସାୟୀଙ୍କ ଉପରେ ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି)ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଏହି ଚଢାଉ ସମୟରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ…

ଏମସିଡି ନିର୍ବାଚନ ଲାଗି ଏଏପିର ମହାଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୮ ।୧୧: ଆସନ୍ତା ମାସରେ ହେବାକୁ ଥିବା ଏମସିଡି ନିର୍ବାଚନ ଲାଗି ଆମ ଆଦମୀ ପାର୍ଟି(ଏଏପି) ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଗଲାଣି । ଦଳ ଏଥର ଗ୍ରାଉଣ୍ଡ ଲେବଲର ଗିତବିଧିକୁ ନେଇ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହୋଇଛି । ଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri