Home Left

ମାମଲା ଶୁଣାଣି ପାଇଁ ସମୟ ଧାର୍ଯ୍ୟ ରହିଛି

ସମ୍ବଲପୁର,୧୨।୧୧(ବ୍ୟୁରୋ):  ଉପଭୋକ୍ତାଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ନିୟମ ରହିଛି। ଆଇନ ଅନୁସାରେ ଦଣ୍ଡିବିଧାନ ମଧ୍ୟ କରାଯାଉଛି। ୨୦୧୯ ପୂର୍ବରୁ ଉପଭୋକ୍ତା ସୁରକ୍ଷା ଆଇନର ପରିବର୍ତ୍ତନ କରାଯାଇଛି। ବିଭିନ୍ନ ସ୍ଥାନରେ ସଚେତନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପୂର୍ବରୁ ମାମଲାର ଶୁଣାଣିରେ ବିଳମ୍ବ ହେଉଥିଲା।…

ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆସିଥିଲା କଲ୍‌, ଘଟଣାସ୍ଥଳରେ ପହଞ୍ଚି ଯାହା ଦେଖିଲେ ପାଦତଳୁ ଖସିଗଲା ମାଟି

ମାଲେସିଆରୁ ଏକ ଭାବପ୍ରବଣ ଖବର ଆସିଛି। ସଡ଼କ ଦୁର୍ଘଟଣା ପରେ ତୁରନ୍ତ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଯାଇଥିଲା। କିନ୍ତୁ ଡ୍ରାଇଭର ଜଣକ ସେଠାରେ ପହଞ୍ଚିବା ପରେ ଯାହା ଦେଖିଲେ ତାଙ୍କ ପାଦତଳୁ ମାଟି ଖସିଗଲା। ପ୍ରକୃତରେ ଏହି ଦୁର୍ଘଟଣାରେ ତାଙ୍କ…

ଡିସେମ୍ବର ୧ରୁ କୋରାପୁଟରେ ଇକୋ ରିଟ୍ରିଟ୍‌

ସୁନାବେଡ଼ା/ସେମିଳିଗୁଡ଼ା, ୧୨।୧୧(ସ୍ବ.ପ୍ର.): କୋରାପୁଟ ଜିଲାରେ ଡିସେମ୍ବର ୧ରୁ ଆରମ୍ଭ ହେଉଛି ଇକୋ ରିଟ୍ରିଟ୍‌। ପର୍ଯ୍ୟଟକ ସେଠାରେ ରହି ସେମିଳିଗୁଡ଼ା ବ୍ଲକ ଅଧୀନ ଦୁଧାରୀ ପଞ୍ଚାୟତର ପୁଟସିଲି ଓ ଫୁଲବନ୍ଧ ମଧ୍ୟରେ ଥିବା ଗିର୍ଲିମାଳି ପର୍ବତର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ। ଏଥିରେ…

ସତ୍ୟଭୂଷଣ ସାହୁ ହେବେ କଂଗ୍ରେସ ପ୍ରାର୍ଥୀ: ସୁର ରାଉତରାୟ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହେବେ ସତ୍ୟଭୂଷଣ ସାହୁ। ବିଧାୟକ ସୁରେଶ ରାଉତରାୟ ଏବଂ ତାରା ବାହିନୀପତି ଏହି ସୂଚନା ଦେଇଛନ୍ତି। ପଦ୍ମପୁରରେ ଉପନିର୍ବାଚନ ଡିସେମ୍ବର ୫ରେ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକୁ ଫୁ

ନବରଙ୍ଗପୁର,୧୨।୧୧(ବି.ପ୍ର.):  ସ୍କୁଲରେ ୬ମାସ ହେବ ଅନୁପସ୍ଥିତ ଥିବା ଶିକ୍ଷୟିତ୍ରୀଙ୍କ ତଥ୍ୟ ଦେବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶକୁ ବିତିଲା ୧୦ ଦିନ। କିନ୍ତୁ ଏହା ଏବେ ଯାଏ ପାଳନ ହୋଇପାରିଲା ନାହିଁ। ତଦନ୍ତ ରିପୋର୍ଟ ଡିଇଓଙ୍କୁ ପଠାଯାଇନି।…

ଉଦ୍ୟମ ଦିଗରେ ଉଦାସୀନ

ବଇଣ୍ଡା,୧୨।୧୧ (ଡି.ଏନ.ଏ.):  ପାନୀୟ ସମସ୍ୟାର ସମାଧାନ ନିମନ୍ତେ ନିର୍ମାଣ ହେଲା ପାଣି ପ୍ରକଳ୍ପ। ବ୍ୟୟ ହେଲା ଦେଢ଼କୋଟି ଟଙ୍କା। ହେଲେ କାମ ଶେଷ ହେବାର ୩ ବର୍ଷ ପରେ ମଧ୍ୟ ୩ ଗାଁରେ ପହଞ୍ଚିନି ପାଣି। ଏପରି କି ଫିଲ୍‌ଟରଟିଏ ଲଗାଇ…

ଏଏସ୍‌ଓ ପରୀକ୍ଷାଫଳ ବିଭ୍ରାଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀକ୍ଷାର୍ଥୀ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଏଏସ୍‌ଓ ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପ୍ରସଙ୍ଗରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆଶାୟୀ ପରୀକ୍ଷାର୍ଥୀ। ଚୟନ ପ୍ରକ୍ରିୟାରେ ତ୍ରୁଟି ଦର୍ଶାଇ ଏକାଧିକ ମାମଲା ଦାୟର ହୋଇଛି। ଏହି ମାମଲାକୁ ନେଇ ଆସନ୍ତା ସୋମବାର ଶୁଣାଣି ହୋଇପାରେ। ଅନ୍ୟପଟେ, ଏହି…

କୋବି ଫସଲକୁ ନଷ୍ଟ କଲେ ଦୁର୍ବୃତ୍ତ: ମୁଣ୍ଡରେ ହାତ ଦେଇ ବସିଲେ ଚାଷୀ

କଣ୍ଟାପଡ଼ା,୧୨।୧୧(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ଗ୍ରାମରେ ଜଣେ ଚାଷୀଙ୍କ କୋବି ଫସଲକୁ ଦୁର୍ବୃତ୍ତ ନଷ୍ଟ କରିଦେଇଛନ୍ତି। ବାବାଜି ସାହୁ ନାମକ ଚାଷୀ କରଜ କରି କୋବିଚାଷ କରିଥିଲା ବେଳେ ଶୁକ୍ରବାର ସନ୍ଧ୍ୟାରେ ବିଲରୁ କାମ ସାରି ଘରକୁ…

ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭.୯ % ମତଦାନ

ଶିମଲା,୧୨।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ଯାଏ ଚାଲିବ। ତେବେ ପୂର୍ବାହ୍ନ ୧୧ ଟା ସୁଦ୍ଧା ୧୭.୯ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି.ନଡ୍ଡା ନିଜ…

ଦମୟନ୍ତୀ ଖେସ୍‌ଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୨ା୧୧(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଶୁକ୍ରବାର ଆରମ୍ଭ ହୋଇଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ମିଟ୍‌ର ପ୍ରଥମ ଦିବସରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ଓଡ଼ିଶାର ଦମୟନ୍ତୀ ଖେସ। ୨୦ ବର୍ଷରୁ କମ୍‌ ବର୍ଗ ବାଳିକା ଜାଭେଲିନ୍‌ ଥ୍ରୋରେ ସେ…

ବର୍ଷାରେ ଧୋଇବ ଫାଇନାଲ, ଯୁଗ୍ମ ବିଜେତା ସମ୍ଭାବନା

ମେଲବୋର୍ନ,୧୨ା୧୧(ପି.ଟି.): ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ହେବାକୁଥିବା ପାକିସ୍ତାନ-ଇଂଲଣ୍ଡ ଟି୨୦ କ୍ରିକେଟ ବିଶ୍ୱକପ୍‌ ମ୍ୟାଚ ବର୍ଷାରେ ଧୋଇଯିବା ସମ୍ଭାବନା ରହିଛି। ଏପରି ହେଲେ ଦୁଇ ଦଳ ଯୁଗ୍ମ ବିଜେତା ଘୋଷିତ ହେବେ। ରବିବାର ମେଲବୋର୍ନରେ ବର୍ଷା ହେବାର ସମ୍ଭାବନା ୯୫…

୩୦ ବର୍ଷ ପରେ ବିଶ୍ୱକପ୍‌ ଫାଇନାଲରେ ଇଂଲଣ୍ଡ-ପାକିସ୍ତାନ

ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ ଫାଇନାଲରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ମୁକାବିଲା ହେବ। ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ମେଗା ଫାଇନାଲ ଖେଳାଯିବ। ରେକର୍ଡ ଅନୁସାରେ ୩୦ ବର୍ଷ ପରେ ଉଭୟ ଦଳ କୌଣସି ଏକ ବିଶ୍ୱକପ ଫାଇନାଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri