ହାତୀକୁ ତୀର ମାରି କରିଥିଲେ ହତ୍ୟା, ଶିକାରୀ ଗିରଫ
କେନ୍ଦୁଝର,୧୫।୧୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ କଳାପାଟ ଜଙ୍ଗଲରେ ହାତୀକୁ ତୀର ମାରି ହତ୍ୟା କରିବା ଘଟଣାରେ ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି। ସେ ହେଲେ ଶିମିଳିପାଳ ଗ୍ରାମର ଚଗଲୁ ପାତ୍ର। ତାଙ୍କ ଠାରୁ ଏକ ବନ୍ଧୁକ…
ଲିମାମେଡା ନିକଟରେ ହାତୀପଲ
ଗୁଣପୁର,୧୫।୧୧(ଡି.ଏନ୍.ଏ): ରାୟଗଡା ଜିଲା ଗୁଣପୁର ସହର ନିକଟ ଲିମାମେଡା ଅଞ୍ଚଳରେ ଗତ ସପ୍ତାହ ହେବ ୬ ଟିକିଆ ହାତୀ ପଲ ଚଳପ୍ରଚଳ କରୁଥିବାବେଳେ ସେମାନଙ୍କୁ ଦେଖିବା ପାଇଁ ପ୍ରତିଦିନ ସହରବାସୀଙ୍କ ସମେତ ଆଖାପାଖ ଗ୍ରାମର ଲୋକଙ୍କ ଭିଡ଼ ଜମୁଛି। ଲୋକେ ଅମାନିଆ…
ଡିମ୍ପଲଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲା ଭାଜପା
ଲକ୍ଷ୍ନୌ,୧୫।୧୧: ଉତ୍ତରପ୍ରଦେଶର ମୈନପୁରୀ, ରାମପୁର ଏବଂ ଖତୌଲି ଆସନ ପାଇଁ ଭାଜପା ମଙ୍ଗଳବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୈନପୁରୀ ଉପବିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ବିରୋଧରେ ଭାଜପା ରଘୁରାଜ ସିଂ ଶାକ୍ୟାଙ୍କୁ…
କନ୍ଧମାଳରେ ଥରାଇଲାଣି ଶୀତ
କନ୍ଧମାଳ,୧୫।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ଗତ ଦୁଇ ତିନି ଦିନ ହେଲା ପ୍ରବଳ ଶୀତ ଅନୁଭୁତ ହେଉଛି । ଖାଲି ଫୁଲବାଣୀ ନୁହେଁ ସମଗ୍ର ଜିଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ…
ଆଜିଠୁ ଦୁଇଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୫।୧୧: ଆଜିଠୁ ଦୁଇଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ଶାହଦୋଲରେ ଆୟୋଜିତ ହେବାକୁ ଥିବା ଆଦିବାସୀ ଗର୍ବ ଦିବସ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଭୋପାଳରରେ ଦୁଇଟି ପ୍ରକଳ୍ପର ଭର୍ଚୁଆଲ ଭିତ୍ତିପ୍ରସ୍ତର…
ପିଲାଙ୍କ ଆଡ୍ମିଶନ ଟଙ୍କାକୁ ଟାର୍ଗେଟ କରୁଛନ୍ତି ସାଇବର ଠକ
ଉମରକୋଟ, ୧୫।୧୧(ସ୍ବ.ପ୍ର.) : ଯୁକ୍ତ ୨ପାସ୍ ପରେ ଛାତ୍ରୀଛାତ୍ର କେଉଁ ଯୁକ୍ତ ୩ କଲେଜରେ ନାମ ଲେଖାଇବେ ତାହାର ତଥ୍ୟ ପାଇ ସେମାନଙ୍କୁ ଫସାଇ ଟଙ୍କା ନେଇଯାଉଛନ୍ତି ସାଇବର ଠକ। ନବରଙ୍ଗପୁର ଜିଲାରେ ଏଭଳି ଘଟଣା ବାରମ୍ବାର ଘଟୁଛି। ସୋମବାର ନବରଙ୍ଗପୁର…
କରୋନା ଆକ୍ରାନ୍ତ ହେଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ, ନିକଟରେ ବିଶ୍ୱର ଅନେକ ନେତାଙ୍କୁ ଭେଟିଥିଲେ
ବାଲି,୧୫।୧୧: କାମ୍ବୋଡିଆ ପ୍ରଧାନମନ୍ତ୍ରୀ ହନ ସେନ କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ସେ ଅନେକ ଦେଶର ନେତାଙ୍କୁ ଭେଟିଥିଲେ। ହୁନ କାମ୍ବୋଡିଆର ନୋମ ପେନ୍ହରେ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ସମ୍ମିଳନୀ ଆୟୋଜନ କରିଥିଲେ। ଏଥିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ,…
କଥା ଦେଇ ପ୍ରତିଶ୍ରୁତି ପୂରଣ କଲେ ସରପଞ୍ଚ
ଦଶମନ୍ତପୁର,୧୫ା୧୧ (ଡି.ଏନ୍.ଏ.): ଅନେକେ ଅଛନ୍ତି ନିର୍ବାଚନ ସମୟରେ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇ ରଖନ୍ତି ନାହିଁ। ମାତ୍ର ଏଭଳି କିଛି କମ ରାଜନେତା ଅଛନ୍ତି ଯେଉଁମାନେ ପ୍ରତିଶ୍ରୁତି ଦେଇ ତାହାକୁ ରଖନ୍ତି। ସେହିପରି ପ୍ରତିଶ୍ରୁତି ପାଳନ କରିଥିବା ଜଣେ ମହିଳା ହେଲେ କୋରାପୁଟ…
ଜୁମାଡଙ୍ଗକୁ ଫେରିଲେ ୧୬ ପରିବାର
ମାଲକାନଗିରି, ୧୫ା୧୧(ଡି.ଏନ.ଏ.): ଓଡିଶା ସୀମାନ୍ତ ଅଞ୍ଚଳରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଆନ୍ଧ୍ର ସରକାରଙ୍କ ପକ୍ଷରୁ ଭତ୍ତା, ଆଧାର କାର୍ଡ, ଭୋଟର କାର୍ଡ ପ୍ରଦାନ କରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଥିବା ସ୍ବାଭିମାନ ଅଞ୍ଚଳର ଧୁଳିପୂଟ…
ପଦ୍ମପୁର ଉପନିର୍ବାଚନ: ଆଜିଠୁ ପ୍ରଚାର ମଇଦାନକୁ ଓହ୍ଲାଇବେ ୩ ପ୍ରମୁଖ ଦଳ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ଆଜିଠୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ତେବେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ…
‘ଗୁଣ ଥିଲେ ମଣିଷ ସୁନ୍ଦର’
ଢେଙ୍କାନାଳ ଅଫିସ, ୧୫।୧୧: ଯୁବପିଢ଼ିଙ୍କ ଆଦର୍ଶ ସ୍ବାମୀ ବିବେକାନନ୍ଦ ରୂପରେ ଯେମିତି, ଗୁଣରେ ମଧ୍ୟ ସେମିତି ଥିଲେ। ଚେହେରା ଥାଇ ଗୁଣ ନ ଥିଲେ ମଣିଷ ସୁନ୍ଦର ଲାଗେନାହିଁ। ଚେହେରା ସହିତ ସବୁ ପ୍ରକାର ଗୁଣ ଯାହା ପାଖରେ ଥିବ, ସେ…
ଚାଷୀ ମୁଣ୍ଡରେ ଚଡ଼କ
ଛେଣ୍ଡିପଦା, ୧୫ା୧୧ (ସ୍ବ.ପ୍ର.): ରାତି ହେଲେ ଧାନ ବିଲରେ ପଶୁଛନ୍ତି ବାର୍ହା ପଲ। ଏକର ଏକର ଜମିରେ ଫସଲ ନଷ୍ଟ କରୁଛନ୍ତି ଏହି ଜଙ୍ଗଲୀ ଜନ୍ତୁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରୁନି ବନ ବିଭାଗ। ଏପରି…
Archives


