Home Left

୫ ଶ୍ରେଣୀକୁ ଗୋଟିଏ କୋଠରି

ମାଧପୁର, ୧୭ା୨(ଡି.ଏନ୍‌.ଏ): ପ୍ରାଥମିକ ବିଦ୍ୟାଳୟରେ ନାହିଁ ଉପଯୁକ୍ତ ଭିତ୍ତିଭୂମି। ଶିକ୍ଷାନୁଷ୍ଠାନରେ ଥିବା ୨ଟି କୋଠରି ମଧ୍ୟରୁ ଗୋଟିଏ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆଉ ଗୋଟିଏ କୋଠରିରେ ବସୁଛନ୍ତି ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ପଞ୍ଚାୟତରେ…

କର୍ନାଟକ ଭାଜପା ମୁଖ୍ୟଙ୍କ ଟିପୁ ବିରୋଧୀ ମନ୍ତବ୍ୟକୁ ନେଇ ଦଳ ଦୁଇଭାଗ

ନୂଆଦିଲ୍ଲୀ,୧୮ା୨: କର୍ନାଟକରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ରଣନୀତି ଚୂଡ଼ାନ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ଭାଜପା ମୁଖ୍ୟ ଟିମ୍‌ର ମାରାଥନ୍‌ ବୈଠକ ବାରମ୍ବାର ବସୁଛି। ଅନ୍ୟପକ୍ଷରେ ଦଳର ରାଜ୍ୟ ସଭାପତି ନଳିନ କୁମାର କାତିଲଙ୍କର ଟିପୁ ସୁଲ୍‌ତାନ ବନାମ ଭି.ଡି.…

ନିକି ହତ୍ୟା ମାମଲା: ସାହିଲଙ୍କ ବାପାଙ୍କ ସମେତ ୫ ଗିରଫ, ଜଣେ କନଷ୍ଟେବଳ ସାମିଲ

ନୂଆଦିଲ୍ଲୀ,୧୮।୨: ରାଜଧାନୀ ଦିଲ୍ଲୀରେ ନିକି ଯାଦବଙ୍କ ହତ୍ୟା ମାମଲାର ତଦନ୍ତ ଚାଲିଛି। ତେବେ ଏହି ମାମଲାରେ ଶନିବାର ଦିଲ୍ଲୀ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ସାହିଲ ଗେହଲୋଟଙ୍କ ବାପା ବିରେନ୍ଦ୍ର ସିଂ, ଭାଇ ଆଶିଷ ଏବଂ ନବୀନ, ବନ୍ଧୁ ଲୋକେଶ ଏବଂ ଅମରଙ୍କୁ ନିକିଙ୍କୁ…

ଅରୂପଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ଆଇଆଇସିଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ମନ୍ତ୍ରୀ ନବ ଦାସଙ୍କୁ ସର୍ବସମ୍ମୁଖରେ ଜଣେ ଏଏସ୍‌ଆଇ…

ଦେୟମୁକ୍ତ ହେଲା ସୁଲଭ ଶୌଚାଳୟ

ବ୍ରହ୍ମପୁର ଅଫିସ,୧୮ା୨: ରାଜ୍ୟର ସମସ୍ତ ସହରରେ ଥିବା ଶୌଚାଳୟ ସାଧାରଣ ଲୋକ ମାଗଣାରେ ବ୍ୟବହାର କରିପାରିବେ। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗତ ୬ ତାରିଖରେ ବିଜ୍ଞପ୍ତ ପ୍ରକାଶ ପାଇଛି। ରାଜ୍ୟର ସମସ୍ତ ମ୍ୟୁନିସିପାଲିଟିକୁ ଏ ନେଇ ଚିଠି…

ସୁପ୍ରିମକୋର୍ଟରେ ଏଏପିର ବଡ଼ ବିଜୟ

ନୂଆଦିଲ୍ଲୀ,୧୮ା୨: ମେୟର ନିର୍ବାଚନରେ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି)ର ମନୋନୀତ ସଦସ୍ୟମାନେ ଭୋଟ ଦେଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ରାୟ ଭାଜପାକୁ ଶକ୍ତ ଝଟକା ଦେଇଥିବାବେଳେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପାଇଁ ବଡ଼ ବିଜୟ…

କରାଚୀ ପୋଲିସ ମୁଖ୍ୟାଳୟରେ ଆକ୍ରମଣ: ୪ ନିହତ

କରାଚୀ,୧୮ା୨: ପାକିସ୍ତାନର କରାଚୀ ସହରରେ ଥିବା ପୋଲିସ ମୁଖ୍ୟାଳୟ ଉପରେ ଶୁକ୍ରବାର ତାଲିବାନ ଆତଙ୍କବାଦୀ ଆତ୍ମଘାତୀମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ବିସ୍ଫୋରଣ ଓ ଗୁଳି ଶବ୍ଦରେ ସହର ଥରିଉଠିଥିଲା।…

ଦଳିତ ଆଇଆଇଟି ଛାତ୍ରଙ୍କ ଆତ୍ମହତ୍ୟା: ନିର୍ଦ୍ଦେଶକଙ୍କ ଇସ୍ତଫା ଦାବିକଲେ ୩ ଛାତ୍ର ଗୋଷ୍ଠୀ

ମୁମ୍ବାଇ,୧୮ା୨: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଆଇଆଇଟି) ବମ୍ବେର ଜଣେ ୧୮ ବର୍ଷୀୟ ଦଳିତ ଛାତ୍ର ଆତ୍ମହତ୍ୟା କରିଥିବାବେଳେ ଏଥିପାଇଁ ଶିକ୍ଷାନୁଷ୍ଠାନର ୩ ଛାତ୍ରଗୋଷ୍ଠୀ ନିର୍ଦ୍ଦେଶକଙ୍କୁ ଦାୟୀ କରି ତୁରନ୍ତ ତାଙ୍କର ଇସ୍ତଫା ଦାବି କରିଛନ୍ତି। ନିର୍ଦ୍ଦେଶକ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ସ୍ଥାନ…

ବନ୍ଦ ଲଫାପାରେ କେନ୍ଦ୍ରର ପ୍ରସ୍ତାବ ଅଗ୍ରାହ୍ୟ

ନୂଆଦିଲ୍ଲୀ,୧୮ା୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗ ଆସିବା ପରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଖସିବାରେ ଲାଗିଛି। ନିବେଶକମାନଙ୍କୁ କ୍ଷତିରୁ ବଞ୍ଚାଇବା ପାଇଁ ନିୟାମକ ପଦକ୍ଷେପ ନେବା ସକାଶେ ଏକ…

କାଳିପଲ୍ଲୀ ଗାଁ କମିଟି ସହ ଜିଲାପାଳଙ୍କ ଆଲୋଚନା

ଛତ୍ରପୁର,୧୮ା୨(ଡି.ଏନ୍‌.ଏ.): ଛତ୍ରପୁର ଉପକଣ୍ଠ କାଳିପଲ୍ଳୀ ନିକଟରେ ଟାଟା ଏସ୍‌ଇଜେଡ୍‌ରେ ସ୍ମାର୍ଟକେମ୍‌ ଟେକ୍ନୋଲଜିର ଆମୋନିୟମ ନାଇଟ୍ରେଟ୍‌ କମ୍ପାନୀକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି। ଅନ୍ୟପକ୍ଷରେ ଗତ ବୁଧବାର ଟାଟା ପ୍ରକଳ୍ପର ପାଚେରି ନିର୍ମାଣକୁ ବିରୋଧ କରିଥିବାରୁ ପୋଲିସ ୧୫ଜଣଙ୍କୁ କୋର୍ଟ ଚାଲାଣ…

ଗୋଲେଇ ନିର୍ମାଣରେ ବିଳମ୍ବ ଯୋଗୁ ବଢୁଚି ଦୁର୍ଘଟଣା

କଳିଙ୍ଗନଗର,୧୮ା୨(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ଖୁରୁଣ୍ଟି ଛକ ଗୋଲେଇ ନିର୍ମାଣରେ ଆହେତୁକ ବିଳମ୍ବ ହେଉଛି l ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟ ପାଇଁ ବର୍ଷାଧିକ କାଳ ଯାତ୍ରୀ ବହୁ ହିନସ୍ତା ଭୋଗୁଛନ୍ତି l ଏପରିକି ଠିକା ସଂସ୍ଥା ମୂଖ୍ୟ ରାସ୍ତାରେ ଅଧାପନ୍ତରିଆ କାମ…

ଆବର୍ଜନା ମୁକ୍ତ ହେବ ଗାଁ ଦାଣ୍ଡ

ରସୁଲପୁର,୧୮ା୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଞ୍ଚାୟତରକୁ ସ୍ବଚ୍ଛ ଓ ସୁସ୍ଥ ପଞ୍ଚାୟତ ଗଠନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଗାଁ କଲ୍ୟାଣ ସମିତି ଓ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗ୍ରାମୀଣ ଏକତା ମଞ୍ଚର ମିଳିତ ସହଯୋଗରେ ସଫେଇ କାର୍ଯ୍ୟକୁ ପରିଚାଳନା କରାଯାଉଛି ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?