ହୋଣ୍ଡାର ୨ ନିୟୁତ ଉତ୍ପାଦନ ମାଇଲଖୁଣ୍ଟ
ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ (ଏଚ୍ସିଆଇଏଲ୍) ପକ୍ଷରୁ ନିକଟରେ ଭାରତ ବଜାରର ଏକ ବଡ଼ ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଏଚ୍ସିଆଇଏଲ ମୋଟ ଉତ୍ପାଦନ ୨ ନିୟୁତ ୟୁନିଟ୍ ସହ…
ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ,୯।୧୧: ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦେଶର ସିଜେଆଇ ଭାବେ ଦୀର୍ଘ ୨ ବର୍ଷ ଧରି କାମ କରିବେ।…
ହିରୋର ଅଫ୍-ରୋଡ୍ ରାଇଡିଂ ଉଦ୍ଯାପିତ
ନୂଆଦିଲ୍ଲୀ, ୯।୧୧: ହିରୋ ମୋଟୋକର୍ପ ପକ୍ଷରୁ ଅଫ୍-ରୋଡ୍ ରାଇଡିଂ ଚାମ୍ପିୟନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶବ୍ୟାପୀ ଦୀର୍ଘ ୪ମାସର ପ୍ରତିଯୋଗିତା ପରେ ଉକ୍ତ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସେହିଭଳି ଉକ୍ତ ପ୍ରତିଯୋଗିତାରେ ଅସଦ ଖାନ୍ ଚାମ୍ପିୟନ ହୋଇଥିବାବେଳେ…
ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି
ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍ ନ୍ୟୁଟ୍ରିସନ୍ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାର ସିଜନ୍-୪ କାର୍ଯ୍ୟକ୍ରମ ‘ଏଭେରେଷ୍ଟ ବେଟର…
ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ପିଲା ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୧୬ ଏବଂ ଲୋକାଲ କେସରୁ ୧୦ ଜଣ ରହିଛନ୍ତି। ଚିହ୍ନଟ…
ଜିଏସ୍ଟି ବ୍ୟବସ୍ଥାର ପରିବର୍ତ୍ତନ ଆବଶ୍ୟକ
ନୂଆଦିଲ୍ଲୀ,୯।୧୧: ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ହାର କ୍ରମାଗତ ଭାବେ ହ୍ରାସ ପାଉଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନେତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରାୟ ଚିନ୍ତା ପ୍ରକଟ କରିଛନ୍ତି। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ସଂଗ୍ରହ…
ବୃଦ୍ଧି ପାଉଛି ବୀମା ଶିଳ୍ପର କାରବାର
ନୂଆଦିଲ୍ଲୀ, ୯।୧୧: ଗତ କିଛି ମାସ ହେବ ବିଭିନ୍ନ କାରଣ ଓ ମାନ୍ଦାବସ୍ଥା ଯୋଗୁ ଭାରତୀୟ ବୀମା ଶିଳ୍ପରେ ବ୍ୟାପକ ଅସ୍ଥିରତା ଦେଖାଦେଇଥିଲା। କାରଣ କୋଭିଡ୍ ଯୋଗୁ ସବୁ ବର୍ଗର ଲୋକ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ବୀମା…
ପିଏମ୍ଏଓ୍ବାଇ-ଜି ହିତାଧିକାରୀ ଚୟନରେ ଦୁର୍ନୀତି
ସୋନପୁର,୯।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଚରଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍ଏଓ୍ବାଇ-ଜି)ରେ ଦୁର୍ନୀତି ହୋଇଛି। ଫୁଲମୁଠି ଗ୍ରାମରେ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଦୁର୍ନୀତି ହୋଇଥିବା ତଦନ୍ତ ରିପୋର୍ଟରୁ ଜଣାପଡିଛି। ଏହି ଦୁର୍ନୀତିରେ ସରକାରୀ କର୍ମଚାରୀ ସାମିଲ ଅଛନ୍ତି।…
ପାଣିଟାଙ୍କିରେ ମାଛଚାଷ
ବୈପାରିଗୁଡା,୯।୧୧ (ଡି.ଏନ୍.ଏ): ଚାଷୀଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି ା ମାତ୍ର ସେସବୁ ଦୁର୍ଗମ ଆଦିବାସୀ ଅଞ୍ଚଳରେ ପହଞ୍ଚତ୍ପାରୁନି। ମାଛଚାଷ ହେଉଛି ଏହାର ଏକ ଉଦାହରଣ। ସେମାନଙ୍କ ପାଖରେ ପୋଖରୀ ନାହିଁ କି ସମ୍ବଳ ନାହିଁ ା ମାତ୍ର…
ଅଚଳ ଟ୍ରାଫିକ୍ ସିଗ୍ନାଲ, ସିସିଟିଭି
ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ସହର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ ରୂପେ ପରିଚିତ। ଦିନକୁ ଦିନ ଜନସଂଖ୍ୟା ବଢ଼ୁଛି। ହେଲେ ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ସହରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ନାଁକୁ ମାତ୍ର ଲାଗିଛି ଟ୍ରାଫିକ୍…
ଅଲୋଡ଼ା ହୋଇଛି ୨ ଭେଣ୍ଡିଂ ଜୋନ୍
ବ୍ରହ୍ମପୁର ଅଫିସ,୯।୧୧:ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି)ପକ୍ଷରୁ ବହୁ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯାହାଦ୍ୱାରା ସହରବାସୀ ଅନେକ କ୍ଷେତ୍ରରେ ଉପକୃତ ହୋଇପାରୁଛନ୍ତି। କିନ୍ତୁ ବିଏମ୍ସି ଦ୍ୱାରା ନିର୍ମାଣ କରାଯାଇଥିବା ଅନେକ ପ୍ରକଳ୍ପ ବର୍ତ୍ତମାନ ଅଲୋଡ଼ା ହୋଇ ରହିଛି। ବର୍ତ୍ତମାନ କୋର୍ଟପେଟା ମର୍ଦ୍ଦରାଜ…
ଅତିଥିଙ୍କୁ ମିଳେନି ଆତିଥ୍ୟ
ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର ତୁଳସୀପାଳ ଓ ଗଡ଼ସନ୍ତ୍ରୀ ଗ୍ରାମରେ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ବେଳେ…
Archives


