Home Left

ଫେରୁଛି ତାଲିବାନ୍‌ ବର୍ବରତା

କାବୁଲ,୧୫ା୧୧:୧୯୯୬ରୁ ୨୦୦୧ ପର୍ଯ୍ୟନ୍ତ ତାଲିବାନ୍‌ର ପ୍ରଥମ ପାଳି ଶାସନ ବେଳେ ଆଫାଗାନିସ୍ତାନବାସୀ ଅଣନିଃଶ୍ୱାସୀ ହୋଇଯାଇଥିଲେ। ୨୦୨୧ ଅଗଷ୍ଟ ୧୫ରେ କାବୁଲ ଦଖଲ ପରେ ଅନ୍ତର୍ଜାତୀୟ ସ୍ବୀକୃତି ଆଶାରେ ତାଲିବାନ୍‌ ଶାସକ ପୂର୍ବାପେକ୍ଷା ନରମ ଆଭିମୁଖ୍ୟ ଦେଖାଇଥିଲେ। ବର୍ତ୍ତମାନ ସୁଦ୍ଧା ବିଶ୍ୱର କୌଣସି…

ତେଲକୁ ଜିଏସ୍‌ଟି ଅଧୀନକୁ ଆଣିବା ପାଇଁ କେନ୍ଦ୍ର ପ୍ରସ୍ତୁତ

ଶ୍ରୀନଗର,୧୫ା୧୧(ପି.ଟି.):ପେଟ୍ରୋଲ, ଡିଜେଲକୁ ଜିଏସ୍‌ଟି ପରିସରଭୁକ୍ତ କରିବା ଲାଗି କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି। ତେବେ ଏଥିପାଇଁ ରାଜଗ୍ୟଗୁଡ଼ିକ ସହମତ ହେବା ଆବଶ୍ୟକ ବୋଲି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ସୋମବାର କହିଛନ୍ତି। ଯଦି ରାଜ୍ୟଗୁଡ଼ିକ ଆଗେଇ…

୫-ଟି ସଚିବଙ୍କ ଶିଖରଚଣ୍ଡୀ, ଟାଉନ ପ୍ଲାନିଂ ସ୍କିମ୍‌ ସମୀକ୍ଷା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ସୋମବାର ଭୁବନେଶ୍ୱର ଉପକଣ୍ଠ ପଥରଗାଡ଼ିଆ ନିକଟସ୍ଥ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିବା ସହ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ଉନ୍ନୟନ…

କୋର୍ଟ ନ ଆସିଲେ ରଦ୍ଦ ହେବ ଲାଇସେନ୍ସ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ବିଭିନ୍ନ ଜିଲା ବାର୍‌ ଆସୋସିଏଶନ ଆନ୍ଦୋଳନରେ ସାମିଲ ହୋଇଥିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ନ କଲେ ଆଇନଜୀବୀମାନଙ୍କ ଲାଇସେନ୍ସ ରଦ୍ଦ ହୋଇପାରେ ବୋଲି ସର୍ବୋଚ୍ଚ ଅଦାଲତ ଚେତାବନୀ ଦେଇଛନ୍ତି। ସମସ୍ତଙ୍କୁ ନ୍ୟାୟ…

ନବୀନ ନିବାସ ସମ୍ମୁଖରୁ ଦମ୍ପତିଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ଥାନାଧିକାରୀଙ୍କ ଦ୍ୱାରା ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଏକ ଦଳିତ ପରିବାର ନ୍ୟାୟ ପାଇଁ ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ମଧ୍ୟାହ୍ନରେ ନିର୍ଯାତିତ ସ୍ବାମୀ ବଳରାମ ଜେନା ଓ ତାଙ୍କ ସ୍ତ୍ରୀ…

ଅଭିଯୁକ୍ତଙ୍କୁ ପୋଲିସର ଏନ୍‌କାଉଣ୍ଟର

ରାଉରକେଲା ଅଫିସ,୧୫।୧୧:ଜମିବାଡ଼ି ବିବାଦରୁ ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଝରିଆକୋଚା ବସ୍ତିର ବାଞ୍ଛାନିଧି ତନ୍ତୀ(୪୨)ଙ୍କୁ ଗୁଳି ମାରି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଅଜିତ ଓରାମ ଓରଫ ଚୁମକୁଙ୍କୁ ପୋଲିସ ସୋମବାର ଏନ୍‌କାଉଣ୍ଟର କରିଛି। ତାଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ନାମରେ ଜମି ଦୁର୍ନୀତି ମାମଲା

କଟକ ଅଫିସ,୧୫ା୧୧:ଭୁବନେଶ୍ୱର ଭୀମପୁର ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨ ଏକର ୧୩୩ ଡେସିମିଲ ଜମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଭଉଣୀ ଗୀତା ମେହେଟାଙ୍କ ନାମରେ ବେଆଇନ ଭାବେ ପଟ୍ଟାଭୁକ୍ତ କରାଯାଇଛି। ଏହି ଜମି ଦୁର୍ନୀତି ନେଇ ଭାରତୀୟ…

ବନ୍ୟା ବିପନ୍ନଙ୍କ ପାଇଁ ‘ଆପାଦ ମିତ୍ର’

ଯାଜପୁର ଅଫିସ,୧୫ା୧୧:ସରକାରୀ ସହାୟତା ପହଞ୍ଚିବା ପୂର୍ବରୁ ବନ୍ୟା ବିପନ୍ନଙ୍କୁ ଗୋଷ୍ଠୀସ୍ତରୀୟ ସ୍ବେଚ୍ଛାସେବୀ (କମ୍ୟୁନିଟି ଲେବୁଲ ଭଲେଣ୍ଟିୟର) ତୁରନ୍ତ ସହଯୋଗ କରିବେ। ଏଥିପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ବା ଓଡ଼ିଶା ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଓଏସ୍‌ଡିଏମ୍‌ଏ) ପକ୍ଷରୁ ଆପାଦ ମିତ୍ର…

ସୁପ୍ରିମକୋର୍ଟରେ ଚିଟ୍‌ଫଣ୍ଡ୍‌ ଦୁର୍ନୀତି: ଆମିକସ୍‌ କ୍ୟୁରି ନିଯୁକ୍ତ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ହାଇ-ପ୍ରୋଫାଇଲ ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସହଯୋଗ ପାଇଁ ସୁପ୍ରିମକୋର୍ଟ ସୋମବାର ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ରୂପେ ନିଯୁକ୍ତ କରିଛନ୍ତି। ଜମାକାରୀମାନେ ନିଜ କଷ୍ଟ ଅର୍ଜିତ ଧନ ଫେରିପାଇ ନ ଥିବାବେଳେ ଆମିକସ୍‌ କ୍ୟୁରିଙ୍କ…

ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ଗୁଳିକାଣ୍ଡ, ୩ ମୃତ ଅଭିଯୁକ୍ତ ଗିରଫ

ନ୍ୟୁୟର୍କ,୧୫ ।୧୧: ଆମେରିକାର ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ରାତିରେ ଗୁଳିକାଣ୍ଡ ହୋଇଛି । ଏହି ସମୟରେ ଭର୍ଜିନିଆ ବିଶ୍ୱ ବଦ୍ୟାଳୟ ଫୁଟବଲ ଟିମର ୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ୨ ଜଣ ଆହତ ହୋଇଛନ୍ତି…

ବିହନ ସଙ୍କଟରେ ଆଳୁଚାଷୀ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ୍‌/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ଯାଜପୁର ଅଫିସ୍‌/ ବଲାଙ୍ଗୀର ଅଫିସ୍‌, ୧୫ା୧୧ ରାଜ୍ୟ ସରକାର ଆଳୁ ମିଶନକୁ ଜୋରସୋରରେ ପ୍ରଚାର ପ୍ରସାର କଲେ। ବଜାରର ଚାହିଦା ଓ ମୂଲ୍ୟକୁ ଦେଖି ବିଭିନ୍ନ ଜିଲାରେ ଚାଷୀମାନେ ଏହି ଚାଷ ପ୍ରତି ଆଗ୍ରହ ଦେଖାଇଥିଲେ। ତେବେ…

ଧୂଳିମୟ ଭିଆଇପି ରୋଡ୍‌

ଆନନ୍ଦପୁର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ୧୩ ନଂ. ଓ ୧୪ ନଂ. ଓ୍ବାର୍ଡକୁ ସଂଲଗ୍ନ ଭିଆଇପି ରୋଡ୍‌ ଧୂଳିମୟ ହୋଇପଡ଼ିଛି। ଯାନବାହନ ଯାତାୟାତ ସମୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ଭାରିଯାନ ଯାତାୟାତ ସମୟରେ ସମ୍ପୃକ୍ତ ରାସ୍ତାଟିରେ ଧୂଳି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri