Home Left

ଗର୍ଜିଲେ ମମତା: ୨୦୨୪ରେ କ୍ଷମତାକୁ ଫେରିବ ନାହିଁ ଭାଜପା

କୋଲକାତା,୯।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କେନ୍ଦ୍ର ଭାଜପା ସରକାର ଉପରେ ବର୍ଷିଛନ୍ତି। ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ସଂଶୋଧିତ ନାଗରିକତା ଅଧିନିୟମ (ସିଏଏ) ଏବଂ ନ୍ୟାଶନାଲ ରେଜିଷ୍ଟର ଅଫ ନାଗରିକ…

ମହାନତା ଦେଖାଇଲେ ମୋଦି

ଶିମ୍‌ଲା,୯।୧୧: ହିମାଚଳ ପ୍ରଦେଶ କାଙ୍ଗରା ଜିଲାର ଚମ୍ବିରେ ଏକ ନିର୍ବାଚନ ରାଲିରେ ଯିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନତା ଦେଖାଇଛନ୍ତି। ନିଜ କନଭେନକୁ ଅଟକାଇ ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ଯିବାକୁ ପ୍ରାଧାନ୍ୟ ଦେଇଥିଲେ। ପ୍ରଧାନମନ୍ତ୍ରୀ ରୋଗୀର ଜୀବନ ବିପଦରେ ନ…

ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ଆଡିଲେଡ,୯।୧୧: ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ଇଂଲଣ୍ଡ ବିପକ୍ଷ ମ୍ୟାଚ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ସମ୍ପୂର୍ଣ୍ଣ ଫିଟ ହୋଇଯାଇଛନ୍ତି। ନଭେମ୍ବର ୨ ଆଡିଲେଡରେ ଅଭ୍ୟାସ ଅଧିବେଶନରେ ତାଙ୍କ ଡାହାଣ ହାତରେ…

ଭାଲୁ, ସିଂହ ସହ ସେଲ୍‌ଫି ନେଉଥିଲେ ଯୁବତୀ, ଆଉ ତା’ ପରେ…

ଆଜିକାଲି ସୋସିଆଲ ମିଡିଆ ଯୁଗ। ଏମିତିରେ ବି ସମସ୍ତଙ୍କ ହାତରେ ଆଣ୍ଡ୍ରଏଡ ଫୋନ୍‌। ତେଣୁ ଲୋକେ ଭଲ ଫଟୋ ଉଠାଇବା ଏବଂ ପୋଷ୍ଟ କରିବାକୁ ବହୁତ ପସନ୍ଦ କରୁଛନ୍ତି। ବେଳେବେଳେ ଏହି ଅଭ୍ୟାସ ସେମାନଙ୍କ ଜୀବନରେ ଅନେକ ଅସୁବିଧା ସୃଷ୍ଟି କରେ।…

ଭାରତ ବିପକ୍ଷ ସେମିଫାଇନାଲ ମୁକାବିଲା ପୂର୍ବରୁ ଇଂଲଣ୍ଡକୁ ‘ଡବଲ୍‌ ଝଟ୍‌କା’

ଆଡିଲେଡ,୯।୧୧: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଗୁରୁବାର ଆଡିଲେଡ୍‌ ମଇଦାନରେ ଏହି ମୁକାବିଲା ଖେଳାଯିବ। ଏହା ପୂର୍ବରୁ ଇଂଲଣ୍ଡ ଟିମ୍‌କୁ ଆଉ ଏକ ଝଟ୍‌କା ଲାଗିଛି। ଇଂଲଣ୍ଡ ଟିମ୍‌ର…

ନୀରବ ମୋଦି ଭାରତ ଆସିବା ରାସ୍ତା ସଫା

ଲଣ୍ଡନ,୯।୧୧: ଭାରତରେ ୭ ହଜାର କୋଟି ଟଙ୍କା ଠକେଇ ଅଭିଯୋଗରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଆଣିବା ପାଇଁ ରାସ୍ତା ସଫା ହୋଇଇଛି। ବ୍ରିଟେନ ହାଇକୋର୍ଟ ତାଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ତାଙ୍କୁ ପ୍ରତ୍ୟର୍ପଣ କରାଯିବା ଉଚିତ ନୁହେଁ ବୋଲି…

ହ୍ରିତିକଙ୍କ ସମ୍ପର୍କୀୟ ଭଉଣୀଙ୍କୁ ଡେଟ୍‌ କରୁଛନ୍ତି କାର୍ତ୍ତିକ! ଗୋଟିଏ ଶବ୍ଦରେ…

ବମ୍ବେ: ସୈଫ ଲଳନା ସାରା ଅଲି ଖାଁଙ୍କ ପରେ ଏବେ ହ୍ରିତିକ ରୋଶନଙ୍କ ସମ୍ପର୍କୀୟ ଭଉଣୀଙ୍କୁ ଡେଟ୍‌ କରୁଛନ୍ତି ଅଭିନେତା କାର୍ତ୍ତିକ ଆର୍ୟନ। କିଛି ଏଭଳି ଚର୍ଚ୍ଚା ଏବେ ବଲିଉଡ୍‌ର ଗଳିକନ୍ଦିରେ ହେବାକୁ ଲାଗିଛି। କଥାଟି ଗୁଜବ ନା ସତ୍ୟ ତାହା…

ନଦୀକୁ ଡେଇଁ ଯୁବକ ନିଖୋଜ

ଆରଡ଼ି,୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ସାହୁସାହିଠାରେ ବୈତରଣୀ ନଦୀକୁ ବୁଧବାର ମଧ୍ୟାହ୍ନ୍‌ରେ ଜଣେ ଅଜଣା ଯୁବକ ଡେଇଁ ପଡ଼ି ନିଖୋଜ ଅଛନ୍ତି। ନଦୀକୂଳରେ ଥିବା ୨ ଜଣ ଯୁବକ ଗ୍ରାମବାସୀଙ୍କୁ ଡାକ ପକାଇଥିଲେ। ପ୍ରଥମେ ଏକ ଦେଶୀ ଡଙ୍ଗାରେ…

କ୍ରିକେଟ ପରେ ଟେନିସରେ ଏମିତି ରେକର୍ଡ କଲେ ଧୋନୀ

ରାଞ୍ଚି, ୯।୧୧: ବିଶ୍ୱ କ୍ରିକେଟରେ ଅନେକ ରେକର୍ଡ ସୃଷ୍ଟି କରିଥିବା ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ପରେ ଏବେ ଟେନିସରେ ବି ଜଲଓ୍ବା ଦେଖାଇଛନ୍ତି। ଧୋନୀ ମଙ୍ଗଳବାର ରାଞ୍ଚିର ଜେଏସସିଏ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଝାଡଖଣ୍ଡ ଟେନିସ ଚାମ୍ପିଅନସିପରେ ଖେଳାଳି ଭାବରେ…

ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ଦାୟିତ୍ୱରୁ ବନ୍ଦ ଦାବିରେ ଜାତୀୟ ରାଜପଥ ଅବରୋଧ

ପାପଡ଼ାହାଣ୍ଡି,୯ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ତୁମ୍ବର୍ଲା ପଞ୍ଚାୟତରେ ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ପ୍ରତିବାଦରେ ବୁଧବାର ପଞ୍ଚାୟତବାସୀ ୨୬ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଚାୟତକୁ ଚାଉଳ ବଣ୍ଟନ ଦାୟିତ୍ୱ ଦିଆ ନ ଯିବା ଲାଗି ଜିଦ୍‌ରେ ଅଟଳ…

ମେଦ ବହୁଳତା ସବୁ ରୋଗର କାରଣ ଦର୍ଶାଇ ୧୫୩ କିଲୋଗ୍ରାମ ଓଜନ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କଲେ କୋର୍ଟ…

ଚଣ୍ଡିଗଡ଼,୯।୧୧ : ପଞ୍ଜାବ ହରିୟାଣା ହାଇକୋର୍ଟ ମେଦ ବହୁଳତାକୁ ସବୁ ରୋଗର କାରଣ ଦର୍ଶାଇ ଜଣେ ୧୫୩ କିଲୋଗ୍ରାମ ଓଜନ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣକ ବିରୋଧରେ ମନି ଲାଉଣ୍ଡରିଂ ଅଭିଯୋଗ ରହିଛି। ମନି ଲାଉଣ୍ଡରିଂ ଅଧିନିୟମ…

ହୃଦୟ ଜିତିଲେ ନ୍ୟୁଜିଲାଣ୍ଡ ଖେଳାଳି

ସିଡନୀ,୯।୧୧: ନ୍ୟୁଜିଲାଣ୍ଡ ଆଇସିସି ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ପାକିସ୍ତାନ ବିପକ୍ଷରେ ଏବେ ସିଡନୀରେ ଖେଳୁଛି। ଏହି ବଡ଼ ମ୍ୟାଚ ପୂର୍ବରୁ କିୱି ଖେଳାଳିମାନେ ଫଟୋଶୁଟ୍‌ ପାଇଁ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଏକାଠି ହୋଇଥିଲେ। ଏହାପରେ ନ୍ୟୁଜିଲାଣ୍ଡର ଖେଳାଳିମାନେ ଏମିତି କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri