Home Left

ଜିରା ବ୍ରିଜ୍‌ ପାଇଁ ରାସ୍ତାରୋକୋ

ବରଗଡ଼ ଅଫିସ୍‌,୧।୧୦: ବରଗଡ଼-ଅମ୍ବାପାଲିକୁ ସଂଯୋଗ ପାଇଁ ଚାଲିଥିବା ନୂତନ ଜିରା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ୪ବର୍ଷ ପରେ ମଧ୍ୟ ସରିନାହିଁ। ଏହି ନଦୀ ଉପରେ ନିର୍ମିତ ଫେୟାରୱେଦର ରାସ୍ତା ଅଞ୍ଚଳବାସୀଙ୍କ ଭରସା ପାଲଟିଛି। ମାତ୍ର ସାମାନ୍ୟ ବର୍ଷାରେ ତାହା ଥରକୁ ଥର…

ମନମୋହୁଛି ରାଷ୍ଟ୍ରପତି ଭବନ ତୋରଣ

ଭବାନୀପାଟଣା,୧।୧୦(ସ୍ବ.ପ୍ର.): ଦେଶ ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଥିବାବେଳେ ଚଳିତବର୍ଷ କଳାହାଣ୍ଡି ଜିଲା ଭବାନୀପାଟଣା ସହର ନକଟିଗୁଡା ପୂଜା କମିଟି ପକ୍ଷରୁ ଭାରତର ରାଷ୍ଟ୍ରପତି ଭବନ ଆକୃତିର ତୋରଣ କରାଯିବା ସହ…

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା। ମୃତକ ଜଣଙ୍କ ହେଲେ କଳାହାଣ୍ଡି ଜିଲାର ୩ ମହିଳା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ରାଜ୍ୟରେ ଗ ୨ ଘଣ୍ଟାରେ ୧୪୬ ଜ…

୪ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କୋକସରା ପୋଲିସ ୨୦୨୧ ଅଗଷ୍ଟ ୮ ତାରିଖ ସାରେ ଅଇଁଲାଗୁ ଛକ ନିକଟରେ ଯାନବାହନ ଯାଞ୍ଚ ବେଳେ ୨ଟି କାର୍‌ରୁ ୩ କୁଇଣ୍ଟାଲ ୧୧ କେଜି ୭୧୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ୪ ଜଣ…

ରକ୍ତଦାନ ମହତ୍‌ ଦାନ

ରକ୍ତଦାନ ହେଉଛି ମହତ ଦାନ। ରକ୍ତଦାନ ପାଇ ସଭିଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଅକ୍ଟୋବର ୧କୁ ଭାରତରେ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଭାବେ ପାଳନ କରାଯାଇଥାଏ। ଭାରତରେ ଟ୍ରାନ୍ସଫ୍ୟୁଜନ ମେଡିସିନର ପିତା ଭାବରେ ପରିଗଣିତ ଡାକ୍ତର ଜେ.ଜି…

ଖଣି ଶ୍ରମିକଙ୍କୁ ବୋନସ ନ ମିଳିବା ନେଇ ବିକ୍ଷୋଭ

ଟେନ୍‌ସା, ୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟେନସାସ୍ଥିତ ରାଉରକେଲା ଇସ୍ପାତ କାରଖାନା ସହବନ୍ଧିତ ବରସୁଆଁ ଲୌହଖଣି (ସେଲ)ର ଶ୍ରମିକ ମାନଙ୍କୁ ବୋନସ ନ ମିଳିବା ନେଇ ବରସୁଆଁ ଲୌହଖଣି ସମୂଖରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ଦୁର୍ଗାପୂଜା ଆସିଲେ ଖଣି…

ପ୍ରାୟଶ୍ଚିତ୍ତ ପାଇଁ ଶରୀରକୁ ଦଣ୍ଡ

ବ୍ୟାଙ୍କକ୍‌: ଥାଇଲାଣ୍ଡରେ ଆରମ୍ଭ ହୋଇଯାଇଛି ଫୁକେଟ ଭେଜିଟେରିଆନ୍‌ ଫେଷ୍ଟିଭାଲ। ଚାଇନା କ୍ୟାଲେଣ୍ଡର ଅନୁସାରେ ପ୍ରତିବର୍ଷ ୯ମ ଲୁନାର ମାସରେ ଅର୍ଥାତ୍‌ ପ୍ରତିବର୍ଷ ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ଏହି ପର୍ବ ପାଳନ କରାଯାଏ। ବେଶ୍‌ ଧୁମ୍‌ଧାମରେ ଥାଇଲାଣ୍ଡବାସୀ ଏହି ପର୍ବକୁ ପାଳନ…

କେଦାରନାଥ ମନ୍ଦିର ନିକଟରୁ ଧସିଲା ବରଫଖଣ୍ଡ

ଡେରାଡୁନ୍‌,୧।୧୦: କେଦାରନାଥ ମନ୍ଦିର ନିକଟରୁ ଏକ ବିଶାଳକାୟ ବରଫଖଣ୍ଡ ଶନିବାର ଧସିପଡିଛି। ତେବେ ଏଥିରେ ମନ୍ଦିରର କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ଏହି ହିମସ୍ଖଳନର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। #WATCH | Uttarakhand:…

ସିଏସ୍‌ଆଇଆର୍‌ର ୮୧ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧।୧୦: ଦେଶର ପ୍ରମୁଖ ଗବେଷଣାତ୍ମକ ସଂସ୍ଥା କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ୮୧ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନଲୋଜି (ଆଇଏମ୍‌ଏମ୍‌ଟି), ଭୁବନେଶ୍ୱର ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର…

ଆସୋଚାମ ପକ୍ଷରୁ ଦିନିକିଆ ଶିଳ୍ପ ସମ୍ମିଳନୀ

ଭୁବନେଶ୍ୱର,୧।୧୦: ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ମିଳିତ ସହଯୋଗରେ ଆସୋସିଏଟେଡ୍‌ ଚାମ୍ବର ଅ୍‌ଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଆସୋଚାମ) ଏବଂ ଓଡ଼ିଶା ସରକାର ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେଶନ ସମ୍ମିଳନୀ-୨୦୨୨ ନେଟ୍‌ ଜିରୋ ପାଇଁ ରୋଡ୍‌ ମ୍ୟାପ୍‌ ଆୟୋଜନ କରିଥିଲେ। ଉକ୍ତ…

ପଟିଆରେ ଦି ମ୍ୟାନ୍‌ ଷ୍ଟୋରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧।୧୦: ରାଜ୍ୟର ପ୍ରମୁଖ ପୋଷାକ ବ୍ୟବସାୟ ପ୍ରତିଷ୍ଠାନ ‘ଦି ମ୍ୟାନ୍‌ ଷ୍ଟୋର’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ସ୍ଥାନୀୟ ପଟିଆ ଛକ (କିଟ୍‌ ସ୍କୋୟାର)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଦି ମ୍ୟାନ୍‌ ଷ୍ଟୋରର ପ୍ରତିଷ୍ଠାତା ଦୀପକ କୁମାର ଅଗ୍ରଓ୍ବାଲ…

ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ପାର୍ବଣ ଅଫର

ଭୁବନେଶ୍ୱର,୧।୧୦: ରାଜ୍ୟର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ଚଳିତ ବର୍ଷର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦୀର୍ଘ ୪୯ବର୍ଷ ଧରି କଞ୍ଜୁମର ଇଲେକ୍ଟ୍ରୋନିକ୍ସ ବିକ୍ରି କ୍ଷେତ୍ରରେ ନିଜର ଆଧିପତ୍ୟ ବିସ୍ତାର କରିବା ସହ ସମଗ୍ର ପୂର୍ବଭାରତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri