Home Left

ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର ଓ…

ପ୍ରକୃତିର ଗନ୍ତାଘର ‘ବାଲି ’

ଜାକର୍ତ୍ତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆ ଗସ୍ତରେ ଅଛନ୍ତି। ମଙ୍ଗଳବାର ବାଲିରେ ପହଞ୍ଚିବା ପରେ ବେଶ୍‌ ଆଡ଼ମ୍ବର ସହକାରେ ସେଠାକାର ଲୋକେ ମୋଦିଙ୍କୁ ସ୍ବାଗତ କରିଥିଲେ। ବାଲିରେ ମୋଦି ୪୫ ଘଣ୍ଟା ରହିବେ। ମୁସଲମାନ ବହୁଳ ରାଷ୍ଟ୍ର ଇଣ୍ଡୋନେସାର ‘ବାଲି’ ବିଷୟରେ…

ସାରାଙ୍କୁ ଡେଟ୍‌ କରୁଛନ୍ତି ଶୁଭମନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ଏବେ ତାଙ୍କ ରିଲେଶନସିପ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ସାରା କ୍ରିକେଟର ଶୁଭମନ୍‌ ଗିଲ୍‌ଙ୍କ ସହ ସମ୍ପର୍କକୁ ନେଇ ଅଗଷ୍ଟରୁ ଚର୍ଚ୍ଚା ହେଉଥିଲା। ତାଙ୍କୁ ଅନେକ ସମୟରେ ଶୁଭମନ୍‌ଙ୍କ ସହ ଏକାଠି ଦେଖିବାକୁ…

ଗୀତ ଶୁଣି ନାଚନ୍ତି ମୂଷା

ଟୋକ୍‌ୟୋ: ସଙ୍ଗୀତ ଜୀବନକୁ ମଧୁର କରିବା ସହିତ ଲୋକଙ୍କ ଜୀବନରେ ସଙ୍ଗୀତର ମୂଲ୍ୟ ଅନେକ। କେତେଜଣ ସଙ୍ଗୀତ ଶୁଣିବା କ୍ଷଣି ଆରମ୍ଭ କରିଥାଏ। ତେବେ ମଣିଷଙ୍କ ବ୍ୟତୀତ ମୂଷାମାନେ ମଧ୍ୟ ସଙ୍ଗୀତ ପ୍ରତି ଆକର୍ଷିତ ହୁଅନ୍ତି ବୋଲି ଏକ ରିପୋର୍ଟ ଜଣାପଡିଛି।…

ଭାବପ୍ରବଣ ହେଲେ କେନ ୱିଲିୟମସନ

ଅକଲାଣ୍ଡ,୧୬।୧୧:ଆଇପିଏଲ ୨୦୨୩ ପାଇଁ ମିନି ନିଲାମ ପୂର୍ବରୁ, ସନରାଇଜର୍ସ ହାଇଦ୍ରାବାଦ ଦଳ କିଛି ନିଷ୍ପତ୍ତି ନେଇଛି। ହାଇଦ୍ରାବାଦ ଦଳ କେବଳ ଅଧିନାୟକ କେନ ୱିଲିୟମସନଙ୍କୁ ମୁକ୍ତ କରିଛି। ତାଙ୍କ ସହ ବିସ୍ଫୋରକ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ମଧ୍ୟ ଦଳରୁ ଓହରି ଯାଇଛନ୍ତି।…

ହ୍ବାଇଟ୍‌ ହାଉସ୍‌ରେ ବାହାହେବେ ବାଇଡେନ୍‌ଙ୍କ ନାତୁଣୀ

ଓ୍ବାଶିଂଟନ୍‌: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଶାସନକାଳ ମଧ୍ୟରେ ହ୍ବାଇଟ୍‌ ହାଉସ୍‌ରେ ପ୍ରଥମ ବାହାଘର ଅନୁଷ୍ଠିତ ହେବାକୁ ଯାଉଛି। ରାଷ୍ଟ୍ରପତିଙ୍କ ନାତୁଣୀ ନାଓମି ବାଇଡେନ୍‌ ଆସନ୍ତା ଶନିବାର ପ୍ରେମିକ ନିଲ୍‌ଙ୍କ ହାତ ଧରିବାକୁ ଯାଉଛନ୍ତି। ହ୍ବାଇଟ୍‌ ହାଉସ୍‌ର ସାଉଥ୍‌ ଲନ୍‌ରେ ବିବାହ…

ମୂଳରୁ ହିଁ ମୁକୁଳା

ଅନୁଗୋଳ ଅଫିସ, ୧୬।୧୧: ଉପକଣ୍ଠରେ ଏକାଧିକ ଶିଳ୍ପର ଉଦୟ। ସେଥିପାଇଁ ବଢ଼ୁଛି ଅନୁଗୋଳ ସହରର କଳେବର। ନିୟମିତ ବୃଦ୍ଧି ପାଉଛି ଜନ ଓ ଯାନବାହନ ସଂଖ୍ୟା। କିନ୍ତୁ ସେହି ଅନୁଯାୟୀ ହେଉନି ରାସ୍ତା ଏବଂ ଟ୍ରାଫିକ ବ୍ୟବସ୍ଥା। ଫଳରେ ସକାଳେ ଓ…

ସିଏସ୍‌ଆର୍‌ ପାଣ୍ଠିର ଉପଯୁକ୍ତ ବିନିଯୋଗ ହେଉନି

ଅନୁଗୋଳ ଅଫିସ,୧୬।୧୧: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ମଙ୍ଗଳବାର ନାଲ୍‌କୋ ସିଏସ୍‌ଆର୍‌ ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାଶର୍‌ବିକ ଗ୍ରାମଗୁଡ଼ିକର ଉନ୍ନତି ଓ ସ୍ଥାନୀୟ ନିଯୁକ୍ତିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…

ପରାଜୟକୁ ସଫଳତା ଭାବରେ ଗ୍ରହଣ କରି ଆଗକୁ ବଢିବାକୁ ପଡିବ: ପାଣ୍ଡ୍ୟା

ଅକଲାଣ୍ଡ,୧୬।୧୧: ଟି-୨୦ ବିଶ୍ୱକପରେ ଭାରତର ପ୍ରଦର୍ଶନକୁ ନେଇ ନିରାଶ ଭାରତୀୟ ଅଧିନାୟକ ତଥା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହି ସିରିଜ ଆରମ୍ଭ ପୂର୍ବରୁ ହାର୍ଦ୍ଦିକ କହିଛନ୍ତି, ବିଶ୍ୱକପ୍‌ ଭଳି ପ୍ରତିଯୋଗିତାରେ ସେମିଫାଇନାଲରୁ ବାଦ୍‌ ପଡିବା ନିହାତି ଦୁଃଖଦାୟକ। ଟିମ ଇଣ୍ଡିଆକୁ ପରାଜୟକୁ…

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪ ଦିନ ଧାରଣାରେ ବସିବା ପରେ ବି ସରକାର କିମ୍ବା ପ୍ରଶାସନ କେହି ବୁଝିଲେନି। ଫଳରେ…

ଦାବି ପୂରଣ ନ ହେଲେ ଆନ୍ଦୋଳନ

ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍‌ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ…

ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା

ଭୁବନେଶ୍ୱର, ୧୬ା୧୧(କ୍ରୀଡ଼ା ପ୍ରତିନିଧି): ୨୦୨୨ ଚ୍ୟାଲେଞ୍ଜର ଟ୍ରଫି ମହିଳା କ୍ରିକେଟ ପାଇଁ ମଙ୍ଗଳବାର ୪ଟି ଦଳ ଘୋଷଣା କରାଯାଇଛି। ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ଥାନ ପାଇଛନ୍ତି। ଗଞ୍ଜାମ ହିଞ୍ଜିଳିକାଟୁର ପ୍ରିୟଙ୍କା ସମ୍ପ୍ରତି ଇନ୍ଦିରା ମଇଦାନସ୍ଥିତ ଜାଗୃତି କ୍ରିକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri