ଏଏସ୍ଓ ପରୀକ୍ଷାଫଳ ବିଭ୍ରାଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀକ୍ଷାର୍ଥୀ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଏଏସ୍ଓ ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପ୍ରସଙ୍ଗରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆଶାୟୀ ପରୀକ୍ଷାର୍ଥୀ। ଚୟନ ପ୍ରକ୍ରିୟାରେ ତ୍ରୁଟି ଦର୍ଶାଇ ଏକାଧିକ ମାମଲା ଦାୟର ହୋଇଛି। ଏହି ମାମଲାକୁ ନେଇ ଆସନ୍ତା ସୋମବାର ଶୁଣାଣି ହୋଇପାରେ। ଅନ୍ୟପଟେ, ଏହି…
କୋବି ଫସଲକୁ ନଷ୍ଟ କଲେ ଦୁର୍ବୃତ୍ତ: ମୁଣ୍ଡରେ ହାତ ଦେଇ ବସିଲେ ଚାଷୀ
କଣ୍ଟାପଡ଼ା,୧୨।୧୧(ଡି.ଏନ୍.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ଗ୍ରାମରେ ଜଣେ ଚାଷୀଙ୍କ କୋବି ଫସଲକୁ ଦୁର୍ବୃତ୍ତ ନଷ୍ଟ କରିଦେଇଛନ୍ତି। ବାବାଜି ସାହୁ ନାମକ ଚାଷୀ କରଜ କରି କୋବିଚାଷ କରିଥିଲା ବେଳେ ଶୁକ୍ରବାର ସନ୍ଧ୍ୟାରେ ବିଲରୁ କାମ ସାରି ଘରକୁ…
ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭.୯ % ମତଦାନ
ଶିମଲା,୧୨।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ଯାଏ ଚାଲିବ। ତେବେ ପୂର୍ବାହ୍ନ ୧୧ ଟା ସୁଦ୍ଧା ୧୭.୯ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି.ନଡ୍ଡା ନିଜ…
ଦମୟନ୍ତୀ ଖେସ୍ଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୨ା୧୧(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଶୁକ୍ରବାର ଆରମ୍ଭ ହୋଇଥିବା ୩୭ତମ ଜାତୀୟ ଜୁନିୟର ଆଥ୍ଲେଟିକ୍ସ ମିଟ୍ର ପ୍ରଥମ ଦିବସରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ଓଡ଼ିଶାର ଦମୟନ୍ତୀ ଖେସ। ୨୦ ବର୍ଷରୁ କମ୍ ବର୍ଗ ବାଳିକା ଜାଭେଲିନ୍ ଥ୍ରୋରେ ସେ…
ବର୍ଷାରେ ଧୋଇବ ଫାଇନାଲ, ଯୁଗ୍ମ ବିଜେତା ସମ୍ଭାବନା
ମେଲବୋର୍ନ,୧୨ା୧୧(ପି.ଟି.): ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ହେବାକୁଥିବା ପାକିସ୍ତାନ-ଇଂଲଣ୍ଡ ଟି୨୦ କ୍ରିକେଟ ବିଶ୍ୱକପ୍ ମ୍ୟାଚ ବର୍ଷାରେ ଧୋଇଯିବା ସମ୍ଭାବନା ରହିଛି। ଏପରି ହେଲେ ଦୁଇ ଦଳ ଯୁଗ୍ମ ବିଜେତା ଘୋଷିତ ହେବେ। ରବିବାର ମେଲବୋର୍ନରେ ବର୍ଷା ହେବାର ସମ୍ଭାବନା ୯୫…
୩୦ ବର୍ଷ ପରେ ବିଶ୍ୱକପ୍ ଫାଇନାଲରେ ଇଂଲଣ୍ଡ-ପାକିସ୍ତାନ
ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍ ଫାଇନାଲରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ମୁକାବିଲା ହେବ। ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ମେଗା ଫାଇନାଲ ଖେଳାଯିବ। ରେକର୍ଡ ଅନୁସାରେ ୩୦ ବର୍ଷ ପରେ ଉଭୟ ଦଳ କୌଣସି ଏକ ବିଶ୍ୱକପ ଫାଇନାଲରେ…
୧୩ରୁ ରାଜ୍ୟସ୍ତରୀୟ ଖୋ ଖୋ ଚାମ୍ପିୟନଶିପ୍
ପୁରୀ ଅଫିସ, ୧୨ା୧୧: ଓଡ଼ିଶାର ଜଗରନଟ୍ସ ଖୋ ଖୋ ଦଳ ଗତ ଅଗଷ୍ଟରେ ପୁଣେରେ ଅନୁଷ୍ଠିତ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଥିଲା। ତେଣୁ ଖୋ ଖୋ ଖେଳକୁ ରାଜ୍ୟରେ ଅଧିକ ଲୋକପ୍ରିୟ କରିବା ଲକ୍ଷ୍ୟରେ ପୁରୀରେ ସିନିୟର ବର୍ଗର ରାଜ୍ୟସ୍ତରୀୟ ଖୋ ଖୋ…
ଚୟନରେ ତ୍ରୁଟି, ରକ୍ଷଣଶୀଳ ସ୍ବଭାବରୁ ବିପର୍ଯ୍ୟୟ
ମେଲବୋର୍ନ, ୧୨ା୧୧(ପି.ଟି.): ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ମାତ୍ର ଇଂଲଣ୍ଡଠାରୁ ଯେପରି ୧୦ ଉଇକେଟରେ ଲଜ୍ଜାଜନକ ପରାଜୟ ମିଳିଲା ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଖେଳାଳି ଚୟନରେ ଜିଦ୍ଖୋର ମନୋବୃତ୍ତି, ପାଓ୍ବାରପ୍ଲେରେ ଟପ୍ ଅର୍ଡରଙ୍କ…
ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ, ଶ୍ରୀସେତୁ ନିର୍ମାଣ କାର୍ଯ୍ୟର କଲେ ଅନୁଧ୍ୟାନ
ପୁରୀ ଅଫିସ,୧୨।୧୧: ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହା ସହ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ତାଙ୍କ ସମେତ ପୁରୀ ଜିଲାପାଳଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଥିଲେ।
୨୦୦୦ ବର୍ଷର କାଂସ୍ୟ ପ୍ରତିମୂର୍ତ୍ତି
ରୋମ୍: ଇଟାଲୀର ସାନ୍ କାସିଆନୋ ଦେଇ ଗାଭନିରୁ ୨, ୦୦୦ ବର୍ଷ ପୁରୁଣା କାଂସ୍ୟ ପ୍ରତିମୂର୍ତ୍ତି ଠାବ କରିଛନ୍ତି ଇଟାଲୀୟ ପ୍ରତ୍ନତତ୍ତ୍ୱବିତ୍। ମୂର୍ତ୍ତି ସାଙ୍ଗକୁ ପାଖାପାଖି ୫୦୦୦ ସୁନା ,ରୁପା ଓ କଂସା ମୁଦ୍ରା ମଧ୍ୟ ଉକ୍ତ ସ୍ଥାନରୁ ମିଳିଛି। ମୂର୍ତ୍ତିସବୁକୁ…
ଏଲିଜାବେଥ୍ଙ୍କ ଷ୍ଟାଚ୍ୟୁ ଅନାବରଣ
ଲଣ୍ଡନ: ବ୍ରିଟେନ୍ କିଙ୍ଗ୍ ଚାର୍ଲସ୍ ତୃତୀୟ ଇଂଲଣ୍ଡରେ ତିଆରି ହୋଇଥିବା ଦିବଂଗତ ମହାରାଣୀ ଏଲିଜାବେଥ୍ଙ୍କ ମୂର୍ତ୍ତି ଅନାବରଣ କରିଛନ୍ତି। ସେପ୍ଟେମ୍ବର ୮ରେ ମହାରାଣୀଙ୍କ ମୃତ୍ୟୁ ପରେ ଏହା ହେଉଛି ଏଲିଜାବେଥ୍ଙ୍କ ପ୍ରଥମ ପ୍ରତିମୂର୍ତ୍ତି। ଏହାର ଉଚ୍ଚତା ୬ ଫୁଟ୍ ୭ ଇଞ୍ଚ…
ନିମୋନିଆ ବିରୋଧରେ ସଂଗ୍ରାମ
ନିମୋନିଆ ମୁକାବିଲା ପାଇଁ ସଚେତନତା ସୃଷ୍ଟି ଲାଗି ବିଶ୍ୱ ନିମୋନିଆ ଦିବସ ପ୍ରତିବର୍ଷ ୧୨ ନଭେମ୍ବରରେ ପାଳିତ ହୋଇଥାଏ। ଶିଶୁମାନଙ୍କର ସୁରକ୍ଷାକୁ ପ୍ରତିପାଦିତ କରୁଥିବା ୧୦୦ ରୁ ଅଧିକ ସଂଗଠନ ୧୨ ନଭେମ୍ବର ୨୦୦୯ ରେ ପ୍ରଥମ ବିଶ୍ୱ ନିମୋନିଆ ଦିବସ…
Archives


