Home Left

ଜିଲାପାଳଙ୍କ ଅଫିସ ଆଗରେ ପ୍ରତିବାଦ

କେନ୍ଦୁଝର,୧୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡ଼ିଶା ଅମଲା ସଂଘ ପକ୍ଷରୁ ପ୍ରସନ୍ନ ବେହେରାଙ୍କ ନେତୃତ୍ୱରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା କର୍ମଚାରୀ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଅଫିସ…

ଫିଲ୍ମରୁ ଦୂରେଇ ଯିବେ ମିଷ୍ଟର ପରଫେକ୍ସନିଷ୍ଟ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାଁ ନିଜ ପର୍ସନାଲ ଓ ପ୍ରଫେସନାଲ ଲାଇଫକୁ ନେଇ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ । ଫିଲ୍ମରେ ତାଙ୍କର ପରଫେକ୍ଟ ଆକ୍ସନ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଥାଏ । ଆଉ ଏଇଥିପାଇଁ ତାଙ୍କୁ ଖୁବ୍…

ଆତ୍ମନିର୍ଭରଶୀଳ ମା’

ଆଜିକାଲି ଅନେକ ମହିଳା ଆତ୍ମନିର୍ଭରଶୀଳ ହେବାକୁ ଆଗେଇ ଆସୁଛନ୍ତି । କିନ୍ତୁ ଏହି ସମୟରେ ସେମାନଙ୍କୁ କେତୋଟି ବିଷୟ ପ୍ରତି ଦୃଷ୍ଟିଦେବା ଦରକାର… ଦିନ ଥିଲା ମହିଳାମାନେ ଘର ଭିତରେ ନିଜକୁ ସୀମାବଦ୍ଧ କରି ରଖୁଥିଲେ। ହେଲେ ଏବେ ସବୁ କିଛି…

ଜଲନ୍ଧର ରେଲଓ୍ବେ ଷ୍ଟେସନରେ ଏକ ସୁଟ୍‌କେସ୍‌ରୁ ମିଳିଲା ମୃତଦେହ

ଜଲନ୍ଧର,୧୫।୧୧: ପଞ୍ଜାବ ଜଲନ୍ଧରର ସିଟି ରେଲଓ୍ବେ ଷ୍ଟେସନ ବାହାରେ ଏକ ଲାଲ ସୁଟକେସ୍‌ ମିଳିଛି। ସେଥିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଥିବା ଜଣାପଡ଼ିଛି। ଏହି ଖବର ସହରରେ ପ୍ରଚାରିତ ହେବା ପରେ ଭୟର ବାତାବରଣ ଖେଳିଯାଇଛି। ମୃତ ବ୍ୟକ୍ତିଙ୍କ ବୟସ…

ଏକାଦଶ, ଦ୍ୱାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ନେଇପାରନ୍ତି ଏଭଳି ନିଷ୍ପତ୍ତି

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଶିକ୍ଷା ପାଇଁ ଅନେକ ସମୟରେ ଟଙ୍କା ବାଧକ ସାଜୁଛି। ଏଥିଲାଗି କେତେକ ମେଧା ଛାତ୍ରୀଛାତ୍ର ସ୍ବପ୍ନ ପୂରଣ କରିବାକୁ ଅସମର୍ଥ ହେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏକ ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି।…

ଦେଶରେ ୪୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୫।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଜଣେ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା…

ଆସିବ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ସିକ୍ୱେଲ

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ଚଳିତ ବର୍ଷ ରେକର୍ଡ ସୃଷ୍ଟି କରିଥିଲା। ଅଭିନେତା ରାମ ଚରଣ ଏବଂ ଜୁନିୟର ଏନ୍‌ଟିଆର ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଦୁହିଁଙ୍କ କେମେଷ୍ଟ୍ରି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଇତି ମଧ୍ୟରେ ‘ଆର୍‌ଆର୍‌ଆର୍‌’ର…

ଏହି କଥାକୁ ନେଇ ଶାଳୀଙ୍କ ସହ ଝଗଡା କରନ୍ତି ରଣବୀର

ବଲିଉଡର ପାଓ୍ବାରଫୁଲ ଦମ୍ପତି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ପରସ୍ପରର ଯତ୍ନ ନିଅନ୍ତି। ଏଥି ସହିତ, ପରସ୍ପରର ପରିବାରକୁ ମଧ୍ୟ ବହୁତ ସମ୍ମାନ ଦିଅନ୍ତି। ରଣବୀରଙ୍କ ସହ ଦୀପିକାଙ୍କ ଭଉଣୀ ଅନିଶାଙ୍କ ଭଲ ସମ୍ପର୍କ ଅଛି।…

ସ୍ତ୍ରୀଙ୍କ ପାଇଁ ଭୋଟ ମାଗିଲେ ରବିନ୍ଦ୍ର ଜାଡେଜା

ଗାନ୍ଧୀନଗର,୧୫।୧୧: ଭାରତୀୟ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭାବାଙ୍କୁ ଭାରତୀୟ ଜନତା ପାର୍ଟି ଗୁଜରାଟ ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି। ଜାଡେଜା ତାଙ୍କ ସ୍ତ୍ରୀଙ୍କ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜାଡେଜା କହିଛନ୍ତି, ତାଙ୍କ ସ୍ତ୍ରୀ ରିଭାବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବିଧାନସଭା ସମ୍ମୁଖରେ ଧାରଣା ଦେବେ ଶିକ୍ଷକ, କର୍ମଚାରୀ

ସୋନପୁର,୧୫।୧୧ (ନି.ପ୍ର.): ସୁବର୍ଣ୍ଣପୁର ଜିଲା ବ୍ଲକ ଗ୍ରାଣ୍ଟପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀମାନଙ୍କର ଏକ ବୈଠକ ଜିଲା ସଭାପତି ଉମେଶ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ସୋନପୁର ସମଲେଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ବୈଠକରେ…

ଜେଲନସ୍କିଙ୍କ ବଡ ବୟାନ, ଖେରସନରେ ରୁଷିଆ ସେନା ପଛକୁ ହଟିବା ଯୁଦ୍ଧ ଶେଷ ହେବାର ଆରମ୍ଭ

କ୍ୱିଭ,୧୫ ।୧୧: ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି କହିଛନ୍ତି ଖେରସନରୁ ରୁଷିଆ ସେନା ପଛକୁ ହଟିଯିବା ଯୁଦ୍ଧ ଶେଷର ଆରମ୍ଭ । ଏହା ପୂର୍ବରୁ ଖେରସନ ସହରରୁ ରୁଷିଆ ସେନା ପଛକୁ ହଟି ଯାଇଛନ୍ତି । ଏହା ପୂର୍ବରୁ ବି ଜେଲନସ୍କି…

ବରଗଡ଼ ଧନୁଯାତ୍ରା: ଗୋପପୁର କଳାକାର ଚୟନ

ବରଗଡ଼ ଅଫିସ୍‌,୧୫।୧୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ମଥୁରାନଗରୀ କଳାକାର ଚୟନ ସରିବା ପରେ ସୋମବାର ସନ୍ଧ୍ୟାରେ ଗୋପପୁର କଳାକାର ଚୟନ କରାଯାଇଥିଲା। ଗୋପପୁର କମିଟି କରିଥିବା ଏହି ଚୟନ ପ୍ରକ୍ରିୟାରେ ଏଥର ସମ୍ରାଟ ମହାପାତ୍ର କୃଷ୍ଣ ଏବଂ ଶ୍ରେୟସ ପୂଜାରୀ ବଳରାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri