Home Left

‘ମୁଁ କାହାକୁ ଡରିନି’

ବମ୍ବେ: କେତେବେଳେ ପୋଷାକ ତ କେତେବେଳେ ଅଜବ ଫ୍ୟାଶନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସୋସିଆଲ ମିଡିଆ ସେନ୍‌ସେଶନ ଉର୍ଫି ଯାଦବ। ହେଲେ ଏଥିପାଇଁ ଅନେକ ସମୟରେ ତାଙ୍କୁ ଟ୍ରୋଲିଂର ଶିକାର ହେବାକୁ ପଡେ। ଏବେ ସେଭଳି କିଛି ଘଟଣା ଘଟିଛି। ବିଗ୍‌ବସ୍‌…

ଐତିହାସିକ ରେକର୍ଡ ହାସଲ କଲେ କୋହଲି

ମେଲବୋର୍ନ,୧୩।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଟି-୨୦ ବିଶ୍ୱକପ ୨୦୨୨ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ରନ ସ୍କୋରର ଥିଲେ। କୋହଲି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏକି ଟି-୨୦ ବିଶ୍ୱକପରେ ଦୁଇଥର ସର୍ବାଧିକ ରନ ସଂଗ୍ରହ…

ମଞ୍ଚ ନାଟକର ପୁନରୁଦ୍ଧାର ଲାଗି ପ୍ରୟାସ

ଭଞ୍ଜନଗର,୧୩ା୧୧(ଡି.ଏନ୍‌.ଏ.): ଭଞ୍ଜନଗର ଉପଖଣ୍ଡରେ ମଞ୍ଚ ନାଟକର ପୁନରୁଦ୍ଧାର ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏନେଇ ରବିବାର ସ୍ଥାନୀୟ ଭଞ୍ଜ ସାହିତ୍ୟ ପରିଷଦରେ ଭଞ୍ଜନଗର ତରୁଣ କଳାକାର ସଂସ୍ଥା ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂସ୍ଥାର ବରିଷ୍ଠ କର୍ମକର୍ତ୍ତା…

ଏଏପିକୁ ଚ୍ୟାଲେଞ୍ଜ୍‌ ଦେଲା ଭାଜପା

ନୂଆଦିଲ୍ଲୀ,୧୩।୧୧: ଦିଲ୍ଲୀର ଏକ୍ସାଇଜ ନୀତି ପ୍ରସଙ୍ଗରେ ରବିବାର ଭାଜପା ପୁଣିଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଆମ୍‌ ଆଦ୍‌ମୀ ପାର୍ଟି ଉପରେ ଆକ୍ରମଣ କରିଛି। ଲାଏ ଡିଟେକ୍ଟର ଟେଷ୍ଟ କରି ନିଜର ସତ୍ୟତା ପ୍ରମାଣ କରିବାକୁ ଏଏପିକୁ ଭାଜପା ଚ୍ୟାଲେଞ୍ଜ୍‌ ଦେଇଛି। ଭାଜପା…

୬ଥର ବିଧାୟକ ଥିବା ନେତାଙ୍କୁ ମିଳିଲାନି ଟିକେଟ: ସମର୍ଥକ ଚାହିଁଲେ ସ୍ବାଧୀନ ଭାବେ ଲଢ଼ିବେ

ଗାନ୍ଧୀନଗର,୧୩।୧୧: ଗୁଜରାଟ ବିଧାନସଭାର ୧୮୨ଟି ଆସନ ପାଇଁ ୨ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଡିସେମ୍ବର ୧ରେ ପ୍ରଥମ ପର୍ଯ୍ୟାୟ ଏବଂ ଡିସେମ୍ବର ୫ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାଜପା ୧୬୬ ବିଧାନସଭା ଆସନ ପାଇଁ…

୧୬୫ ବଲ୍‌ରେ ମାରିଲେ ୪୦୭ ରନ୍‌; ଦିନିକିଆରେ ବିସ୍ଫୋରକ ବ୍ୟାଟିଂକୁ ନେଇ…

ଶିମୋଗା,୧୩।୧୧: ଅଣ୍ଡର-୧୬ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ ଲାଗି ଚର୍ଚ୍ଚାରେ ଣେ ଜଣେ ଯୁବ ଭାରତୀୟ କ୍ରିକେଟର। ସେ ହେଲେ ତନ୍ମୟ ମଞ୍ଜୁନାଥ। ତନ୍ମୟ ୫୦ ଓଭରର ଏକ ମ୍ୟାଚ୍‌ରେ ୧୬୫ ବଲ୍‌ରେ ୪୦୭ରନ୍‌ର ଇନିଂସ ଖେଳିଛନ୍ତି। ସେଥିରେ ୪୮ ଚୌକା ଏବଂ…

ଦୁନିଆର ସବୁଠାରୁ ଭାଗ୍ୟବାନ ମଣିଷ! ୩ ସେକେଣ୍ଡ ମଧ୍ୟରେ ଦୁଇ ଥର ମରୁ ମରୁ ବଞ୍ଚିଲେ…

କଥାରେ ଅଛି ‘ରଖେ ହରି, ମାରେ କିଏ’। ଆଜିକାଲି ସୋସିଆଲ ମିଡିଆରେ ସେଭଳି ଏକ ଭିଡିଓ ଭାଇରାଲ ହେଉଛି। ଭିିଡିଓ ଦେଖିବା ପରେ ଉକ୍ତିଟି ଯଥାର୍ଥ ଭଳି ମନେ ହେବ। କାରଣ ଏଥିରେ ଜଣେ ବ୍ୟକ୍ତି ମାତ୍ର ୩ ସେକେଣ୍ଡରେ ଦୁଇ…

ବନ୍ଧୁକ ଦେଖାଇ ଫିଲ୍ମ ଷ୍ଟାଇଲ୍‌ରେ ଲୁଟିନେଲେ ୫ ଲକ୍ଷ ଟଙ୍କା

ନିଶ୍ଚିନ୍ତକୋଇଲି,୧୩ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ରାଣୀପଡ଼ାଠାରେ ଫିଲ୍ମ ଷ୍ଟାଇଲ୍‌ରେ ରବିବାର ଲୁଟ୍‌ ହୋଇଛି। କଟକ-ଚାନ୍ଦବାଲି ରାସ୍ତାରେ ସାଲେପୁରର ଏକ ଘରୋଇ ମିକ୍ସଚର କମ୍ପାନୀର ପିକ୍‌ଅପ୍‌ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ରାସ୍ତାରେ ଏକ ବାଇକ୍‌ରେ ୩ ଜଣ ଯୁବକ ଆସି ଗାଡ଼ିଆଗରେ…

ଏହି ଜିନିଷକୁ ପ୍ରବଳ ଡରନ୍ତି ଅଜୟ ଦେବଗନ

ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ ତବୁ ଆଗାମୀ ଫିଲ୍ମ ‘ଦୃଶ୍ୟମ-୨’ର ପ୍ରମୋଶନ ପାଇଁ ରିଆଲିଟି ଶୋ’ ‘ଝଲକ ଦିଖଲା ଜା ୧୦’ ରେ ପହଞ୍ଚିଥିଲେ। ଏହି ମଞ୍ଚରେ ଅଜୟ ଏବଂ ତବୁ ମଜାଦାର ଖେଳ ଖେଳିଥିଲେ। କଲେଜ ଦିନରୁ…

ହାତରେ କଳା ପଟି ବାନ୍ଧି ଫାଇନାଲ ଖେଳୁଛନ୍ତି ଇଂଲଣ୍ଡ ଖେଳାଳି

ମେଲବୋର୍ନ,୧୩।୧୧: ପାକିସ୍ତାନ ବିପକ୍ଷରେ ଟି୨୦ ବିଶ୍ୱକପ୍‌ ୨୦୨୨ର ଫାଇନାଲ ମୁକାବିଲା ଖେଳୁଛି ଇଂଲଣ୍ଡ। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଖେଳାଳି ହାତରେ କଳା ପଟି ବାନ୍ଧି ଖେଳୁଥିବା ଦେଖାଯାଇଛି। ଏହାକୁ ନେଇ ଅନେକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଇଂଲଣ୍ଡ ଖେଳାଳିମାନେ…

ନୂଆ ଇଂନିସ ଆରମ୍ଭ କରିବେ ସାନିଆ-ଶୋଏବ

ଦୁବାଇ,୧୩।୧୧: ଭାରତର ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଛାଡପତ୍ରକୁ ନେଇ ବେଶ୍‌ ଆଲୋଚନା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଦୁହେଁ ଏକ ନୂଆ ଇଂନିସ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। ଦୁହେଁ ମିଶି ଏକ…

ରାଗି ଖରାପ ମାଇକ୍‌କୁ ମଞ୍ଚରେ ବଙ୍କା କରିଦେଲେ ମନ୍ତ୍ରୀ, ଭିଡ଼ିଓ ଭାଇରାଲ…

ବକ୍ସର,୧୩।୧୧ : ବକ୍ସରରେ ଶ୍ରୀ ରାମ କର୍ମଭୂମି ନ୍ୟାସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଚୌବେ ତାଙ୍କ ମାଇକ କାମ ନ କରିବାରୁ ରାଗି ଯାଇଥିଲେ। ଏବେ ତାଙ୍କର ଏହି ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri