Home Left

ମୁଁ ଆଗାମୀ ବିଶ୍ୱକପ୍‌ରେ କିଛି ଖେଳାଳିଙ୍କ ମୁହଁ ଦେଖିବାକୁ ଚାହେଁନା: ସେହ୍ବାଗ

ନୂଆଦିଲ୍ଲୀ,୧୨।୧୧: ଭାରତର ଟି୨୦ ବିଶ୍ୱକପ୍‌ ୨୦୨୨ରେ ବାଜିମାତ୍‌ କରିବାର ସ୍ବପ୍ନ ଅଧାରେ ରହିଗଲା। ସେମିଫାଇନାଲରେ ଶୋଚନୀୟ ପରାଜୟ ପରେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ ଆଶଙ୍କା ସୃଷ୍ଟି ହୋଇଛି। ଏସବୁ ମଧ୍ୟରେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବିରେନ୍ଦ୍ର ସେହ୍ବାଗ କହିଛନ୍ତି ଯେ, ସେ…

‘ଓ୍ବାର୍କଲୋଡ୍‌ ଖାଲି ଭାରତ ପାଇଁ ଖେଳିବା ବେଳେ, ଆଇପିଏଲ୍‌ରେ ତ କେହି ଥକ୍କା ହେଉନାହଁ’

ନୂଆଦିଲ୍ଲୀ,୧୨।୧୧: ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଲଜ୍ଜାଜନକ ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ବିଶେଷକରି ଖେଳାଳିମାନେ ଆଇପିଏଲ୍‌ ସମୟରେ ଜବରଦସ୍ତ ପ୍ରଦର୍ଶନ କରିବାକୁ ଚେଷ୍ଟା କରୁଥିବା ବେଳେ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ନିରାଶ କରିବାକୁ ନେଇ ପ୍ରଶ୍ନ ଉଠୁଛି।…

ଜରାଶ୍ରମ ସଭାପତିଙ୍କୁ ହତ୍ୟା କଲେ କର୍ମଚାରୀ

ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ଗଡ଼ସ୍ଥିତ ଏକ ଜରାଶ୍ରମରେ ଅଭାବନୀୟ କାଣ୍ଡ ଘଟିଛି। ଜରାଶ୍ରମର ସଭାପତିଙ୍କୁ ସେହି ଜରାଶ୍ରମର ଜଣେ କର୍ମଚାରୀ ହତ୍ୟା କରି ନିଜେ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଠାରେ ଥିବା ରତ୍ନମାଳୀ ଜେମା ଜରାଶ୍ରମର ସଭାପତି…

ଚଳିତ ବର୍ଷ ପାର୍ଲାମେଣ୍ଟର ଶୀତକାଳିନ ଅଧିବେଶନରେ ଯୋଗ ଦେବେ ନାହିଁ ରାହୁଲ

ନୂଆଦିଲ୍ଲୀ,୧୨ ।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚଳିତ ଥର ପାର୍ଲାମେଣ୍ଟର ଶୀତକାଳିନ ଅଧିବେଶନରେ ଯୋଗ ଦେବେ ନାହିଁ । କଂଗ୍ରେସ ପ୍ରଭାରି ତଥା ମହାସଚିବ ଜୟରାମ ରମେଶ କହିଛନ୍ତି, ଆଗାମୀ ଶୀତକାଳିନ ଅଧିବେଶନରେ ପାର୍ଲାମେଣ୍ଟରେ ରାହୁଲ ଅନୁପସ୍ଥିତ ରହିପାରନ୍ତି ବୋଲି…

‘ଅଭିନୟ କରିବାକୁ ଚାହୁଁଥିଲେ ମୋତେ ବାହା ହୁଅ’

ମୁମ୍ବାଇ: ଗ୍ଲାମର ଦୁନିଆରେ କାମ କରିବା ପାଇଁ ଅଭିନେତ୍ରୀଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ ବୋଲି ବଲିଉଡ୍‌ର ଜଣେ ଅଭିନେତ୍ରୀ କହିଛନ୍ତି। ଛୋଟ ପରଦାର ନୂଆ ଅଭିନେତ୍ରୀ ଆୟେଶା କପୁର ଏଭଳି ଏକ କଥାର ଖୁଲାସା କରିଛନ୍ତି, ଯାହା ଶୁଣିଲେ…

ମୁମ୍ବାଇ ବିମାନ ବନ୍ଦରରେ ଶାହାରୁଖଙ୍କୁ ଅଟକାଇଲା କଷ୍ଟମ ବିଭାଗ, ଏକ ଘଣ୍ଟା ଧରି ଚାଲିଲା ପଚରା ଉଚରା

ମୁମ୍ବାଇ,୧୨ ।୧୧: ବଲିଉଡ ବାଦଶାହା ଶାହାରୁଖ ଖାଁଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇ ବିମାନ ବନ୍ଦରରେ କଷ୍ଟମ ବିଭାଗ ଅଟକାଇ ଦେଇଥିଲା । ପ୍ରାୟ ଏକ ଘଣ୍ଟାର ପଚରା ଉଚରା ପରେ ଶାହାରୁଖ ଓ ତାଙ୍କ ମ୍ୟାନେଜରଙ୍କୁ ବାହାରକୁ ବାହାରିବା ବେଳେ…

‘ପଦ୍ମପୁରରେ କଂଗ୍ରେସର ବିଜୟ’

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସ ଆପାତତଃ ପ୍ରାର୍ଥୀ ଚୟନ କରିସାରିଛି । ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ ହେବା ଫାଇନାଲ। ଖୁବଶୀଘ୍ର ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା କରାଯିବ ବୋଲି କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି ଶନିବାର କହିଛନ୍ତି…

ମାଆ ହେଲେ ବିପାଶା

ମୁମ୍ବାଇ: ବଲିଉଡର ବୋଲ୍‌ଡ ବିୟୁଟି ବିପାଶା ବସୁ ଓ କରନ ସିଂ ଗ୍ରୋଭର ପ୍ୟାରେଣ୍ଟସ୍ ହୋଇଛନ୍ତି । ଶନିବାର ବିପାଶା ଏକ କନ୍ୟା ସନ୍ତାର ମାଆ ହୋଇଛନ୍ତି । ମୁମ୍ବାଇର ଖାର ସ୍ଥିତ ହିନ୍ଦୁଜା ହସ୍ପିଟାଲରେ ବିପାଶା ତାଙ୍କ କନ୍ୟା ସନ୍ତାନକୁ…

ତାରାତାରିଣୀ ପୀଠକୁ ପତିତ ପାବନ ପଦଯାତ୍ରା

ଛତ୍ରପୁର,୧୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରର ତାଡେପଲ୍ଲୀ ସାହିସ୍ଥିତ ଜଗନ୍ନାଥ ମନ୍ଦିରଠାରୁ ତାରାତାରିଣୀଙ୍କ ପୀଠଯାଏ ଏକ ଆଧ୍ୟାତ୍ମିକ ପଦଯାତ୍ରାର ଆୟୋଜନ କରାଯାଇଛି। ୧୯୭୭ ମସିହାରେ ଏହି ମନ୍ଦିର ପକ୍ଷରୁ ପୁରୀ ଶ୍ରୀମନ୍ଦିର ପର୍ଯ୍ୟନ୍ତ ହୋଇଥିବା ଐତିହାସିକ ପତିତ ପାବନ ପଦଯାତ୍ରାର ସ୍ମରଣପୂର୍ବକ…

ବଣୁଆ ହାତୀ ଉପଦ୍ରବ: ଖାଇଲେ ଏକର ଏକର ଧାନ, ଭାଙ୍ଗିଲେ ଘର

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୫ ଦିନ ହେବ ୨୪ ଟିକିଆ ବଣୁଆ ହାତୀପଲଙ୍କ ଦୌରାତ୍ମ୍ୟ ବଢ଼ି ଚାଲିିଛି। ହାତୀପଲ ଶୁକ୍ରବାର ବିଳମ୍ବିତ ରାତିରେ ମଲ୍ଲିପଶି ବିଟ୍‌ ମୂଷାଖରୀ ଗାଁ କାଶିଆ ସାହିରେ ୩ ଜଣଙ୍କ ଘର ଭାଙ୍ଗି ଦେଇଛନ୍ତି।…

ମାଣ୍ଡିଆ ଚାଷ ଦେଲା ସ୍ବତନ୍ତ୍ର ପରିଚୟ

ସୁନ୍ଦରଗଡ଼,୧୨।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ଟାଙ୍ଗରପାଲି ଗ୍ରାମ ପଞ୍ଚାୟତର ଏକ ରାଜସ୍ବ ଗ୍ରାମ ହେଉଛି ରୂପାବାହାଲ। ଦିନେ କୌଣସି ସ୍ବତନ୍ତ୍ର ପରିଚୟ ପାଇ ନ ଥିବା ଏହି ଗ୍ରାମଟି ଆଜି ମାଣ୍ଡିଆ ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି…

ମଣ୍ଡି ଖୋଲିବା ଦାବିରେ ରାସ୍ତାରେ ଗଛ ପକାଇ ଅବରୋଧ କଲେ ଚାଷୀ

କର୍ଲାମୁଣ୍ଡା,୧୨ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ  ଧାନମଣ୍ଡି ଖୋଲାଯିବା ଦାବିରେ ଗଜବାହଲ ଛକଠାରେ ଚାଲିଥିବା ରାସ୍ତାରୋକୋ ଶନିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ତେବେ ବର୍ତ୍ତମାନ ସୁଦ୍ଧା ପ୍ରଶାସନ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ବୁଝାମଣା ହୋଇପାରି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri