Home Left

ତୀର ମାରି ଗର୍ଭଣୀ ହାତୀକୁ ମାରିଦେଲେ

କେନ୍ଦୁଝର/ତେଲକୋଇ, ୮ା୧୧(ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ତାଳପଦା ସେକ୍ସନ ତାଳପଦା ବିଟ୍‌ ଅଧୀନ କୁଳିଆପାଳ ନିକଟ କଳାପାଟ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀ ଓ ଶାବକର ଗଳିତ ମୃତଦେହ ଠାବ କରିଛି। ମା’ ହାତୀକୁ ତୀର ବିଦ୍ଧ…

ଟ୍ରାକ୍ଟର ଟ୍ରଲି ଓଲଟି ୩ ମୃତ, ୨୦ ଆହତ, ୧୨ ଗୁରୁତର

ଦାତିୟା,୮ ।୧୧: ମଧ୍ୟ ପ୍ରଦେଶର ଦାତିୟା ଜିଲାରେ ସୋମବାର ରାତିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ଏଠାରେ ଥିବା ସିନ୍ଧ ନଦୀ ଉପରେ ନିର୍ମାଣ କରାଯାଇଥିବା ପୋଲ ଉପରେ ସୋମବାର ରାତିରେ ଏକ ଟ୍ରାକ୍ଟର ଟ୍ରଲି ଓଲଟି ପଡିଛି…

ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର

ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି) ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏନେଇ ବୃଦ୍ଧାଙ୍କ ଝିଅ ସମ୍ପୃକ୍ତ…

ଅନ୍ତହୀନ ସୀମାନ୍ତ ଦୁଃଖ

ବାରିପଦା ଅଫିସ,୮ା୧୧:ସୀମାନ୍ତ ଲୋକଙ୍କୁ ରାଜ୍ୟର ବିକାଶ ପଥରେ ସାମିଲ କରିବାକୁ ବିଭିନ୍ନ ଯୋଜନା କରାଯାଉଥିବା ସରକାର କହୁଛନ୍ତି। ହେଲେ ବାସ୍ତବରେ ଚିତ୍ର କିନ୍ତୁ ଭିନ୍ନ। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଞ୍ଜ ହେଉ ବା ମୟୂରଭଞ୍ଜ ଜିଲା ଝାଡ଼ଖଣ୍ଡ ସୀମାନ୍ତ…

ନବନୀତଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି

ମୁମ୍ବାଇ,୭।୧୧: ନକଲି ଜାତି ପ୍ରମାଣପତ୍ର ମାମଲାରେ ମୁମ୍ବାଇର ଏକ କୋର୍ଟ ଲୋକ ସଭା ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ପିତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଏହାପୂର୍ବରୁ ସେପ୍ଟେମ୍ବର ମାସରେ କୋର୍ଟ ରାଣା ଏବଂ ତାଙ୍କ ପିତାଙ୍କ…

ବନ୍ଦେ ଭାରତ ଟ୍ରେନ୍ ଉପରେ ପଥରମାଡ, ଯାତ୍ରା କରୁଥିଲେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ

ଅହମଦାବାଦ,୮ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ପାର୍ଟି ନିଜ ନିଜର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ବଡ ବଡ ନେତାମାନେ ଏବେ ଗୁଜରାଟର ବିଭିନ୍ନ ଅଞ୍ଚଳ ଗସ୍ତ କରିବାରେ ଲାଗିଛନ୍ତି । ଏହି କ୍ରମରେ ସୋମବାର…

ବିଦାୟ ସମ୍ବର୍ଦ୍ଧନାରେ ଭାବବିହ୍ବଳ ହେଲେ ଜଷ୍ଟିସ୍‌ ଲଲିତ

ନୂଆଦିଲ୍ଲୀ,୭।୧୧: ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଉଦୟ ଉମେଶ ଲଲିତଙ୍କୁ ସୋମବାର ସୁପ୍ରିମକୋର୍ଟ ପରିସରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ସେ ସୁପ୍ରିମକୋର୍ଟରେ ବିତାଇଥିବା ୩୭ ବର୍ଷର ସ୍ମୃତିକୁ ମନେପକାଇ ଭାବବିହ୍ବଳ ହୋଇଯାଇଥିଲେ। ଜଣେ ଆଇନଜୀବୀ ଓ ବିଚାରପତି ଭାବେ ସେ…

ଆମେରିକା ପରେ ୟୁକେ ମନ୍ତ୍ରୀଙ୍କ ତାଇଓ୍ବାନ ଗସ୍ତ: ଆପତ୍ତି ଉଠାଇଲା ଚାଇନା

ବେଜିଂ,୭।୧୧: ବ୍ରିଟେନର ବାଣିଜ୍ୟ ମନ୍ତ୍ରୀ ଗ୍ରେଗ ହେଣ୍ଡସଙ୍କ ତାଇୱାନ ଗସ୍ତକୁ ନେଇ ଚାଇନା ଆପତ୍ତି ଉଠାଇଛି। ବ୍ରିଟେନ ୱାନ ଚାଇନା ନୀତିର ଉଲ୍ଲଂଘନ କରୁଛି ବୋଲି ଚାଇନା କହିଛି। ବ୍ରିଟେନ ୱାନ ଚାଇନା ନୀତି ଉପରେ ନିଜର ପ୍ରତିଶ୍ରୁତି ଦେଇଥିବା ବେଳେ…

ରେଲ୍‌ୱେ ସାଇଡିଂ ମ୍ୟାନେଜରଙ୍କୁ ହତ୍ୟା

ଟେନ୍‌ସା/ଲହୁଣୀପଡ଼ା,୭।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ବରସୁଆଁ ରେଲ୍‌ୱେ ସାଇଡିଂଠାରେ ଏକ ଘରୋଇ ଖଣି କମ୍ପାନୀରେ କାମ କରୁଥିବା ମୋତିରାମ ପାଲ(୫୯)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସୋମବାର ସକାଳେ ଲହୁଣୀପଡ଼ା ଥାନା ଓ…

କଂଗ୍ରେସର ଟୁଇଟର ଆକାଉଣ୍ଟ ବନ୍ଦ ଲାଗି ନିର୍ଦ୍ଦେଶ

ବେଙ୍ଗାଲୁରୁ,୭।୧୧: କଂଗ୍ରେସର ଟୁଇଟର ଆକାଉଣ୍ଟ ସାମୟିକ ଭାବେ ବନ୍ଦ କରିବା ଲାଗି ବେଙ୍ଗାଲୁରୁର ଏକ ଅଦାଲତ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ବେଳେ କନ୍ନଡ ଚଳଚ୍ଚିତ୍ର କେଜିଏଫ୍‌-୨ର ଗୀତ ବଜାଯିବାକୁ ନେଇ ଦଳ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ମୋରଡା,୭ା୧୧(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବଳାତ୍କାର କରିଥିବା ଓ ନାବାଳିକା ଜଣକ ୫ ମାସର ଅନ୍ତଃସ୍ବତ୍ତା ହେବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ. ୩୧୦/୨୨)…

ବେଆଇନ ଖଣି ଖନନ ମାମଲାରେ ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୭।୧୧: ବେଆଇନ ଖଣି ଖନନ ଦୁର୍ନୀତି ମାମଲାର ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି ମିଳିଛି। ଝାଡ଼ଖଣ୍ଡ ହାଇକୋର୍ଟ ତଦନ୍ତ ପାଇଁ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଖଣି ଲିଜ୍‌ ଆବଣ୍ଟନରେ ଅନିୟମିତତା ଏବଂ ସେଲ୍‌ କମ୍ପାନୀଗୁଡ଼ିକ ଜରିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri