Home Left

ଅଙ୍ଗନୱାଡି ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ରୀଛାତ୍ର ଆହତ

ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଳକ ସାରମୁଳା ପଞ୍ଚାୟତ ଗୋବରା ଅଙ୍ଗନୱାଡି କେନ୍ଦ୍ରର ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଆୟୁଷ୍ମାନ ବେହେରା, ଜ୍ୟୋତିକ୍ରିଷ୍ଣା…

ଫେରୁଛନ୍ତି ମୋହସିନ! ଅନୁପମାଙ୍କ ବୋହୂଙ୍କ ସହ ରୋମାଣ୍ଟିକ ଫଟୋ ଭାଇରାଲ ପରେ…

ବମ୍ବେ: ଟେଲି ପରଦାକୁ ପୁଣି ଫେରୁଛନ୍ତି ଅଭିନେତା ମୋହସିନ ଖାଁ। ଅନୁପମାଙ୍କ ଗେହ୍ଲି ବୋହୂ କିଞ୍ଜଲ ଓରଫ ନିଧି ଶାହାଙ୍କ ସହ ତାଙ୍କର ରୋମାଣ୍ଟିକ ଫଟୋ ଭାଇରାଲ ପରେ ଏଭଳି କିଛି ଚର୍ଚ୍ଚା ବଢ଼ିବାରେ ଲାଗିଛି। ସୋସିଆଲ ମିଡିଆରେ ପ୍ରଶଂସକ ଏଥିରେ…

ଖବର ପ୍ରକାଶ ପରେ ମୁକୁଳା ଟ୍ରାନ୍ସଫର୍ମର ଆଗରେ ନିର୍ମାଣ ହେଲା ପାଚେରି

ଗୋପବନ୍ଧୁ ନଗର,୨୪ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ବର୍ଷ ଧରି ଥିବା ଏକ ମୁକୁଳା ଟ୍ରାନ୍ସଫର୍ମର ଆଗରେ ସୁରକ୍ଷା ପାଚେରି ନିର୍ମାଣ ହୋଇଛି। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ତତ୍ପରତା…

ବଜେଟରେ ପର୍ଯ୍ୟଟନକୁ ଫୋକସ: ଅବଢା ଯୋଜନା ପାଇଁ ୨୨୪ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ବଜେଟରେ ପର୍ଯ୍ୟଟନକୁ ମଧ୍ୟ ରାଜ୍ୟ ସରକାର ଫୋକସ କରିଛନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ୬ଶହ ୬୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି…

ରେଳପଥର ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି। ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି ୪ଟି ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ଏହି ଟଙ୍କା ଖର୍ଚ୍ଚ କରାଯିବ ବୋଲି…

୧୩ ବର୍ଷ ପୂର୍ବେ ଆଜିର ଦିନରେ ଦିନିକିଆ କ୍ରିକେଟରେ ନୂଆ ରେକର୍ଡ କରିଥିଲେ ସଚିନ: ଚୌକା-ଛକା ବର୍ଷା କରି…

ନୂଆଦିଲ୍ଲୀ,୨୪।୨: ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ‘ଗଡ୍‌ ଅଫ୍‌ କ୍ରିକେଟ୍‌’ ଭାବେ ଜଣାଶୁଣା। ସେ ୧୩ ବର୍ଷ ପୂର୍ବେ ଆଜିର ଦିନରେ ଦିନିକିଆ କ୍ରିକେଟ ଇତିହାସରେ ନୂଆ ରେକର୍ଡ ସୃଷ୍ଟି କରିଥିଲେ। ଦିନିକିଆରେ ଦ୍ୱିଶତକ ହାସଲ କରିବାରେ ତେନ୍ଦୁଲକର ପ୍ରଥମ ବ୍ୟାଟ୍ସମ୍ୟାନ୍‌…

ସିଡବ୍ଲ୍ୟୁସି ପାଇଁ ହେବନି ନିର୍ବାଚନ

ରାୟପୁର,୨୪।୨: ଚଳିତ ବର୍ଷ କଂଗ୍ରେସର ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ପାଇଁ ନିର୍ବାଚନ ନକରିବାକୁ ଶୁକ୍ରବାର ଷ୍ଟିଅରିଂ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନୂତନ ସିଡବ୍ଲ୍ୟୁସି ଗଠନ ପାଇଁ ଦଳର ଅଧ୍ୟକ୍ଷଙ୍କୁ ଅନୁମତି ଦିଆଯାଇଛି। ସୂଚନାଅନୁସାରେ, ପ୍ରାୟ ୪୫ଜଣ ନେତା ସିଡବ୍ଲ୍ୟୁସି ପ୍ରସଙ୍ଗ…

ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ହଜାରରୁ…

ରାଜ୍ୟ ବଜେଟରେ ‘ମିଶନ ଶକ୍ତି ସ୍କୁଟର ଯୋଜନା’: ହୋଇଛି ୫୦ କୋଟିର ବ୍ୟୟବରାଦ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମିଶନ ଶକ୍ତି ବିଭାଗ ପାଇଁ ୨୫୫୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବିଶେଷକରି ମିଶନ ଶକ୍ତି…

ବଜେଟରେ ଶିକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର ବ୍ୟୟ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଗି ୧୩୯ କୋଟି ଟଙ୍କା ବ୍ୟୟବରାଦ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଅପରାହ୍ନରେ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୧୩୯ କୋଟି ବ୍ୟୟବରାଦ ହୋଇଛି। ୩୪,୫୦୦ ଛାତ୍ରୀଛାତ୍ରଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ…

ଭଗଓ୍ବନ୍ତ ମାନଙ୍କୁ ଝଟ୍‌କା: ବଜେଟ ଅଧିବେଶନ ପାଇଁ ମଞ୍ଜୁରୀ ଦେଲେନି ରାଜ୍ୟପାଳ

ଚଣ୍ଡିଗଡ଼,୨୪।୨: ପଞ୍ଜାବର ରାଜ୍ୟପାଳ ବନଓ୍ବାରୀ ଲାଲ ପୁରୋହିତ ଭଗଓ୍ବନ୍ତ ମାନ ସରକାରଙ୍କୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଚଳିତ ଥର ବଜେଟ ଅଧିବେଶନକୁ ରାଜ୍ୟପାଳ ଅନୁମୋଦନ ଦେବାକୁ ମନା କରିଦେଇଛନ୍ତି। ଏ ସମ୍ପର୍କରେ ରାଜ୍ୟପାଳ ଭଗଓ୍ବନ୍ତ ମାନଙ୍କୁ ନିୟମିତ ଚିଠି ଲେଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?