Home Left

ଚାଷୀଙ୍କ ସମସ୍ୟା ସମାଧାନ ନ ହେବା ଯାଏଁ ଆନ୍ଦୋଳନ: ଭାଜପା

ଭୁବନେଶ୍ବର, ୧୬ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ ଥିବାବେଳେ ଏଠାରେ ବାଜିମାତ୍‌ କରିବାକୁ ବିଜେଡି ଏବଂ ଭାଜପା ଚାଷୀ ପ୍ରସଙ୍ଗକୁ ଢାଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ପାଇ ନ ଥିବା ବୀମା ରାଶିକୁ ନେଇ ଉଭୟ ଦଳ…

‘କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରରେ ଇସ୍ପାତ କାରଖାନା ହେବ’

କେନ୍ଦୁଝର,୧୬ା୧୧(ଡି.ଏନ୍‌.ଏ/ସ୍ବ.ପ୍ର): କ୍ରମାଗତ ଭାବେ ଶାସନରେ ଥିବା ସରକାର କେନ୍ଦୁଝର ଜିଲାକୁ ଅବହେଳା କରି ଆସୁଛନ୍ତି। ସ୍ଥାନୀୟ ବେକାର ଯୁବତୀ, ଯୁବକଙ୍କ ନିକଟରେ ନିଯୁକ୍ତି ନାହିଁ। ଓଡ଼ିଶାର ବିକାଶ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ। କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରଠାରେ ଏକ…

ଗୋଡ଼ ତଳେ ପଡ଼ି ମାଗିବି କି

କୋଲକାତା,୧୬ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ରର ଭାଜପା ସରକାର ପଶ୍ଚିମବଙ୍ଗକୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦ ବକେୟା ଅର୍ଥ ଦେଉନାହାନ୍ତି। କେବଳ ଏତିକି ନୁହେଁ, ରାଜ୍ୟକୁ ଅନେକ କେନ୍ଦ୍ରୀୟ ଯୋଜନାର ପାଣ୍ଠି ମିଳୁନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ପ୍ରିନ୍ସେସ୍‌ ଏନି, ପ୍ରିନ୍ସ ଏଡ୍‌ଓ୍ବାର୍ଡଙ୍କୁ ଡେପୁଟି ଭୂମିକା

ଲଣ୍ଡନ,୧୬ା୧୧: ବ୍ରିଟେନ କିଙ୍ଗ୍‌ ଚାଲର୍‌ସ ୩ୟ ତାଙ୍କ ଭଉଣୀ ପ୍ରିନ୍ସେସ୍‌ ଏନି (ରୟାଲ ପ୍ରିନ୍ସେସ୍‌) ଏବଂ ଭାଇ ପ୍ରିନ୍ସ ଏଡ୍‌ଓ୍ବାର୍ଡ (ଓ୍ବେସେକ୍ସ)ଙ୍କୁ ଡେପୁଟି ଭୂମିକା ଦେଇଛନ୍ତି। ଉଭୟେ ତାଙ୍କ ପକ୍ଷରୁ ରାଜକୀୟ ଦାୟିତ୍ୱ ନିର୍ବାହ କରିପାରିବେ। ଏନେଇ ବ୍ରିଟେନ ପାର୍ଲାମେଣ୍ଟରେ ଥିବା…

ଷ୍ଟିଭ୍‌ ଜବ୍ସଙ୍କ ସାଣ୍ଡାଲ ୧.୭୭ କୋଟି

ଓ୍ବାଶିଂଟନ୍‌,୧୬ା୧୧: ହଳେ ଜୋତାର ଦାମ୍‌ ସର୍ବାଧିକ କେତେ ହୋଇପାରେ? ୧,୦୦୦, ୫,୦୦୦ କି ୧୦,୦୦୦ ଟଙ୍କା। କିନ୍ତୁ ଗୋଟିଏ ପେୟାର୍‌ ଜୋତା ୧.୭୭ କୋଟି ଟଙ୍କାରେ ବିକ୍ରି ହୋଇଥିବା ଶୁଣିଲେ ଯେକେହି ବିସ୍ମିତ ହେବେ। ତାହା ପୁଣି ପୁରୁଣା ସାଣ୍ଡାଲ। ବିଶ୍ୱାସ…

ଯୁଦ୍ଧବନ୍ଦୀଙ୍କୁ ଅତ୍ୟାଚାର କରୁଛନ୍ତି ରୁଷିଆ, ୟୁକ୍ରେନ୍‌ : ଜାତିସଂଘ

ଜେନେଭା, ୧୬ା୧୧: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ୯ମାସରୁ ଅଧିକ ଦିନ ବିତିଯାଇଛି। ଦେଶର ନାଗରିକ ବହୁ ଅସୁବିଧାରେ ସମ୍ମୁଖୀନ ହେଉଥିବାବେଳେ ଯୁଦ୍ଧକାଳୀନ ବନ୍ଦୀମାନଙ୍କ ଉପରେ ଉଭୟ ଦେଶର ସୈନ୍ୟ ଅକଥନୀୟ ଅତ୍ୟାଚାର କରୁଥିବା ଜାତିସଂଘ ମାନବାଧିକାର ଅଫିସର (ଓଏଚ୍‌ସିଏଚ୍‌ଆର୍‌) କହିଛନ୍ତି।…

ଆଜି ଚନ୍ଦ୍ରକୁ ଆର୍ଟେମିସ୍‌-୧ ପଠାଇବ ନାସା

ଓ୍ବାଶିଂଟନ୍‌, ୧୬ା୧୧: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ବୁଧବାର ଚନ୍ଦ୍ରକୁ ଆର୍ଟେମିସ୍‌ -୧ ସ୍ପେସ୍‌ ଫ୍ଲାଇଟ୍‌ ପଠାଇବ। ଆଡଭାନ୍ସ ଟେକ୍‌ନୋଲୋଜିରେ ତିଆରି ହୋଇଥିବା ଆର୍ଟେମିସ୍‌-୧ ମହାକାଶରେ ଥିବା ଅନ୍ତରୀକ୍ଷ ଯାନ ପାଇଁ ଲାଇଫ୍‌ ସପୋର୍ଟ ଭଳି କାର୍ଯ୍ୟ କରିବ। ଚନ୍ଦ୍ରଠାରୁ…

ଅବୁ ଆଜମିଙ୍କ ସହଯୋଗୀଙ୍କ ଘର ସମେତ ୩୦ ସ୍ଥାନରେ ଆଇଟି ଚଢ଼ାଉ

ମୁମ୍ବାଇ,୧୬ା୧୧: ବେନାମୀ ସମ୍ପତ୍ତି ଏବଂ କଳାଧନ ମାମଲାରେ ଆୟକର ବିଭାଗ ମଙ୍ଗଳବାର ସମାଜବାଦୀ ପାର୍ଟି ନେତା ଅବୁ ଆଜମିଙ୍କ ସହଯୋଗୀଙ୍କ ଘରେ ଚଢ଼ାଉ କରିଛି। ଅବୁଙ୍କ ସହଯୋଗୀ ସ୍ବର୍ଗତ ଗଣେଶ ଗୁପ୍ତାଙ୍କ ସ୍ତ୍ରୀ ଆଭା ଗୁପ୍ତାଙ୍କ ଘର ସମେତ ମୁମ୍ବାଇ, ବାରାଣସୀ,…

ଅଚଳ ହୋଇଯିବ ଇନ୍‌ସାଇଟ୍‌ ଲ୍ୟାଣ୍ଡର

ଓ୍ବାଶିଂଟନ୍‌,୧୬ା୧୧: ମଙ୍ଗଳ ଗ୍ରହ ଉପରେ ଗବେଷଣା କରିବା ଲାଗି ଆମେରିକା ମହାକାଶ ଗବେଷଣା ସଂସ୍ଥାକୁ ନାସା ପଠାଉଥିବା ଇନ୍‌ସାଇଟ୍‌ ଲ୍ୟାଣ୍ଡର କାମ କରିବା ବନ୍ଦ କରିଦେବ । ଏହାର ସୋଲାର ପ୍ୟାନେଲରେ ମହାକାଶ ଧୂଳି ଜମା ହୋଇଯିବା କାରଣରୁ ଏହାର ବ୍ୟାଟେରି…

ୟୁକ୍ରେନ୍‌ ଆକ୍ରମଣକୁ ନିନ୍ଦା

ନୁସା ଡୁଆ,୧୬ା୧୧: ଇଣ୍ଡୋନେସିଆର ବାଲିସ୍ଥିତ ନୁସା ଡୁଆରେ ଚାଲିଥିବା ଜି୨୦ ସମ୍ମିଳନୀରେ ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ମଙ୍ଗଳବାର ଅଧିକାଂଶ ବିଶ୍ୱନେତା ନିନ୍ଦା କରିଛନ୍ତି। ଏହି ସମ୍ମିଳନୀରେ କ୍ଷୁଧା ଓ ଆଣବିକ ଅସ୍ତ୍ର ପ୍ରୟୋଗଜନିତ ବିପଦ ନେଇ ମଧ୍ୟ ଚିନ୍ତା ବ୍ୟକ୍ତ କରାଯାଇଛି।…

ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୬ା୧୧: ବ୍ରହ୍ମପୁର ଫାଷ୍ଟ ଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ଖଲ୍ଲିକୋଟ ଥାନା ଅଞ୍ଚଳର ପ୍ରହଲ୍ଲାଦ ବେହେରା (୫୩)ଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ…

ଜି.ଉଦୟଗିରିରେ ଶୀତ ଲହର ଜାରି

ଜି.ଉଦୟଗିରି,୧୬ା୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି। ଗତ ରବିବାର ସର୍ବନିମ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri