Home Left

ପାଣିଟାଙ୍କିରେ ମାଛଚାଷ

ବୈପାରିଗୁଡା,୯।୧୧ (ଡି.ଏନ୍‌.ଏ):  ଚାଷୀଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି ା ମାତ୍ର ସେସବୁ ଦୁର୍ଗମ ଆଦିବାସୀ ଅଞ୍ଚଳରେ ପହଞ୍ଚତ୍ପାରୁନି। ମାଛଚାଷ ହେଉଛି ଏହାର ଏକ ଉଦାହରଣ। ସେମାନଙ୍କ ପାଖରେ ପୋଖରୀ ନାହିଁ କି ସମ୍ବଳ ନାହିଁ ା ମାତ୍ର…

ଅଚଳ ଟ୍ରାଫିକ୍‌ ସିଗ୍‌ନାଲ, ସିସିଟିଭି

ରାୟଗଡ଼ା ଅଫିସ,୯।୧୧:  ରାୟଗଡ଼ା ସହର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ ରୂପେ ପରିଚିତ। ଦିନକୁ ଦିନ ଜନସଂଖ୍ୟା ବଢ଼ୁଛି। ହେଲେ ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ସହରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ନାଁକୁ ମାତ୍ର ଲାଗିଛି ଟ୍ରାଫିକ୍‌…

ଅଲୋଡ଼ା ହୋଇଛି ୨ ଭେଣ୍ଡିଂ ଜୋନ୍‌

ବ୍ରହ୍ମପୁର ଅଫିସ,୯।୧୧:ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ପକ୍ଷରୁ ବହୁ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯାହାଦ୍ୱାରା ସହରବାସୀ ଅନେକ କ୍ଷେତ୍ରରେ ଉପକୃତ ହୋଇପାରୁଛନ୍ତି। କିନ୍ତୁ ବିଏମ୍‌ସି ଦ୍ୱାରା ନିର୍ମାଣ କରାଯାଇଥିବା ଅନେକ ପ୍ରକଳ୍ପ ବର୍ତ୍ତମାନ ଅଲୋଡ଼ା ହୋଇ ରହିଛି। ବର୍ତ୍ତମାନ କୋର୍ଟପେଟା ମର୍ଦ୍ଦରାଜ…

ଅତିଥିଙ୍କୁ ମିଳେନି ଆତିଥ୍ୟ

ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର ତୁଳସୀପାଳ ଓ ଗଡ଼ସନ୍ତ୍ରୀ ଗ୍ରାମରେ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ବେଳେ…

‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା…

କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ ହାତୀ କିଡିଗାଁ ଗ୍ରାମର ନିକଟସ୍ଥ ପାହାଡକୁ ଆସି ରାତିରେ ଖାଦ୍ୟ ସଂଗ୍ରହ ପାଇଁ…

‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’

ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ ହଜାର…

ଡ୍ରାଇଭର ସଂଘର ଦାବିପତ୍ର

ପୋଲସରା/ଗଞ୍ଜାମ/ସୋରଡ଼ା/ରମ୍ଭା,୯।୧୧(ଡି.ଏନ.ଏ.):ପୋଲସରା ଡ୍ରାଇଭର ସଂଘ ପକ୍ଷରୁ ସରକାରଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ସମ୍ବଳିତ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟର ୩୦ ଜିଲାରେ କାର୍ଯ୍ୟରତ ଥିବା ସମସ୍ତ ଡ୍ରାଇଭର ଗତ ଏକବର୍ଷ ଧରି ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଦ୍ୱାରସ୍ଥ ହେଉଥିଲେ…

ମନ୍ଥର ଗତିରେ ପାନୀୟ ଜଳ ପ୍ରକଳ୍ପ କାମ

ଭଞ୍ଜନଗର,୯।୧୧(ଡି.ଏନ.ଏ): ଭଞ୍ଜନଗର ବିଜୁ ପଟ୍ଟନାୟକ ପାର୍କ ରାସ୍ତାରେ ୨ କୋଟି ୩୮ଲକ୍ଷ ଟଙ୍କା ବ୍ୟୟରେ ୪୦ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏକ ଜଳ ବିଶୋଧନାଗାର ନିର୍ମାଣ ଚାଲିଛି । ଏହି କାମ ଗତ ଜୁଲାଇ ସୁଦ୍ଧା ସାରିବା ଲକ୍ଷ୍ୟ ଥିଲା।…

‘କ୍ଷତିଗ୍ରସ୍ତ ଧାନଚାଷ ଦେଖିଲେ, ଚାଷୀଙ୍କୁ ସଚେତନ କଲେ’

ଜଳେଶ୍ୱର, ୯।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱରର ବିଭିନ୍ନ ଅଞ୍ଚଳରେ ଚକଡାପୋକ ବ୍ୟାପିବାରେ ଲାଗିଛି ା ଏ ସମ୍ପର୍କରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ମଙ୍ଗଳବାର ଜିଲା କେଭିକେ (କୃଷି ବିଜ୍ଞାନ କେନ୍ଦ୍ର)ର ବୈଜ୍ଞାନିକ ଜଳେଶ୍ୱର ଅଞ୍ଚଳର ବିଭିନ୍ନ ପଞ୍ଚାୟତ ବୁଲି ପରିସ୍ଥିତି ଅନୁଧ୍ୟାନ…

ଜୀବନ ବଞ୍ଚାଇଛି ଝରଣା ପାଣି

ବାରିପଦା ଅଫିସ,୯।୧୧:  ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଭାଲକି ପଞ୍ଚାୟତର ଆମ୍ବଡାଳୀ ମହାଲୀ ସାହି ଓ ନୂଆସାହି ଗ୍ରାମବାସୀ ଜଳ କଷ୍ଟ ଭୋଗୁଛନ୍ତି ା ଦୀର୍ଘ ଦୁଇ କି.ମି. ଦୂର ବିଲ ଝରଣାରୁ ମହିଳାମାନେ ପାଣି ସଂଗ୍ରହ କରୁଛନ୍ତି। ପ୍ରତି ଘରକୁ…

ବିମୁଦ୍ରୀକରଣ ଆର୍ଥିକ ଗଣହତ୍ୟା: ବିରୋଧୀ

ନୂଆଦିଲ୍ଲୀ,୯।୧୧(ପି.ଟି.): ନରେନ୍ଦ୍ର ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ବିରୋଧୀ ଦଳଗୁଡ଼ିକ ଆର୍ଥିକ ଗଣହତ୍ୟା, ଆପରାଧିକ କାର୍ଯ୍ୟ ଏବଂ ସଂଗଠିତ ଲୁଟ୍‌ ବୋଲି କହିଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚଳିତ ୫୦୦ ଏବଂ ୧,୦୦୦ ଟଙ୍କିଆ ନୋଟଗୁଡ଼ିକୁ ଅଚଳ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri