ନା ବ୍ୟାଟ ବୁଲାଇଲେ, ନା ବୋଲିଂ କଲେ; ତଥାପି ତିଲକ ବର୍ମା ରେକର୍ଡ ବୁକରେ ନମ୍ବର ଓ୍ବାନ ସ୍ଥାନ ହାସଲ କଲେ, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୪।୧୦: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟକ ତିଲକ ବର୍ମା ଶନିବାର ରେକର୍ଡ ବୁକରେ ନିଜର ଏକ ସ୍ଥାନ ସୃଷ୍ଟି କରିଛନ୍ତି। ସେ ଏକ ନିର୍ଦ୍ଦିଷ୍ଟ ବର୍ଗରେ ଏକ ନମ୍ବର ସ୍ଥାନ ହାସଲ କରିଛନ୍ତିଯେଉଁଥିପାଇଁ ତାଙ୍କୁ ନା ବ୍ୟାଟିଂ କରିବାକୁ ପଡ଼ିଛି, ନା…
ଏହି ୫ ଜିଲାରେ ୨୮ ଓ ୨୯ରେ ସ୍କୁଲ୍, କଲେଜ ଛୁଟି : ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍ ଓ କଲେଜ ବନ୍ଦ ରହିବ। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ…
IND VS NZ: ୪ ୱିକେଟରେ ବାଜି ମାରିଲା ଟିମ୍ ଇଣ୍ଡିଆ, ଚର୍ଚ୍ଚାରେ ତିଲକ ବର୍ମା-ନୀତୀଶ ରେଡ୍ଡୀ
ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ, ଭାରତୀୟ କ୍ରିକେଟ ଦଳ ଏକ ଖରାପ ଆରମ୍ଭ ସତ୍ତ୍ୱେ ଚମତ୍କାର ପ୍ରଦର୍ଶନ କରି ୪ ୱିକେଟରେ ବିଜୟ ହାସଲ କରିଛି। ଏହି ବିଜୟ ସହ ଶ୍ରେୟସ ଆୟର ଏବଂ ତାଙ୍କ ଦଳ ୫…
ବାତ୍ୟା ମୁକାବିଲା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି
ପୁରୁଷୋତ୍ତମପୁର, ୨୪ା୧୦ (ସବିତା ମିଶ୍ର): ସମ୍ଭାବ୍ୟ ବନ୍ୟା, ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ମନୁଷ୍ୟଙ୍କ ଧନଜୀବନ ସହ ଗୃହପାଳିତ ପଶୁ ଓ ଅନ୍ୟାନ୍ୟ…
ପ୍ରେମୀଯୁଗଳଙ୍କ ଅଜବ ଫଣ୍ଡା, ବିବାହ ଖର୍ଚ୍ଚ ଉଠାଇବା ପାଇଁ ଲୁଟିଲେ ସୁନା ଚେନ୍, ଆଉ ତା’ ପରେ…
ହାଇଦ୍ରାବାଦ,୨୪ା୧୦: ହାଇଦ୍ରାବାଦରେ ନିଜ ବିବାହ ପାଇଁ ଟଙ୍କା ଯୋଗାଡ଼ କରିବା ଉଦ୍ଦେଶ୍ୟରେ ପ୍ରେମୀଯୁଗଳ ଏକ ଅଜବ ଫଣ୍ଡା ଆପଣାଇଛନ୍ତି। ପ୍ରେମୀଯୁଗଳ ଜଣେ ମନ୍ଦିର କର୍ମଚାରୀଙ୍କଠାରୁ ସୁନା ଚେନ୍ ଛଡ଼ାଇ ନେଇଥିବା ଅଭିଯୋଗରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ୨୩…
ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ପାଇଁ ପ୍ରଶାସନର ପ୍ରସ୍ତୁତି: ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଷ୍ମୀପୂଜା ତୋରଣ ଖୋଲା ରହିବ
କେନ୍ଦ୍ରାପଡ଼ା, ୨୪ା୧୦ (ଜଗନ୍ନାଥ ଧଳ): ଅକ୍ଟୋବର ମାସରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁଯାୟୀ, ଆସନ୍ତା ୨୬ରୁ ୨୯ ତାରିଖ ମଧ୍ୟରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ପ୍ରଭାବ…
ବଟେଶ୍ୱର ପୀଠକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ, ବଢୁଛି ଅସନ୍ତୋଷ
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ ହୋଇଯାଇଛି। ଯାହାଫଳରେ ପୂର୍ବରୁ ଯାଉଥିବା ପର୍ଯ୍ୟଟକ, ସାଧାରଣ…
କୋଟିଆରେ ଭଙ୍ଗା ଯାଇଥିବା ବୋର୍ଡ ପୁନଃସ୍ଥାପନ କଲା ଆନ୍ଧ୍ର: ନିର୍ବାଚନ ପାଇଁ ତତ୍ପରତା ପ୍ରକାଶ କରି…
ପଟ୍ଟାଙ୍ଗି,୨୪ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ବିବାଦ ପୁଣି ଥରେ ଘନୀଭୂତ ହୋଇଛି। ବିଜେଡି ପ୍ରତିନିଧି ଦଳ ଦ୍ୱାରା ଭଙ୍ଗାଯାଇଥିବା ଆନ୍ଧ୍ରର ତେଲୁଗୁ ବୋର୍ଡ…
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି: ଅଧିକାରୀଙ୍କ ଛୁଟି ବାତିଲ, ୨୯ ତାରିଖ ପର୍ଯ୍ୟନ୍ତ…
ଛତ୍ରପୁର,୨୪ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ଓସଓ୍ବାନ ହଲ୍ରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ…
କୁମାର ପୂର୍ଣ୍ଣିମା ଠାରୁ ଏହି ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ସୃଷ୍ଟି ହେଲା ବଡ଼ ରାଜଯୋଗ! ଅଚାନକ ଘରକୁ ଆସିବ ଖୁସିଖବର
ଶରଦ ପୂର୍ଣ୍ଣିମା ହିନ୍ଦୁ ଧର୍ମର ଏକ ମହତ୍ତ୍ୱପୂର୍ଣ୍ଣ ପର୍ବ। ଆଶ୍ୱିନ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ଏହି ପର୍ବ ପାଳନ କରାଯାଏ। ଏହି ଦିନକୁ ମହର୍ଷି ବାଲ୍ମୀକି ଜୟନ୍ତୀ ଭାବେ ମଧ୍ୟ ପାଳନ କରାଯାଏ। ଧାର୍ମିକ ମାନ୍ୟତା ଅନୁଯାୟୀ, ଶରଦ…
୨୦୨୭ରେ ମେଷ ସମେତ ଏହି ରାଶିଙ୍କ ପିଛା ଛାଡ଼ିବେନି ଶନି; ପାଖରୁ ପଳାଇବ ସବୁ ଧନ! ଚାକିରି-ବ୍ୟବସାୟରେ…
୨୦୨୬ ବର୍ଷ ଶେଷ ହେବାକୁ ଯାଉଥିବାବେଳେ ଏବେଠାରୁ ୨୦୨୭କୁ ନେଇ ଜ୍ୟୋତିଷ ଗଣନା ଉପରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ଚଳନ ଓ ରାଶି ପରିବର୍ତ୍ତନ ବିଭିନ୍ନ ରାଶିର ଜାତକଙ୍କ ଜୀବନ ଉପରେ ପ୍ରଭାବ ପକାଇଥାଏ ବୋଲି…
ଇତିହାସ ରଚିଲେ ତିଳକ ବର୍ମା: ଭାଙ୍ଗିଦେଲେ ବିଶ୍ୱରେକର୍ଡ
ଖ୍ରୀଷ୍ଟଚର୍ଚ୍ଚ,୨୪।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ ଖ୍ରୀଷ୍ଟଚର୍ଚ୍ଚର ହାଗ୍ଲି ଓଭାଲ ଷ୍ଟାଡିୟମ୍ରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳର ଉପଅଧିନାୟକ ତିଳକ ବର୍ମା ଦୁଇଟି କ୍ୟାଚ ଧରି ଏକ ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଟି-୨୦…

