Home Left

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା ବ୍ରାହ୍ମଣ ମହାସଭା ପକ୍ଷରୁ ଦାବି କରାଯାଇଅଛି । ମଙ୍ଗଳବାର ସଂଘର କର୍ମକର୍ତ୍ତାମାନେ ଜିଲାପାଳଙ୍କ…

ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ ପଡୁଥିବାରୁ ଏହା ଯେତେ ପରିଷ୍କାର ରହିବ ସେତେ ଭଲ। ତେବେ ନେମ୍‌ପ୍ଲେଟ୍‌ ଲଗାଇବାକୁ…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ିଥିଲା, କିନ୍ତୁ ସେ ଉଭୟ ପ୍ରସଙ୍ଗରେ ମନ୍ତବ୍ୟ ଦେବାକୁ ମନା କରିଦେଇଥିଲେ।…

ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ

ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ପ୍ରତିକ୍ରିୟା…

ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି…

ରାଜନୀତିରେ ବଡ଼ ହଇଚଇ:  ଶଳାଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…

ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି  ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍‌ ନେତା। ପୂର୍ବତନ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ମଧ୍ୟ ଗଡ଼…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି ମା’ଙ୍କ ଦର୍ଶନ କରିବା ସହ ଅଧଘଣ୍ଟାଏ ଧରି ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ ।…

ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପରବେଶ ନାୟକ। ବିଦ୍ୟୁତ ସଂଯୋଗ ପାଇଁ ଜଣେ…

ହକି ବିଶ୍ୱକପ୍‌ ଖେଳିବା ପରେ ଏବେ ଟି-୨୦ ବିଶ୍ୱକପ୍‌ରେ ଦଳର ନେତୃତ୍ୱ ନେବେ ଏହି ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୩।୨: ଟି୨୦ ବିଶ୍ୱକପ ୨୦୨୬କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥର ୨୦ଟି ଦଳ ଅଂଶଗ୍ରହଣ କରିବେ। ଟି୨୦ ବିଶ୍ୱକପ ଇତିହାସରେ ପ୍ରଥମ ଥର ପାଇଁ ଏତେ ଦଳ ଗୋଟିଏ ସଂସ୍କରଣରେ ଖେଳୁଛନ୍ତି। ଏହି ୨୦ଟି ଦଳ ମଧ୍ୟରୁ ଜଣେ ଅଧିନାୟକ…

ଲୋନାୱାଲାରେ ଟ୍ରେକିଂ ସମୟରେ ଓଡ଼ିଆ ଛାତ୍ରୀଙ୍କ ମୃତ୍ୟୁ, ୩୯୦ ଫୁଟ ଘାଇରୁ ମିଳିଲା ମୃତଦେହ

ମୁମ୍ବାଇ,୩ା୨: ମହାରାଷ୍ଟ୍ରର ଲୋନାଓ୍ବାଲାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଲୋନାୱାଲାରେ ଟ୍ରେକିଂ କରୁଥିବା ସମୟରେ ଓଡ଼ିଶାର ଜଣେ ୧୯ ବର୍ଷୀୟା ଆଇନ ଛାତ୍ରୀଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ମୃତକ ହେଲେ ଶ୍ରେୟା ପତି (୧୯) । ତେବେ…

ଆଇଆଇଟି ରିପୋର୍ଟରେ ଟିପିସିଓଡିଏଲ୍‌ର କାର୍ଯ୍ୟଦକ୍ଷତାକୁ ସ୍ବୀକୃତି

ଭୁବନେଶ୍ୱର,୩ା୨(ଅନୁରାଧା ମହାରଣା): ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ପକ୍ଷରୁ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବିଦ୍ୟୁତ ବିତରଣ କାର୍ଯ୍ୟଦକ୍ଷତା ଉପରେ ଏକ ଅଧ୍ୟୟନ ରିପୋର୍ଟ ପ୍ରକାଶ…

କିଣିବାକୁ ନୁହେଁ ସୁନା ବିକ୍ରି କରିବାକୁ କାହିଁକି ଏଠି ଲୋକଙ୍କ ଲମ୍ବା ଲାଇନ? ଜାଣନ୍ତୁ ଏହାର କାରଣ, ପଡିବ ବଡ଼ ପ୍ରଭାବ!

ବେଜିଂ,୩।୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟରେ ଯଥେଷ୍ଟ ପରିବର୍ତ୍ତନ ଆସିଛି। ବଜାରରେ ଏପରି ଏକ ସମୟ ଆସିଥିଲା ଯେତେବେଳେ ସୁନାର ମୂଲ୍ୟ ହଠାତ ୧୮,୦୦୦ ପ୍ରତି ଗ୍ରାମ ପହଞ୍ଚିଥିଲା ଏବଂ ପରେ ପରେ ଏହା ୧୪,୦୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri