Home Left

ବଢୁଛି ବାତ୍ୟା ଆଶଙ୍କା: ୨୦ରେ ଲଘୁଚାପ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ପାଣିପାଗ ମଡେଲ ସୂଚନା ଅନୁଯାୟୀ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏପରିକି ଏହା ସିଭିୟର ସାଇକ୍ଲୋନିକ…

ଏହି ଅଭିନେତ୍ରୀଙ୍କ ପିତାଙ୍କୁ ହତ୍ୟା ଧମକ

ମୁମ୍ବାଇ: ବିଗ୍‌ ବସ୍‌-୧୩ ପରଠାରୁ ଅଭିନେତ୍ରୀ ଶେହନାଜ ଗିଲ୍‌ କ୍ରମାଗତ ଭାବେ ଚର୍ଚ୍ଚାରେ ରହିଆସୁଛନ୍ତି। ସମସ୍ତେ ତାଙ୍କ ଷ୍ଟାଇଲ୍‌ ଏବଂ ସୌନ୍ଦର୍ଯ୍ୟରେ ପାଗଳ। ଖୁବ୍‌ଶୀଘ୍ର ଶେହନାଜ ବଲିଉଡ୍‌ରେ ଡେବ୍ୟୁ ବି କରିବାକୁ ଯାଉଛନ୍ତି। ଏଥର ଶେହନାଜ ନୁହନ୍ତି ବରଂ ତାଙ୍କ ପିତା…

ଜୁଆଆଡ୍ଡାରେ ଚଢ଼ାଉ: ୩୮ ହଜାର ଟଙ୍କା, ୩ ବାଇକ୍‌ ସହ କାର୍‌ ଜବତ

କୁଆଁରମୁଣ୍ଡା,୮ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳ ଏବେ ଅସାମାଜିକ ଓ ଅପରାଧିକ ଗୋଷ୍ଠୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଚାରିଆଡ଼େ କୁକୁଡ଼ା ଲଢ଼େଇ ଓ ଜୁଆଖେଳ ଖୁଲମ୍‌ଖୁଲା ଚାଲୁଥିଲେ ମଧ୍ୟ ପୋଲିସ ସାଜିଛି। ନୀରବଦ୍ରଷ୍ଟା କାଁଭାଁ କେତେବେଳେ ଲୋକଦେଖାଣିଆ ଭାବେ ପୋଲିସ ଚଢ଼ାଉ…

ହାତୀ ସୁରକ୍ଷା ଲାଗି ଝୁଲନ୍ତା ସୋଲାର ବାଡ଼

କେନ୍ଦୁଝର,୮ା୧୦(ସ୍ବ.ପ୍ର.): ରେଳ ଦୁର୍ଘଟଣାରୁ ହାତୀପଲଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବନ୍ୟପ୍ରାଣୀ ସପ୍ତାହ ପାଳନର ଶେଷ ଦିନରେ ଯୋଡ଼ା ବେହେରା ହାଟିଂ ନିକଟରେ ଝୁଲନ୍ତା ସୋଲାର ବାଡ଼ ପ୍ରତିଷ୍ଠା କରାଯାଇଛି। ଡିଏଫ୍‌ଓ ଏଚ୍‌.ଡି. ଧନରାଜ ଏହାର ଉଦଘାଟନ କରିଥିଲେ। ଏହି…

ଅଭିନୟ ଦୁନିଆକୁ ବାଏ କହିଲେ ଏହି ଭୋଜପୁରୀ ଅଭିନେତ୍ରୀ

ମୁମ୍ବାଇ: ଧର୍ମ ପାଇଁ ଅଭିନୟ ଦୁନିଆରୁ ଦୂରେଇ ଗଲେ ଆଉ ଜଣେ ଅଭିନେତ୍ରୀ। ଭୋଜପୁରୀ ଫିଲ୍ମର ଜଣାଶୁଣା ଅଭିନେତ୍ରୀ ସାହର ଆଫଶା ଇସଲାମ ଧର୍ମ ଲାଗି ମନୋରଞ୍ଜନଜଗତକୁ ଛାଡ଼ିଛନ୍ତି। ଏନେଇ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି। ଇନଷ୍ଟାଗ୍ରାମରେ…

ଏନ୍‌ଏଚ୍‌ ୪୯ରେ ଅଣ୍ଡର ପାସ୍‌ ନିର୍ମାଣ ଦାବି

କେନ୍ଦୁଝର,୮ା୧୦(ସ୍ବ.ପ୍ର.): କୋଲକାତା-ମୁମ୍ବାଇ ଏନ୍‌ଏଚ୍‌ ୪୯ର ତୁରୁମୁଙ୍ଗା, ଖିରେଇଟାଙ୍ଗିରି ଓ ଚିଲିଦା ନିକଟରେ ଅଣ୍ଡର ପାସ ନିର୍ମାଣ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଧାକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଏକଦଳ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ଭେଟି ଦାବିପତ୍ର…

ସେମାନେ ଚାହିଁଲେ ଏକାଥରକେ ପାଞ୍ଚଟି ଟିମ୍‌ ମଇଦାନକୁ ଓହ୍ଲାଇପାରିବେ; ଟିମ୍‌ ଇଣ୍ଡିଆକୁ ନେଇ କିଛି ଏଭଳି କହିଲେ…

ରାଞ୍ଚି,୮।୧୦: ଟିମ ଇଣ୍ଡିଆ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ରବିବାର(ଅକ୍ଟୋବର ୯)ରେ ଖେଳାଯିବ। ଏହି ମୁକାବିଲା ପୂର୍ବରୁ ଦକ୍ଷିଣ ଆଫ୍ରିକା ସ୍ପିନର କେଶବ ମହାରାଜ ଭାରତୀୟ ଟିମ୍‌ର ଭୁରି ପ୍ରଶଂସା କରିଛନ୍ତି। ଭାରତୀୟ ଟିମ୍‌ରେ ଏତେ ପ୍ରତିଭା ଅଛନ୍ତି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୦୩୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଓସିଏସ୍‌ ପରୀକ୍ଷାରେ ସତ୍ୟଜିତ୍‌ଙ୍କ ସଫଳତା

କେନ୍ଦୁଝର,୮ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର ମାଇନିଂ ରୋଡ୍‌ସ୍ଥିତ ସତ୍ୟଜିତ୍‌ ପଟ୍ଟନାୟକ ୧୩୦ ର଼୍ୟାଙ୍କ ରଖି ଚଳିତ ବର୍ଷ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ସ୍ଥାନୀୟ ସରସ୍ବତୀ ଶିଶୁମନ୍ଦିରରୁ ମାଟ୍ରିକ ପାସ୍‌ ପରେ…

କେବେ ବି କରିବିନି ସେଭିଂ…କିଛି ଏଭଳି ଜିଦ୍‌ରେ ବେଫିକର ବୁଲନ୍ତି ଏହି ମହିଳା

ପୁରୁଷ ମାନଙ୍କ ଭଳି ରହିଛି ଦାଢ଼ି ଆଉ ନିଶ। ହେଲେ କେବେହଲେ ଶେଭିଂ ହେବେ ନାହିଁ ବୋଲି ନେଇଛନ୍ତି ନିଷ୍ପତ୍ତି। ଲୋକମାନେ ତାଙ୍କ ବିଷୟରେ ଯାହା ଭାବୁଛନ୍ତି ଭାବନ୍ତୁ। ହେଲେ ତାଙ୍କୁ ଫରକ ପଡେ ନାହିଁ। ଏହା ତାଙ୍କ ବ୍ୟକ୍ତିତ୍ୱ ବୋଲି…

ପିକ୍‌ଅପ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ବରୀ,୮ା୧୦(ଡି.ଏନ୍‌.ଏ.): ବରୁହଁ-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତାର ଗୋବିନ୍ଦବାଟି ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ମାଳଦା ଗ୍ରାମର କିଶୋର ଦାସଙ୍କ ପୁଅ ସୁନାକର (୨୫) ଏକ ସ୍କୁଟି ଯୋଗେ…

ନେପାଳ ରାଷ୍ଟ୍ରପତି ଅସୁସ୍ଥ, ମେଡିକାଲରେ ଭର୍ତ୍ତି

କାଠମାଣ୍ଡୁ,୮ା୧୦: ନେପାଳର ରାଷ୍ଟ୍ରପତି ବିଦ୍ୟା ଭଣ୍ଡାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ତ୍ରିଭୂବନ ୟୁନିଭର୍ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଷ୍ଟ୍ରପତିଙ୍କ ସଚିବ ଭେଶ ରାଜ ଅଧିକାରୀ କହିଛନ୍ତି, ରାଷ୍ଟ୍ରପତି ଅସୁସ୍ଥ ଅଛନ୍ତି। ୬୧ ବର୍ଷୀୟ ରାଷ୍ଟ୍ରପତିଙ୍କୁ ଥଣ୍ଡା ଭଳି ଲକ୍ଷଣ ଏବଂ ଜ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri