Home Left

ଭାରତୀୟ ସେନା ପାଇଁ ବେଙ୍ଗାଲୁରୁର ଜେଟ୍‌ପ୍ୟାକ୍‌ ସୁଟ୍‌

ନୂଆଦିଲ୍ଲୀ:ବେଙ୍ଗାଲୁରୁର ଏକ କମ୍ପାନୀ ଭାରତୀୟ ସଶସ୍ତ୍ର ବାହିନୀ ପାଇଁ ଜେଟ୍‌ପ୍ୟାକ୍‌ ସୁଟ୍‌ ଯୋଗାଇବାରେ ଉଦ୍ୟମ ଚଳାଇଛି। ଯେଉଁଥିରେ କି ଭାରତୀୟ ସେନା ଏହି ସୁଟ୍‌ରେ କଠିନ ଅଞ୍ଚଳରେ ବ୍ୟକ୍ତିଗତ ଭାବେ ଉଡ଼ିବାରେ ସକ୍ଷମ ହୋଇପାରିବ। ତେବେ ଜାନୁୟାରୀରେ ଭାରତୀୟ ସେନା ୪୮ଟି…

ଗହୀରମଥା ଅଞ୍ଚଳରେ ନୀଳରକ୍ତ କଙ୍କଡ଼ାଙ୍କ ମିଳନ

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ହର୍ସସୁ କ୍ରାବ୍‌ ବା ଅଶ୍ୱଖୁରା କୃତି କଙ୍କଡ଼ାକୁ ବୈଜ୍ଞାନିକ ମତରେ ନୀଳ ରକ୍ତ କଙ୍କଡା କୁହାଯାଏ। ବିଶେଷକରି ଏହି ନୀଳରକ୍ତ କଙ୍କଡା ସାଧାରଣତଃ ପ୍ରଶାନ୍ତ ମହାସାଗର ଓ ବଙ୍ଗୋପସାଗରର ଓଡ଼ିଶା ଉପକୂଳକୁ ସୁରକ୍ଷିତ ମଣି…

ନାଁକୁ ଚାଲିଛି ଖତ ପ୍ରକ୍ରିୟାକରଣ,ବର୍ଜ୍ୟବସ୍ତୁ ପରିଚାଳନା

ଜଗତ୍‌ସିଂହପୁର ଅଫିସ,୧୭ା୨: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ୧୧୪ଟି ସହରାଞ୍ଚଳରେ ଖତ ପ୍ରକ୍ରିୟାକରଣ (ଏମ୍‌ସିସି) ଏବଂ ବର୍ଜ୍ୟବସ୍ତୁ ପରିଚାଳନା (ଏମ୍‌ଆର୍‌ଏଫ୍‌) ପାଇଁ ପ୍ଲାଣ୍ଟ ସ୍ଥାପନ କରିବାକୁ ଘୋଷଣା କରାଯାଇଛି। ଏହି ଅନୁଯାୟୀ, ଜଗତ୍‌ସିଂହପୁର ଜିଲାର…

କାମ ନ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ

କୋରେଇ,୧୭ା୨(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ୍‌ ଅଧୀନ ବିଭିନ୍ନ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଦୁର୍ନୀତି ବଢ଼ିବାରେ ଲାଗିଛି। କେଉଁଠି ମେଶିନରେ କାମ ହେଉଛି ତ ଆଉ କେଉଁଠି କେବଳ ଫଳକ ଲଗାଇ…

ପାଣି ଭିତରେ କିସ୍‌ କରି ଗିନିଜ୍‌ ୱାଲର୍‌ଡ ରେକଡର୍‌ସ

କେପ୍‌ଟାଉନ: ନିକଟରେ ପ୍ରେମୀଯୁଗଳ ଭାଲେଣ୍ଟାଇନ୍‌ ଡେ’ ପାଳନ କରିଛନ୍ତି। ତେବେ ଜଣେ ଦମ୍ପତି ଏହି ଦିବସକୁ ଏକ ଭିନ୍ନ ଭାବେ ପାଳନ କରି ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକଡର୍‌ସରେ ନିଜ ନାମ ଲେଖାଇଛନ୍ତି। ଦମ୍ପତି ସାଉଥ୍‌ ଆଫ୍ରିକାର ବେଥ୍‌ ଲେଇଲେ…

୧୦ ହଜାର ଟ୍ୟୁବ୍‌ୱେଲରୁ ଲୁଣା ପାଣି ବାହାରୁଛି

କେନ୍ଦ୍ରାପଡ଼ା ଅଫିସ,୧୭ା୨: କେନ୍ଦ୍ରାପଡ଼ା ଜିଲା ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିର ଓ ୮ ବ୍ଲକରେ ‘ପଲ୍ଲୀରେ ପ୍ରଶାସନ’ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ ଜଳ ସମସ୍ୟା ନିରାକରଣ ପାଇଁ ଆବେଦନ ପତ୍ର…

ବଡ଼ ପରଦାରେ କାର୍ତ୍ତିକଙ୍କ ‘ଶେହଜାଦା’

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର଼୍ୟାନ୍‌ ତାଙ୍କ ଆଗାମୀ ଫିଲ୍ମ ‘ଶେହଜାଦା’ର ପ୍ରମୋଶନକୁ ନେଇ ବ୍ୟସ୍ତ ଅଛନ୍ତି। ସେ ଦେଶର ବିଭିନ୍ନ ସ୍ଥାନକୁ ଯାଇ ସେଠାରେ ଫିଲ୍ମର ପ୍ରମୋଶନ କରୁଛନ୍ତି। ଏହା ମଧ୍ୟରେ ଶାହରୁଖ ଖାନ୍‌ଙ୍କ ଫିଲ୍ମ ‘ପଠାନ’ ଭଳି ଦୁବାଇର…

ଜେସିବିରେ ଲାଗି ଗ୍ୟାସ ପାଇପ୍‌ ଲାଇନ ଇନଫର୍‌ମେଶନ ଓୟାର ଛିଡ଼ିଗଲା

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟ୍‌ ଛେଲା ପଞ୍ଚାୟତ କୋଚିଳା-ବଜରପୁରୁ ଗ୍ରାମ ସଂଲଗ୍ନ ମହାନଦୀ ଶାଖା ଗୁପ୍ତଗିରି ନଦୀପାଶର୍‌ବ ବାର୍‌ହାଖିଆ ଯୋରୀ ଦେଇ ପାରାଦ୍ୱୀପ-ହଳଦିଆ-ଦୁର୍ଗାପୁର ଓ ବିହାର ରାଜ୍ୟର ମୋତିହାର ପର୍ଯ୍ୟନ୍ତ ଦୀର୍ଘ ୬ ଶହ କିମିରୁ…

ରାତି ୧୧ଟାରେ ଉଠିବ ମହାଦୀପ

ଖୋର୍ଦ୍ଧା ଅଫିସ,୧୭ା୨: ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି ତଥା ଜାଗରଯାତ୍ରା। ଏନେଇ ଖୋର୍ଦ୍ଧାର ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଗୁରୁଜଙ୍ଗ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି। କରୋନା କଟକଣା ହଟିବା ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାସମାରୋହରେ…

ଓଡ଼ିଶା ବଜାରରେ ପ୍ରବେଶ କରିବ ବର୍ଗର ସିଂ

ଭୁବନେଶ୍ୱର,୧୭।୨:ଦେଶର ପ୍ରମୁଖ ଫୁଡ୍‌ ପ୍ଲାଟ୍‌ଫର୍ମ ତଥା ଭାରତ ନିର୍ମିତ ବର୍ଗର ଚେନ୍‌ ‘ବର୍ଗର ସିଂ’ ପ୍ରଥମ ଥର ପାଇଁ ଓଡ଼ିଶା ବଜାରରେ ପ୍ରବେଶ କରିବାକୁ ଯାଉଛି। ଭୁବନେଶ୍ୱର, ବ୍ରହ୍ମପୁର, କଟକ, ରାଉରକେଲା, ସମ୍ବଲପୁର ଭଳି ୮ଟି ପ୍ରମୁଖ ସହରରେ ତା’ର ନୂଆ…

‘ପରିବହନ କ୍ଷେତ୍ରରେ ପରିବର୍ତ୍ତନ ଆଣିବ’

ଭୁବନେଶ୍ୱର,୧୭।୨:କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ‘ପିଏମ୍‌ ଗତିଶକ୍ତି ଓ ଜାତୀୟ ଲଜିଷ୍ଟିକ୍ସ ନୀତି’ ଶୀର୍ଷକ ବିଷୟବସ୍ତୁ ଉପରେ ପୂର୍ବ ଜୋନ୍‌ ସମ୍ମିଳନୀ ସ୍ଥାନୀୟ ଜୟଦେବ ନିକଟସ୍ଥ ଏକ ହୋଟେଲ ପରିସରରେ ଆୟୋଜିତ ହୋଇଯାଇଛି। ବିଶେଷ କରି ଭାରତ ସରକାର ଅଧୀନରେ ଥିବା…

ଭିତ୍ତିଭୂମି ଅଛି, ଡାକ୍ତର ଅଭାବ

ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?