ରୂପାନି, ନୀତିନ ପଟେଲ ଭାଜପାର ଷ୍ଟାର ପ୍ରଚାରକ
ନୂଆଦିଲ୍ଲୀ,୧୨ା୧୧: ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦମନ୍ତ୍ରୀ ଅମିତ୍ ଶାହା, ରାଜନାଥ ସିଂ, ନୀତିନ ଗଡ଼କରୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ…
ପାନାମା ପେପର ସହ ତେଲଙ୍ଗାନା ଗ୍ରାନାଇଟ୍ ଶିଳ୍ପର ସମ୍ପୃକ୍ତି
ହାଇଦ୍ରାବାଦ,୧୨ା୧୧: ପାନାମା ପେପର ଲିକ୍ ସହ ତେଲଙ୍ଗାନା କରିମନଗରସ୍ଥିତ ଗ୍ରାନାଇଟ୍ ଶିଳ୍ପର ସମ୍ପୃକ୍ତି ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତରୁ ଜାଣିବାକୁ ପାଇଛି। ପାନାମା ପେପରରେ ବହୁସଂଖ୍ୟାରେ ଶିଳ୍ପସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ନାଁ ପ୍ରଘଟ ହୋଇଥିଲା, ଯେଉଁମାନେ ଟିକସ ଫାଙ୍କି ଓ…
ଚାକିରି ନିୟମିତ ଦାବି କଲେ ଠିକା ସ୍ବାସ୍ଥ୍ୟ କର୍ମଚାରୀ
ପାରଳାଖେମୁଣ୍ଡି,୧୨ା୧୧(ଡି.ଏନ୍.ଏ): ସ୍ବାସ୍ଥ୍ୟ ଠିକା କର୍ମଚାରୀ ମହାସଂଘ ଗଜପତି ଜିଲା ଶାଖା ପକ୍ଷରୁ ଓଡିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଜାତୀୟ ସ୍ବାସ୍ଥ୍ୟ ମିଶନ ଏବଂ ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସୋସାଇଟି ଅଧୀନରେ କାର୍ଯ୍ୟରତ ସମସ୍ତ ଠିକା କର୍ମଚାରୀଙ୍କ ଚାକିରି…
ପ୍ରମାଣ ନଷ୍ଟ ପାଇଁ ୧୪୦ ଫୋନ୍ ବଦଳାଇଛନ୍ତି ଅଭିଯୁକ୍ତ
ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀ ଅବକାରୀ ନୀତି କାର୍ଯ୍ୟକାରୀ ହେବା ପୂର୍ବରୁ ଏହା କେତେକ ମଦ କମ୍ପାନୀ ନିକଟରେ ପହଞ୍ଚତ୍ଥିଲା। ମଦ ଲାଇସେନ୍ସ ପ୍ରଦାନରେ ହୋଇଥିବା ଲାଞ୍ଚ କାରବାରର ଡିଜିଟାଲ ପ୍ରମାଣ ନଷ୍ଟ କରିବା ନିମନ୍ତେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ଅନ୍ୟ ଅଭିଯୁକ୍ତମାନେ…
ସବୁ ଅଭିଯୁକ୍ତ ଦୋଷମୁକ୍ତ
ବେଙ୍ଗାଲୁରୁ,୧୨ା୧୧: ଆର୍ଟିଆଇ କର୍ମୀ ତଥା ‘ମହାପ୍ରଚଣ୍ଡ’ ଖବରକାଗଜର ସମ୍ପାଦକ ଲିଙ୍ଗାରାଜୁ ହତ୍ୟା ମାମଲାରେ ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ କର୍ନାଟକ ହାଇକୋର୍ଟ ସମସ୍ତ ୧୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୧୨ ନଭେମ୍ବର ୧୨ରେ ଲିଙ୍ଗାରାଜୁଙ୍କୁ ୩ ଜଣ ସଶସ୍ତ୍ର ବ୍ୟକ୍ତି ହତ୍ୟା…
ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ପନିପରିବା ନଷ୍ଟ
କେନ୍ଦ୍ରାପଡ଼ା ଅଫିସ, ୧୨ା୧୧: କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଶୀତଳଭଣ୍ଡାର ନାହିଁ। ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ଜିଲାରେ ଆଳୁ ମିଶନ ଫେଲ ମାରିଛି। ସେହିପରି ପନିପରିବା ଜିଲାରେ ଚାଷ ହେଉଥିଲେ ମଧ୍ୟ ବର୍ଷର ଅଧିକାଂଶ ସମୟ ବାହାର ରାଜ୍ୟର ବିଷାକ୍ତ ପନିପରିବା…
ଜିରୋ-କୋଭିଡ୍ ନୀତି କୋହଳ କଲା ଚାଇନା
ବେଜିଂ,୧୨ା୧୧: ଚାଇନା ଏହାର କଠୋର ଜିରୋ-କୋଭିଡ୍ ନୀତି କୋହଳ କରିବା ଆରମ୍ଭ କରିଛି। ଏଥିସହିତ ବାହାର ଦେଶରୁ ଆସୁଥିବା ଯାତ୍ରୀଙ୍କ ନିମନ୍ତେ କ୍ୱାରାଣ୍ଟାଇନ୍ ସମୟସୀମାକୁ ହ୍ରାସ କରାଯିବା ସହ ଅନ୍ତର୍ଜାତୀୟ ବିମାନ ଚଳାଚଳ କଟକଣା ହଟାଇ ଦିଆଯାଇଛି। ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କ…
ଯାତ୍ରୀଙ୍କ କାମରେ ଲାଗୁନି ପାନୀୟ ଜଳ ବିଶୋଧନ ଯନ୍ତ୍ର
ନାଉଗଁା,୧୨ା୧୧(ସ୍ବ.ପ୍ର.): ନାଉଗଁା ବସଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମାଗାର ରହିଛି। ଏଠାରେ ଯାତ୍ରୀମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଉକ୍ତ ଗୃହରେ ପାନୀୟ ଜଳ ବିଶୋଧନ ଓ ଶୀତଳୀକରଣ ଯନ୍ତ୍ର ଲାଗିଛି। ଏହା ୬ମାସ ହେବ ଅଚଳ ହୋଇଯାଇଥିବାରୁ ଯାତ୍ରୀମାନେ ସମସ୍ୟା ଭୋଗୁଛନ୍ତି।…
ବାଲି ଟ୍ରକ୍ ଚଳାଚଳ ଯୋଗୁ ଲୋକେ ଅତିଷ୍ଠ
ରଘୁନାଥପୁର,୧୨।୧୧(ଡି.ଏନ୍.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ରଇପଡାଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ୨ କିମି ରାସ୍ତାରେ ଦୈନିକ ଶତାଧିକ ବାଲି ବୋଝେଇ ହାଇୱା ଟ୍ରକ ଚଳାଚଳ ହେଉଛି। ରାସ୍ତାର ଉଭୟ ପାର୍ଶ୍ୱରେ ଏହା ଚାଲୁଥିବାରୁ ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ…
୪ ହଜାର କି.ମି. ଯାତ୍ରା କରିବ ରିଭର୍ କ୍ରୁଜ୍
ଲକ୍ଷ୍ନୌ,୧୨ା୧୧: ଭାରତରେ ଜଳପଥର ଉନ୍ନତୀକରଣ ଲାଗି କେନ୍ଦ୍ର ସରକାର ବାରଣସୀରେ ବିଶ୍ୱର ଦୀର୍ଘତମ ରିଭର୍ କ୍ରୁଜ୍ ଯାତ୍ରା ଆରମ୍ଭ କରିବା ନେଇ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ବାରାଣସୀଠାରୁ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ପାଖାପାଖି ୪୦୦୦ କି.ମି ଦୂର ଅତିକ୍ରମ କରିବ।…
ହିମାଚଳ ପ୍ରଦେଶ ମତଦାନକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା, ସିଏପିଏଫର ୬୭ କମ୍ପାନୀ, ୩୦ ହଜାର ଯବାନ ମୁତୟନ, ଏନଡିଆରଏଫ ବି ରଖିଛି ନଜର
ଶିମଲା,୧୨ ।୧୧: ହିମାଚଳ ପ୍ରଦେଶ ବିଧାନସଭାର ସମସ୍ତ ୬୮ ଆସନ ପାଇଁ ଶନିବାର ଭୋଟ ଗ୍ରହଣ ହେବାକୁ ଯାଉଛି । ଏହି ମତଦାନ ପ୍ରକ୍ରିୟାକୁ ସୁଚାରୁ ରୂପେ ତୁଲାଇବା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେନ୍ଦ୍ରୀୟ ସଶସ୍ତ୍ର…
ଡିସେମ୍ବର ପ୍ରଥମ ସପ୍ତାହରୁ ଶୀତ ଅଧିବେଶନ
ନୂଆଦିଲ୍ଲୀ,୧୨ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇ ସେହି ମାସ ସୁଦ୍ଧା ଶେଷ ହୋଇପାରେ। ଅଧିବେଶନ ପୁରୁଣା ପାର୍ଲାମେଣ୍ଟ ଭବନରେ ଅନୁଷ୍ଠିତ ହେବ ବୋଲି ଏକ ସୂତ୍ରରୁ କୁହାଯାଇଛି। ତେବେ ଅଧିବେଶନ ତାରିଖ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି…
Archives


