ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ: ଏହି ଜିଲାରେ ସ୍କୁଲ୍, କଲେଜ ବନ୍ଦ
ତାମିଲନାଡୁ,୧୦।୧୧: ତାମିଲନାଡୁ ତିରୁଭାଲ୍ଲୁର ଜିଲାରେ ଶୁକ୍ରବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଗୁରୁବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ତେବେ ଜିଲାରେ ପ୍ରବଳ ବର୍ଷାକୁ ଆଖି ଆଗରେ ରଖି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ସ୍କୁଲ୍…
ତାଲାବନ୍ଦ ଘରକୁ ଦୁର୍ବୃତ୍ତଙ୍କ ଟାର୍ଗେଟ୍
ବ୍ରହ୍ମପୁର ଅଫିସ,୧୦ା୧୧: ବ୍ରହ୍ମପୁର ସହରରେ ଏବେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇପଡିଛନ୍ତି। ସେମାନେ ବିଭିନ୍ନ ତାଲାବନ୍ଦ ଘରକୁ ଟାର୍ଗେଟ କରୁଥିବା ଘଟଣା ସାମ୍ନାକୁ ଆସୁଛି। ସଦର ଥାନା ଅଧୀନ ଆଦିଶକ୍ତିନଗରରେ ଏକ ତାଲାବନ୍ଦ ଘରୁ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ସୁନା ଗହଣା,…
‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ବହୁତ ଆନନ୍ଦିତ’
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ଭୁବନେଶ୍ୱରକୁ ଫେରିଥିଲେ। ଏହାପରେ ରାଜଭବନଠାରେ ରାଷ୍ଟ୍ରପତିଙ୍କୁ ନାଗରିକ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ହାଇକୋର୍ଟ ମୁଖ୍ୟ ବିଚାରପତି…
ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ, ବାଇକ୍ ଆରୋହୀ ମୃତ
କେନ୍ଦୁଝର,୧୦ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ଜିଟି ପେଟ୍ରୋଲ ପମ୍ପ ନିକଟରେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ। ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ମହାଦେଇଯୋଡା ପଞ୍ଚାୟତ ଟିକରପଡା…
ଏଏସ୍ଓ ପରୀକ୍ଷାଫଳ ବିଭ୍ରାଟ ନେଇ ଅଭିଯୋଗ ପ୍ରସଙ୍ଗ: ସ୍ପଷ୍ଟୀକରଣ ରଖିଲା ଓପିଏସ୍ସି
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଏଏସ୍ଓ ପରୀକ୍ଷା ଫଳ ବିଭ୍ରାଟ ନେଇ ପରୀକ୍ଷାର୍ଥୀଙ୍କ ଅଭିଯୋଗକୁ ନେଇ ସ୍ପଷ୍ଟୀକରଣ ରଖିଛି ଓପିଏସ୍ସି। ଅଭିଯୋଗକୁ ଭିତ୍ତିହୀନ ଓ ମିଥ୍ୟା ବୋଲି କହିଛି ଆୟୋଗ। ଓପିଏସ୍ସି ପକ୍ଷରୁ ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି, ଆୟୋଗ ନିୟମାନୁସାରେ ଚୂଡ଼ାନ୍ତ ରେଜଲ୍ଟ ପରେ…
ମହାପ୍ରଭୁଙ୍କୁ ଦର୍ଶନ ପରେ ରାଷ୍ଟ୍ରପତିଙ୍କ ହାତଲେଖା
ପୁରୀ ଅଫିସ,୧୦।୧୧: ଓଡ଼ିଶା ଗସ୍ତରେ ଆସି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ହାତଲେଖା ଛାଡ଼ିଛନ୍ତି। ଏହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଓଡ଼ିଆରେ ରାଷ୍ଟ୍ରପତି ଲେଖିଛନ୍ତି, ଆଜି…
ବାର୍ହା ଶିକାର ଲାଗି ଖଞ୍ଜା ଯାଇଥିବା ବୋମାକୁ ଖାଇଦେଲା ଗାଈ, ଆଉ ତା’ପରେ…
ଗଞ୍ଜାମ,୧୦।୧୧(ଡି.ଏନ୍.ଏ.): ବାର୍ହା ଶିକାର ପାଇଁ ଖଞ୍ଜା ଯାଇଥିବା ଏକ ବୋମାକୁ ଏକ ଗାଈ ଖାଇଦେବାରୁ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଏହି ଘଟଣାଟି ଘଟିଛି ଗଞ୍ଜାମ ବ୍ଲକର କାଠଗଡା଼ ଅଞ୍ଚଳରେ। ମିଳିଥିବା ସୂଚନା ମୁତାବକ, ଗୁରୁବାର ମଲାଡ଼ ପଞ୍ଚାୟତର ବାବୁ ଗୌଡ଼ଙ୍କ…
ଗଣବଳାତ୍କାର ମାମଲାରେ ପୂର୍ବତନ ମୁଖ୍ୟ ସଚିବ ଗିରଫ
ପୋର୍ଟବ୍ଲେୟାର,୧୦।୧୧: ଆଣ୍ଡାମାନ ଏବଂ ନିକୋବରର ପୂର୍ବତନ ମୁଖ୍ୟ ସଚିବ ଜିତେନ୍ଦ୍ର ନାରାୟଣଙ୍କୁ ଗଣବଳତ୍କାର ମାମଲାରେ ଗୁରୁବାର ଗିରଫ କରାଯାଇଛି। ତାଙ୍କୁ ପଚରାଉଚରା କରିବା ଲାଗି ପୋର୍ଟବ୍ଲେୟାରରେ ହାଜର ହେବାକୁ ଅନୁସନ୍ଧାନକାରୀ ଦଳ ଏକ ସମନ ଜାରି କରିଥିଲା। ତେବେ ଗୁରୁବାର ଜିତେନ୍ଦ୍ର…
ପ୍ରୋଟୋକଲ୍ ଭାଙ୍ଗି ବଡଦାଣ୍ଡରେ ଚାଲିଲେ, ତଳେ ବସି କଦଳୀ ପତ୍ରରେ ଖାଇଲେ ମହାପ୍ରସାଦ
ପୁରୀ ଅଫିସ,୧୦।୧୧: ଦେଶର ସର୍ବୋଚ୍ଚ ପଦରେ ଅଳଙ୍କୃତ ହେବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସମୟରେ ସେ ପ୍ରୋଟୋକଲ ଭାଙ୍ଗି ବଡଦାଣ୍ଡରେ ଚାଲି ଚାଲି ଯାଇ ମହାପ୍ରଭୁଙ୍କ…
ଘୃଣା ମନ୍ତବ୍ୟ ମାମଲାରେ ଆଜମ ଖାନ୍ଙ୍କୁ ଝଟ୍କା
ଲକ୍ଷ୍ନୌ,୧୦।୧୧: ଘୃଣା ମନ୍ତବ୍ୟ ମାମଲାରେ ଆଜମ ଖାନ୍ଙ୍କୁ ଏମ୍ପି-ଏମ୍ଏଲ୍ଏ କୋର୍ଟରୁ ଏକ ଝଟ୍କା ମିଳିଛି। ଆଜମଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନକୁ କୋର୍ଟ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି। ସର୍ବପ୍ରଥମେ ରାମପୁର କୋର୍ଟ ଆଜମଙ୍କୁ ଘୃଣା ମନ୍ତବ୍ୟ ମାମଲାରେ ଦୋଷୀ ସାବ୍ୟସ୍ତ କରି…
ଆଧାର ସହ ଜଡ଼ିତ ନିୟମରେ ବଡ ପରିବର୍ତ୍ତନ; ଏବେ ପ୍ରତି ୧୦ ବର୍ଷରେ କରିବାକୁ ହେବ ଅପ୍ଡେଟ୍
ନୂଆଦିଲ୍ଲୀ,୧୦।୧୧: ଆଧାରକାର୍ଡକୁ ନେଇ ଜାରି ହେଲା ନୂଆ ନିର୍ଦ୍ଦେଶନାମା। ଦଶ ବର୍ଷ ପୂର୍ବେ ଯେଉଁମାନେ ଆଧାର କାର୍ଡ ପାଇଥିଲେ ଏବଂ ଏହାକୁ କେବେବି ଅପଡେଟ କରିନାହାନ୍ତି ସେମାନଙ୍କ ପାଇଁ ସରକାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା…
ଆସନ୍ତାବର୍ଷ ରିଲିଜ୍ ହେବ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ ଭାକସିନ୍ ଓ୍ବାର’
ମୁମ୍ବାଇ: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ’ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଥିଲା। ଫିଲ୍ମଟି ଅଳ୍ପ ଦିନରେ ଭଲ ଆୟ ମଧ୍ୟ କରିଥିଲା। କଶ୍ମୀର ଫାଇଲ ପରେ ଦର୍ଶକ ଆଉ ଏକ ଧମାକାଦାର ଫିଲ୍ମକୁ ଅପେକ୍ଷା କରିଥିଲେ। ଯାହାକୁ…
Archives


