ମୋଦିଙ୍କ ଭଳି ମିଥ୍ୟା ପ୍ରତିଶ୍ରୁତି ଦେଇପାରିବୁ ନାହିଁ, ଯାହା କହିଛୁ ପୂରଣ କରିବୁ: ଖାର୍ଗେ
ଶିମଲା,୯।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି। ଭିନ୍ନ ଦଳ ପକ୍ଷରୁ ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ପ୍ରକାର ପ୍ରତିଶ୍ରୁତି ଦେଉଛନ୍ତି। ଏହି କ୍ରମରେ ବୁଧବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶିମଲାଙ୍କ ବାନୁତୀରେ ଏକ…
୩ ମାସ ପରେ ଜେଲ୍ରୁ ମୁକୁଳିଲେ ସଞ୍ଜୟ
ମୁମ୍ବାଇ,୯।୧୧: ପାତ୍ରା ଚୌଲ ନବୀକରଣ ପ୍ରକଳ୍ପ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ବୁଧବାର ୩ ମାସ୍ ପରେ ଜେଲରୁ ମୁକୁଳିଛନ୍ତି। ପ୍ରବର୍ତ୍ତନ ନର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇ ଜେଲରେ ରହିଥିବା ରାଉତଙ୍କୁ ୩…
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ଛୁଟି ଘୋଷଣା, ଅପରାହ୍ନ ୧ଟାରୁ ଏସବୁ ବନ୍ଦ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ହେବା ପରେ ଗୁରୁବାର ପ୍ରଥମଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଛନ୍ତି ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଅଧା ଦିନ ସରକାରୀ…
ରାତି ଅଧରେ ବିଗ୍ବସ୍ରୁ ବିଦା ହେଲେ ଅର୍ଚ୍ଚନା !
ବମ୍ବେ: ରାତି ଅଧରେ ବିଗ୍ବସ୍ରୁ ବିଦା ହୋଇଛନ୍ତି ସାଉଥ୍ର ସନି ଲିଓନି ଓରଫ ଅର୍ଚ୍ଚନା ଗୌତମ। ବିଗ୍ବସ୍ ସିଜନ-୧୬ର ସବୁଠାରୁ ଏଣ୍ଟରଟେନିଂ ପ୍ରତିଯୋଗୀ ଥିଲେ ସେ। ଶୋ’ରେ ସେ ଅଧିକ ଆକ୍ଟିଭ ମଧ୍ୟ ରହୁଥିଲେ। ହେଲେ ଏବେ ସେ ଅନ୍ୟତମ ପ୍ରତିଯୋଗୀ…
ନିର୍ବାଚନ ଲଢିବେ ନାହିଁ ପୂର୍ବତନ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ
ଅହମ୍ମଦାବାଦ୍,୯।୧୧: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ଏବଂ ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ନିତିନ ପଟେଲ ରାଜ୍ୟ ସଭାପତିଙ୍କୁ ଏକ ଚିଠି ଲେଖିଛନ୍ତି। କିଛି ଦିନ ପୂର୍ବରୁ ନିତିନ…
ପୃଥକ୍ ଦୁର୍ଘଟଣାରେ ୩ ଗୁରୁତର
ଦିଗପହଣ୍ଡି,୯ା୧୧(ଡି.ଏନ୍.ଏ.): ବୁଧବାର ପୃଥକ୍ ଦୁର୍ଘଟଣାରେ ୩ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତରମାନେ ହେଲେ ପାଟପୁର ଥାନା ତଥା ମୌଳାଭଣଞ୍ଜା ପଞ୍ଚାୟତ ଅନ୍ତର୍ଗତ ଖୁଲୁଡ଼ି ଗ୍ରାମର ଜେ.ଯୁଧିଷ୍ଠିର, ଦିଗପହଣ୍ଡି ସାନଦାଣ୍ଡ ସାହିର ଏମ୍.ପଞ୍ଚୁ ଏବଂ ଅନ୍ୟ ଜଣେ ବି.କାଳିଆ ରେଡ୍ଡୀ। ଘଟଣାସ୍ଥଳରୁ ଗୁରୁତରମାନଙ୍କୁ…
କରନ ଛାଡ଼ିଲେ ‘ଝଲକ୍ ଦିଖ୍ଲା ଜା’
ବମ୍ବେ: ଦର୍ଶକଙ୍କ ପସନ୍ଦର ରିଆଲିଟି ଶୋ’ ମଧ୍ୟରୁ ‘ଝଲକ ଦିଖ୍ଲା ଜା-୧୦’ ଅନ୍ୟତମ। ନୃତ୍ୟ ଭିତ୍ତିକ ଏହି ଶୋ’ର ପ୍ରିମିୟର ସେପ୍ଟେମ୍ବର ୩ରେ ହୋଇଥିଲା। ପ୍ରତିଯୋଗୀ ଭାବେ ଏଥିରେ ଅନେକ ବଡ ଟେଲି କଳାକାର ନଜର ଆସୁଥିବା ବେଳେ ବ୍ୟକ୍ତିଗତ କାରଣକୁ…
୨୭ କ୍ରୋମାଇଟ ଭର୍ତ୍ତି ଗାଡ଼ି ଅଟକ
ଆନନ୍ଦପୁର,୯ା୧୧(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଦ୍ୱାରା ୨୭ଟି କ୍ରୋମାଇଟ୍ ଭର୍ତ୍ତି ୬ ଚକିଆ ଯାନ ଅଟକ ରଖାଯାଇଛି। ଗାଡ଼ିଗୁଡ଼ିକ ମଙ୍ଗଳବାର ବିଳମ୍ବିତ ରାତିରେ କାଳିଆପାଣି ଅଞ୍ଚଳରୁ କ୍ରୋମାଇଟ୍ ଧରି ସୋସୋସ୍ଥିତ ମହାରାଜା ମିନେରାଲସ୍ ପ୍ରାଇଭେଟ୍ ଲିମିଟେଡ୍ ନିକଟକୁ ଆସୁଥିବା ସମୟରେ ଆନନ୍ଦପୁର କଲେଜ…
ସର୍ଭର ସମସ୍ୟା: ଜୀବନ ପ୍ରମାଣପତ୍ର ନ ପାଇ ନିରାଶରେ ଫେରୁଛନ୍ତି ପେନ୍ସନ୍ ଭୋଗୀ
ସୋରଡ଼ା,୯ା୧୧(ଡି.ଏନ୍.ଏ.): ନଭେମ୍ବର ମାସରେ ରାଜ୍ୟ ଓ କେନ୍ଦ୍ର ସରକାର ଓ ଅନ୍ୟ ସଂସ୍ଥା ଅଧୀନ ପେନ୍ସନ୍ ଭୋଗୀମାନେ ନିଜ ନିଜ କୋଷାଗାର ଓ ବ୍ୟାଙ୍କମାନଙ୍କୁ ଜୀବନ ପ୍ରମାଣପତ୍ର ପ୍ରଦାନ ପାଇଁ ପୂର୍ବରୁ ସ୍ଥିରୀକୃତ ହୋଇଛି। ସେହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ…
ମନ୍ଦିର ଯିବା ବେଳେ ଦୁର୍ଘଟଣା: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ, ଝିଅ ଗୁରୁତର
କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଝୁମ୍ପୁରା ଥାନା ଅନ୍ତର୍ଗତ ଘଣ୍ଟିପଶି ଗ୍ରାମ ମୁଣ୍ଡାସାହି ନିକଟସ୍ଥ ଏକ ବୁଲାଣି ରାସ୍ତାରେ ଡାଲା ଅଟୋ ଓ ବାଇକ୍ ଧକ୍କା ହେବା ଫଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ-ଝିଅ ଗୁରୁତର ଅବସ୍ଥାରେ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସିତ ଥିବା…
ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ତହସିଲଦାରଙ୍କୁ ଦାବିପତ୍ର
କୋକସରା,୯ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ଓ କୃଷକ ସମିତି ସଂଗଠନର ଆବାହକ ଲକ୍ଷ୍ମୀକାନ୍ତ ବାଗ୍ଙ୍କ ନେତୃତ୍ୱରେ ବ୍ଲକ ବିଭିନ୍ନ ପଞ୍ଚାୟତର ଚକଡ଼ା କ୍ଷତିଗ୍ରସ୍ତ ଚାଷୀ ସମୂହ ବୁଧବାର କୋକସରା ତହସିଲଦାରଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ଦାବିରେ…
ପାକିସ୍ତାନ ଡ୍ରୋନକୁ ତଳକୁ ଖସାଇଲେ ବିଏସଏଫ ଯବାନ
ଚଣ୍ଡିଗଡ,୯।୧୧: ପଞ୍ଜାବର ଫିରୋଜପୁରରେ ସୀମା ସୁରକ୍ଷା ବଳ (ବିଏସଏଫ) ଯବାନମାନେ ଭାରତ-ପାକିସ୍ତାନ ସୀମା ନିକଟରେ ଆକାଶରେ ବୁଲୁଥିବା ପାକ ଡ୍ରୋନକୁ ତଳକୁ ଖସାଇଛନ୍ତି। ଡ୍ରୋନରୁ କୌଣସି ବିସ୍ଫୋରକ ସାମଗ୍ରୀ ମିଳିନାହିଁ। ଅନୁମାନ କରାଯାଉଛି ଯେ, ଡ୍ରୋନ ହେରୋଇନ କିମ୍ବା ଅସ୍ତ୍ରଶସ୍ତ୍ର ରଖି…
Archives


