Home Left

ମୃତଦେହ ରଖି ଆଇଓସିଏଲ୍‌ ମୁଖ୍ୟ ଫାଟକ ଅବରୋଧ

କୁଜଙ୍ଗ,୨୫।୨(ଡି.ଏନ୍‌,ଏ.): ତୈଳ ବିଶୋଧନାଗାର ପ୍ରକଳ୍ପରୁ ଡ୍ୟୁଟିସାରି ଘରକୁ ଫେରୁଥିବାବେଳେ ଜଣେ ଶ୍ରମିକଙ୍କ ଅସ୍ବାଭାବିକ ଭାବେ ଶୁକ୍ରବାର ମୃତ୍ୟୁ ହୋଇଛି। ସେ ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡକିପୁର ଗ୍ରାମର ରବୀନ୍ଦ୍ର ବେହେରାଙ୍କ ପୁଅ ସୁବାସ ବେହେରା। ଏହାପରେ କ୍ଷତିପୂରଣ ଦାବି କରି…

ଅମିତ ଶାହାଙ୍କ ରାଲିରୁ ଫେରୁଥିବା ୩ ବସକୁ ଧକ୍କା ଦେଲା ଟ୍ରକ, ୮ ମୃତ ୫୦ ଆହତ

ଭୋପାଳ,୨୫ ।୨: ମଧ୍ୟ ପ୍ରଦେଶର ସିଦ୍ଧି ଜିଲାରେ ଶୁକ୍ରବାର ଏକ ବଡ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ୩ଟି ବସକୁ ଧକ୍କା ଦେବା ଫଳରେ ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଛି ଓ ୫୦ରୁ ଅଧିକ…

ସ୍ବଚ୍ଛତା କ୍ଷେତ୍ରରେ ବିଏମ୍‌ସିକୁ ପୁଣି ପ୍ରଶଂସା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍‌ସି ଦ୍ବାରା ରାସ୍ତାରେ ନିୟମିତ…

ବଦଳିବ ମହାରାଷ୍ଟ୍ରର ଦୁଇ ସହରର ନାମ

ନୂଆଦିଲ୍ଲୀ,୨୫।୨: ଦୀର୍ଘ ଦିନ ଧରି ଲାଗି ରହିଥିବା ଚର୍ଚ୍ଚାର ପରିସମାପ୍ତି ଘଟିଛି। ଔରଙ୍ଗାବାଦର ନା ବଦଳିବା ନେଇ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳିଛି। ବର୍ତ୍ତମାନ ମହାରାଷ୍ଟ୍ରର ଦୁଇଟି ସହରର ନାଁ ବଦଳିବ। ଔରଙ୍ଗାବାଦର ନାଁ ବଦଳି ଛତ୍ରପତି ସାମ୍ଭାଜୀଗନର ଓ ଉସମାନବାଦର…

ରୁଷିଆ ଇରାନକୁ ଦେଇପାରେ ଯୁଦ୍ଧ ବିମାନ, ଆମେରିକା ରଖିଛି ନଜର: ହ୍ୱାଇଟ ହାଉସ

ୱାଶିଂଟନ,୨୫ ।୨: ହ୍ୱାଇଟ ହାଉସ ପକ୍ଷରୁ ଶୁକ୍ରବାର କୁହାଯାଇଛି କି ରୁଷିଆ ଓ ଇରାନ ମଧ୍ୟରେ ବଢିଚାଲିଥିବା ପ୍ରତିରକ୍ଷା ସମ୍ପର୍କକୁ ଦେଖିଲେ ରୁଷିଆ ଇରାନକୁ ଯୁଦ୍ଧ ବିମାନ ଦେଇପାରେ । ଆମେରିକାର ଖବରକାଗଜ ଦ ହିଲ ଏହି ସୂଚନା ଦେଇଛି ।…

୮ ପୋଲିସଙ୍କୁ ଅଟକ ରଖିଲେ ଗ୍ରାମବାସୀ

ନିମାପଡ଼ା,୨୫।୨(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ବଡ଼ଶିରିବିଳା ପଞ୍ଚାୟତର ବଡ଼ଶିରିବିଳା ଗ୍ରାମରେ ଅଷ୍ଟପ୍ରହର ଚାଲୁଥିଲା। ଏଥିପାଇଁ ଉକ୍ତ ଗ୍ରାମର କେତେଜଣ ଶୁକ୍ରବାର କୋଠ ଜାଗାରୁ ପୋଲିସ ଉପସ୍ଥିତିରେ ଏକ ଗଛରୁ ନଡ଼ିଆ ତୋଳୁଥିଲେ। ହେଲେ ନଡ଼ିଆ ତୋଳି ଭଗବାନସୁନ୍ଦରା ଗ୍ରାମ ରାସ୍ତା ଦେଇ…

ବଳାତ୍କାର, ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟ ନିକଟ ପ଼ଡ଼ିଆରୁ ଜଣେ ମହିଳାଙ୍କ ମୃତଦେହ ଜବତ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ମହିଳାଙ୍କୁ ବଳାତ୍କାର ପରେ ଓଢ଼ଣିରେ ତଣ୍ଟିଚିପି ହତ୍ୟା କରାଯାଇଥିବା ନେଇ ଅଭିଯୋଗ…

ନ୍ୟୁ ପୋକୋ ସି୫୫ ଉନ୍ମୋଚିତ

ନୂଆଦିଲ୍ଲୀ,୨୫ା୨: ଦେଶର ପ୍ରମୁଖ ଉପଭୋକ୍ତା ଟେକ୍ନୋଲୋଜି ବ୍ରାଣ୍ଡ ପୋକୋର ସି-ସିରିଜ୍‌ ସ୍ମାର୍ଟଫୋନ୍‌ ପୋକୋ ସି୫୫ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ନୂଆ ପୋକୋ ସି୫୫ ଏକ ଷ୍ଟାଇଲିଶ ଲେଦର-ଭଳି ଷ୍ଟିଚ୍‌ ଡିଜାଇନ୍‌ ଓ ଏକ ବୃହତ୍‌ ୬.୭୧ ଇଞ୍ଚ ଏଚ୍‌ଡି+ ଡିସ୍‌ପ୍ଳେ…

ଜାହିରା ପୂଜାସ୍ଥଳରେ ଉତ୍ତେଜନା, ୧୪୪ ଜାରି

ବାରିପଦା ଅଫିସ,୨୫ା୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ବାଉରା ଗ୍ରାମ ଆଦିବାସୀ ସମ୍ପ୍ରଦାୟର ପୂଜାସ୍ଥଳରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରାଯାଇଛି। ସହକାରୀ ଜିଲାପାଙ୍କ ଉପସ୍ଥିତିରେ…

ପୁରୀରେ ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୨୫ା୨: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ପୁରୀ ସହରର ଭିଆଇପି ରୋଡ୍‌ସ୍ଥିତ ପୋଲିସ ଲାଇନଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ମୁଖ୍ୟ ଅତିଥି…

କୋଚିରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଫ୍ଲାଇଟର ଭୋପାଳରେ ଜରୁରୀ ଅବତରଣ

ଭୋପାଳ,୨୫ ।୨: ଭୋପାଳରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନକୁ ମେଡିକାଲ ଏମରଜେନ୍ସି କାରଣରୁ ଭୋପାଳ ଡାଇଭର୍ଟ କରିବାକୁ ପଡିଛି । ଜଣେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାରୁ ବିମାନର ଜରୁରୀ ଅବତରଣ କରାଯାଇଛି । ଲ୍ୟାଣ୍ଡିଂ ପରେ ଯାତ୍ରୀ ଜଣଙ୍କୁ ତୁରନ୍ତ…

ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?