‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’
ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା…
କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ
ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ ହାତୀ କିଡିଗାଁ ଗ୍ରାମର ନିକଟସ୍ଥ ପାହାଡକୁ ଆସି ରାତିରେ ଖାଦ୍ୟ ସଂଗ୍ରହ ପାଇଁ…
‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’
ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍ଘାଟିତ ହୋଇଥିବା ବାଜି ରାଉତ କପ୍ ଜାତୀୟ ଫୁଟ୍ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍ସିଏଲ୍ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ ହଜାର…
ଡ୍ରାଇଭର ସଂଘର ଦାବିପତ୍ର
ପୋଲସରା/ଗଞ୍ଜାମ/ସୋରଡ଼ା/ରମ୍ଭା,୯।୧୧(ଡି.ଏନ.ଏ.):ପୋଲସରା ଡ୍ରାଇଭର ସଂଘ ପକ୍ଷରୁ ସରକାରଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ସମ୍ବଳିତ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟର ୩୦ ଜିଲାରେ କାର୍ଯ୍ୟରତ ଥିବା ସମସ୍ତ ଡ୍ରାଇଭର ଗତ ଏକବର୍ଷ ଧରି ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଦ୍ୱାରସ୍ଥ ହେଉଥିଲେ…
ମନ୍ଥର ଗତିରେ ପାନୀୟ ଜଳ ପ୍ରକଳ୍ପ କାମ
ଭଞ୍ଜନଗର,୯।୧୧(ଡି.ଏନ.ଏ): ଭଞ୍ଜନଗର ବିଜୁ ପଟ୍ଟନାୟକ ପାର୍କ ରାସ୍ତାରେ ୨ କୋଟି ୩୮ଲକ୍ଷ ଟଙ୍କା ବ୍ୟୟରେ ୪୦ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏକ ଜଳ ବିଶୋଧନାଗାର ନିର୍ମାଣ ଚାଲିଛି । ଏହି କାମ ଗତ ଜୁଲାଇ ସୁଦ୍ଧା ସାରିବା ଲକ୍ଷ୍ୟ ଥିଲା।…
‘କ୍ଷତିଗ୍ରସ୍ତ ଧାନଚାଷ ଦେଖିଲେ, ଚାଷୀଙ୍କୁ ସଚେତନ କଲେ’
ଜଳେଶ୍ୱର, ୯।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱରର ବିଭିନ୍ନ ଅଞ୍ଚଳରେ ଚକଡାପୋକ ବ୍ୟାପିବାରେ ଲାଗିଛି ା ଏ ସମ୍ପର୍କରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ମଙ୍ଗଳବାର ଜିଲା କେଭିକେ (କୃଷି ବିଜ୍ଞାନ କେନ୍ଦ୍ର)ର ବୈଜ୍ଞାନିକ ଜଳେଶ୍ୱର ଅଞ୍ଚଳର ବିଭିନ୍ନ ପଞ୍ଚାୟତ ବୁଲି ପରିସ୍ଥିତି ଅନୁଧ୍ୟାନ…
ଜୀବନ ବଞ୍ଚାଇଛି ଝରଣା ପାଣି
ବାରିପଦା ଅଫିସ,୯।୧୧: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଭାଲକି ପଞ୍ଚାୟତର ଆମ୍ବଡାଳୀ ମହାଲୀ ସାହି ଓ ନୂଆସାହି ଗ୍ରାମବାସୀ ଜଳ କଷ୍ଟ ଭୋଗୁଛନ୍ତି ା ଦୀର୍ଘ ଦୁଇ କି.ମି. ଦୂର ବିଲ ଝରଣାରୁ ମହିଳାମାନେ ପାଣି ସଂଗ୍ରହ କରୁଛନ୍ତି। ପ୍ରତି ଘରକୁ…
ବିମୁଦ୍ରୀକରଣ ଆର୍ଥିକ ଗଣହତ୍ୟା: ବିରୋଧୀ
ନୂଆଦିଲ୍ଲୀ,୯।୧୧(ପି.ଟି.): ନରେନ୍ଦ୍ର ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ବିରୋଧୀ ଦଳଗୁଡ଼ିକ ଆର୍ଥିକ ଗଣହତ୍ୟା, ଆପରାଧିକ କାର୍ଯ୍ୟ ଏବଂ ସଂଗଠିତ ଲୁଟ୍ ବୋଲି କହିଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚଳିତ ୫୦୦ ଏବଂ ୧,୦୦୦ ଟଙ୍କିଆ ନୋଟଗୁଡ଼ିକୁ ଅଚଳ ଘୋଷଣା…
୩ ଦକ୍ଷିଣୀ ରାଜ୍ୟରେ ସରକାର-ରାଜ୍ୟପାଳ ବିବାଦ
ନୂଆଦିଲ୍ଲୀ,୯।୧୧: ୩ ଦକ୍ଷିଣ ଭାରତୀୟ ରାଜ୍ୟ କେରଳ, ତାମିଲନାଡୁ ଏବଂ ତେଲଙ୍ଗାନାରେ ରାଜ୍ୟପାଳ ଏବଂ ଶାସକ ଦଳ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଏହି ୩ ରାଜ୍ୟର ରାଜ୍ୟପାଳମାନେ କେନ୍ଦ୍ରର ସଖୀ କଣ୍ଢେଇ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଉପରୋକ୍ତ…
ମନମୋହନ ସିଂଙ୍କ ନିକଟରେ ଦେଶ ଋଣୀ
ନୂଆଦିଲ୍ଲୀ,୯।୧୧: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ବେଳେବେଳେ ଏଭଳି ମନ୍ତବ୍ୟ ଦେଇଥାନ୍ତି, ଯାହା ଏନ୍ଡିଏ ସରକାରକୁ ଅପଦସ୍ଥ କରିବା ପାଇଁ ଉଦ୍ଦିଷ୍ଟ ବୋଲି ମନେହୁଏ। ଏହି କ୍ରମରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ରାଜ୍ୟସଭା ସଦସ୍ୟ ମନମୋହନ ସିଂଙ୍କୁ ଆର୍ଥିକ ସଂସ୍କାର…
ଆଡ୍ମିଟ୍ କାର୍ଡରେ ସନି ଲିଓନ
ବେଙ୍ଗାଲୁରୁ, ୯।୧୧: କର୍ନାଟକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଦେଉଥିବା ଜଣେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡରେ ତାଙ୍କ ଫଟୋ ବଦଳରେ ବଲିଉଡ୍ ଅଭିନେତ୍ରୀ ସନି ଲିଓନ୍ଙ୍କ ଫଟୋ ଦେଖିବାକୁ ମିଳିଛି। ଆଡ୍ମିଟ୍ କାର୍ଡର ସ୍କ୍ରିନ୍ସର୍ଟ ଏବେ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବାରେ…
ଆଲୋଚନା ଲାଗି ରୁଷିଆ ଉପରେ ଚାପ
ନୂଆଦିଲ୍ଲୀ,୯।୧୧: ମସ୍କୋ ଗସ୍ତରେ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ତାଙ୍କ ରୁଷିଆ ପ୍ରତିପକ୍ଷ ସର୍ଗେଇ ଲାଭରୋଭ୍ଙ୍କୁ ଭେଟିଛନ୍ତି। ଏହି ଅବସରରେ ଦୁଇ ନେତା ୟୁକ୍ରେନ୍ ଯୁଦ୍ଧ ସମେତ ନିର୍ଦ୍ଦିଷ୍ଟ ଆଞ୍ଚଳିକ ସମସ୍ୟା ଓ ବିଶ୍ୱ ସ୍ଥିତି ସମ୍ପର୍କରେ…
Archives


