ଆବାସ ଯୋଜନାରୁ ବଞ୍ଚିତ ୨ ଦିବ୍ୟାଙ୍ଗ ପରିବାର
ବରୀ,୧୭।୧୧(ଡି.ଏନ.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ସେଥି ମଧ୍ୟରୁ ଆବାସ ଯୋଜନା ଅନ୍ୟତମ। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ପ୍ରକୃତ…
ବହି ଲେଖି ପରିବେଶକୁ ଦାନ
ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍ କନ୍କ୍ଲେଭ୍-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜନ…
ବାଲିଯାତ୍ରା ପଥୋତ୍ସବରେ ନବୀନ ବନ୍ଦନା
କଟକ ଅଫିସ,୧୭ା୧୧:ପୁରୀରେ ହବିଷିଆଳିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବନ୍ଦନା ଗାନ କରାଯାଇଥିଲା। ସେତେବେଳେ ଏହା ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ଏହି ନବୀନ ବନ୍ଦନାର ପୁନରାବୃତ୍ତି ଘଟିଛି କଟକ ବାଲିଯାତ୍ରାରେ, ଯାହାକୁ ନେଇ ପୁଣି ଥରେ ରାଜ୍ୟରେ…
‘ଗାଁ ମାଟି ମୋତେ ଲେଖକ, ଚିତ୍ରଶିଳ୍ପୀ କରିଛି’
ଚଣ୍ଡିଖୋଲ,୧୭ା୧୧: ମୋ ଗାଁ ପାଇଁ ମୁଁ ଆଜି ଏହି ସମ୍ମାନ ପାଇଛି। କାରଣ ମୋ ଗାଁ ମୋତେ ଗଢିଛି। ତା’ର ମାଟି, ପାଣି ଓ ପବନ ମୋତେ ଆଜି ଜଣେ ଲେଖକ ଓ ଚିତ୍ରଶିଳ୍ପୀ ଭାବେ ସାରା ପୃଥିବୀରେ ପରିଚୟ କରାଇଛି।…
ଭରସା ପାଉନି, ଜୀବନ ହାରୁଛନ୍ତି
ଭୁବନେଶ୍ୱର (ବ୍ୟୁରୋ)/ବ୍ରହ୍ମପୁର ଅଫିସ,୧୭ା୧୧:ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ପୋଲିସ ବିଭାଗରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଅନେକ ସଂସ୍କାର ଆଣୁଛନ୍ତି। ଏପରି କି ପୋଲିସ ବ୍ୟବସ୍ଥାକୁ ଅଧିକ ସ୍ବଚ୍ଛ ଏବଂ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ…
ଧାନ ଫସଲରେ ପୋକ
ଚଣ୍ଡିଖୋଲ,୧୭ା୧୧(ଡି.ଏନ.ଏ.): ଏବେ ଧାନ ଅମଳ ସମୟ। ହେଲେ ଜମିରେ ପୋକ ଲାଗିଯିବାରୁ ଧାନଗଛଗୁଡ଼ିକ ତଳେ ଶୋଇ ପଡିଛି। ଧାନ ଆହାର ଢୁକି ନ ଥିଲେ ମଧ୍ୟ ସେଗୁଡ଼ିକ ପାଚିଲା ଧାନ ଭଳି ଦେଖାଯାଉଛି। ଯାହାକୁ ନେଇ ଏବେ ଚିନ୍ତାରେ ପଡିଛନ୍ତି ଚାଷୀ।…
କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ଗିରଫ
ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର୍ଡବ୍ଲ୍ୟୁଏସ୍ଏସ୍ ମୟୂରଭଞ୍ଜ ଜିଲା ଉଦଳା ସବ୍-ଡିଭିଜନ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କୁ ବୁଧବାର ଭିଜିଲାନ୍ସ ଗିରଫ କରିଛି। ଚଢ଼ାଉ ଓ ଯାଞ୍ଚରୁ ତାଙ୍କ ସହ ପରିବାର ସଦସ୍ୟଙ୍କ ନାଁରେ ୬ କୋଟି ଟଙ୍କାର…
ଖେଳାଳିଙ୍କୁ ସଫଳତାର ମନ୍ତ୍ର ଦେଲେ ଲକ୍ଷ୍ମଣ
ୱେଲିଂଟନ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ୱେଲିଂଟନ ଗ୍ରାଉଣ୍ଡରେ ପ୍ରଥମ ମ୍ୟାଚ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳର କାର୍ଯ୍ୟନିର୍ବାହୀ କୋଚ ଭିଭିଏସ ଲକ୍ଷ୍ମଣ ଟି-୨୦ କ୍ରିକେଟରେ ସଫଳତାର ମନ୍ତ୍ର କହିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦…
ଶେଷରେ ସତ ମାନିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ଇସଲାମାବାଦ,୧୬।୧୧: ପାକିସ୍ତାନର ଖାଇବର ପାଖଟୁଖୱା ପ୍ରଦେଶରେ ପୋଲିସ ଭ୍ୟାନ ଉପରେ ହୋଇଥିବା ଆକ୍ରମଣକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ ନିନ୍ଦା କରିଛନ୍ତି। ଆତଙ୍କବାଦ ପାକିସ୍ତାନର ଏକ ପ୍ରମୁଖ ସମସ୍ୟା ବୋଲି ସେ ଶେଷରେ ସ୍ବୀକାର କରିଛନ୍ତି। ନିୟମିତ ପୋଲିସ ପାଟ୍ରୋଲିଂ ଭ୍ୟାନ୍…
ରାଜ୍ୟ ମହିଳା ଚେସ୍: ସ୍ମାରକୀ ଚାମ୍ପିୟନ
ଭୁବନେଶ୍ୱର, ୧୭।୧୧ (କ୍ରୀଡ଼ା ପ୍ରତିନିଧି) ପଟିଆସ୍ଥିତ ରାଜା ମଧୁସୁଦନ ଦେବ ଡିଗ୍ରୀ କଲେଜରେ ରାଜ୍ୟ ମହିଳା ଚେସ୍ ଚାମ୍ପିୟନଶିପ୍ ବୁଧବାର ଉଦ୍ଯାପିତ ହୋଇଛି। ଏଥିରେ ସ୍ମାରକୀ ମହାନ୍ତି ଚାମ୍ପିୟନ ଏବଂ ୟାସିତା ରାଉତ ରନରଅପ୍ ହୋଇଛନ୍ତି। ଜୟଲକ୍ଷ୍ମୀ ସାହୁ ଓ ଆଦ୍ୟାଶା…
ଜଗା ୟୁନାଇଟେଡ୍ କ୍ଲବ ସେମିରେ
ଢେଙ୍କାନାଳ ଅଫିସ,୧୭ା୧୧: ଢେଙ୍କାନାଳ କ୍ରୀଡ଼ା ସଂଘ ଆନୁକୂଲ୍ୟରେ ତଥା ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ସ୍ବର୍ଗତ ଅଧିକାରୀ ସାମଲ ମେମୋରିଆଲ ଟ୍ରଷ୍ଟର ମିଳିତ ସହଯୋଗରେ ୪ର୍ଥ ସର୍ବଭାରତୀୟ ଆମନ୍ତ୍ରଣ ଫୁଟ୍ବଲ ପ୍ରତିଯୋଗିତା ବୁଧବାର ଢେଙ୍କାନାଳରେ ଆରମ୍ଭ…
‘ପୁଅଙ୍କ ସହ ମ୍ୟାଚ ମୋଡ଼ ବଦଳାଇଥିଲା’
ଭୁବନେଶ୍ୱର, ୧୭।୧୧ (ତପନ ସ୍ବାଇଁ): ଭାରତରେ ଏବେ ମହିଳା କ୍ରିକେଟ ଉତ୍ଥାନ ପଥରେ ରହିଛି। ଭାରତୀୟ ଦଳ ବିଶ୍ୱର ଯେ କୌଣସି ଦଳକୁ ଚ୍ୟାଲେଞ୍ଜ ଦେବାକୁ ସକ୍ଷମ। ଘରୋଇ କ୍ରିକେଟରେ ଚାଲେଞ୍ଜର ଟ୍ରଫି ଏବଂ ଫ୍ରାଞ୍ଚାଇଜ୍ଭିତ୍ତିକ ମହିଳା ଆଇପିଏଲ୍ ଦେଶର ଖେଳାଳିଙ୍କ…
Archives


