Home Left

ତୁୁଲିଙ୍ଗା କୋଇଲା ଖଣି ବିସ୍ଥାପିତଙ୍କ ଆନ୍ଦୋଳନ ପୁଣି ତେଜିଲା

ସୁନ୍ଦରଗଡ,୭।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦ୍‌ଭାବନା ଭବନଠାରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଛି। ଶୁଣାଣି ସମୟରେ ଏନ୍‌ଟିପିସି ତୁୁଲିଙ୍ଗା କୋଇଲା ଖଣି ବିସ୍ଥାପିତ ମହିଳାମାନେ କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ପ୍ରକୋଷ୍ଠ ଆଗରେ ଧାରଣାରେ ବସିଥିଲେ। ଉକ୍ତ ଖଣି ଯୋଗୁ ବିସ୍ଥାପିତ ପରିବାରଙ୍କୁ…

ପୋଲିସ ହାତରେ ଲୁଟେରା ଗ୍ୟାଙ୍ଗ

ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଗ୍ୟାଙ୍ଗର ୨ଜଣଙ୍କୁ ସୋମବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ବାବୁପଡ଼ାର ପ୍ରେମାନନ୍ଦ ବେହେରା ଓ ଅନ୍ୟଜଣେ ଚାରଭାଟି ଗ୍ରାମର ଯଶୋବନ୍ତ…

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଆଦିବାସୀ

ଜମନକିରା,୭ା୧୧(ଡି.ଏନ.ଏ.): ପ୍ରଶାସନର ପ୍ରତିଶ୍ରୁତି ପାଇବା ପରେ ସୋମବାର ଜମନକିରା ବ୍ଲକ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ କରାଯାଇଥିବା ରାସ୍ତାରୋକୋ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ସୂଚନା ଅନୁସାରେ, ବ୍ଲକର ଡିମିରିମୁଣ୍ଡା ଛକ ରାସ୍ତାପାର୍ଶ୍ୱରେ କେତେକ ଆଦିବାସୀ ପରିବାର ଜମି ଅଧିଗ୍ରହଣ କରିଥିଲେ। ଆଦିବାସୀଙ୍କ କହିବା…

ପଳାତକ ସଞ୍ଜୟ ଭଣ୍ଡାରୀଙ୍କୁ ଭାରତ ଆଣିବାକୁ ଫିଟିଲା ବାଟ: ବ୍ରିଟେନ ଦେଲା ଅନୁମତି

ଲଣ୍ଡନ/ନୂଆଦିଲ୍ଲୀ,୭।୧୧: ଅସ୍ତ୍ରଶସ୍ତ୍ର ଡିଲର ତଥା ପଳାତକ ସଞ୍ଜୟ ଭଣ୍ଡାରୀଙ୍କ ପ୍ରତ୍ୟର୍ପଣ କ୍ଷେତ୍ରରେ ଭାରତକୁ ଏକ ସଫଳତା ମିଳିଛି। ବ୍ରିଟେନର ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟ ସଞ୍ଜୟଙ୍କ ଭାରତ ପ୍ରତ୍ୟର୍ପଣ ନେଇ ସୋମବାର ମଞ୍ଜୁରି ପ୍ରଦାନ କରିଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଭାରତ ଅଣାଯିବ। ସଞ୍ଜୟଙ୍କ ବିରୋଧରେ…

ଭାଇଙ୍କ ସହ ଯୋଡାଯାଇଥିଲା ଅଭିନେତ୍ରୀଙ୍କ ନାମ, ଶୋଇବେ କ’ଣ ରାତି ରାତି କାନ୍ଦୁଥିଲେ ଏହି ଅଭିନେତ୍ରୀ

ବମ୍ବେ: ସେଲିବ୍ରଟିମାନଙ୍କ ଜୀବନ ଦୂରରୁ ଯେତିକି ଚାକଚକ୍ୟପୂର୍ଣ୍ଣ ଲାଗିଥାଏ, ବାସ୍ତବତା ଠିକ ଓଲଟା ହୋଇଥାଏ। କାରଣ ତାଙ୍କର ବ୍ୟକ୍ତିଗତ ଜୀବନ କ୍ୟାମେରା ଲେନ୍ସରେ ଥାଏ। ଅନେକ ସମୟରେ ଗୁଜବଗୁଡ଼ିକ ଚିନ୍ତାର କାରଣ ସାଜେ। ସେଭଳି କିଛି ଘଟିଥିଲା ବଲିଉଡ୍‌ ଅଭିନେତ୍ରୀ ରବିନା…

ଚନ୍ଦ୍ରଗ୍ରହଣ ଲାଗି ପ୍ଲାନେଟାରିୟମ୍‌ରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ନଭେମ୍ବର ୮ ତାରିଖରେ ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବାକୁ ଯାଉଛି । ଭୁବନେଶ୍ୱରବାସୀ ଏହି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାତ୍ର ୬ ମିନିଟ (ସନ୍ଧ୍ୟା ୫ଟା ୫ରୁ ୫ଟା ୧୧)ଯାଏ ଦେଖିପାରିବେ । ପରେ ସନ୍ଧ୍ୟା ୫ଟା…

ସମୁଦ୍ରରେ ବୁଡ଼ିଗଲେ ୩, ଜଣେ ମୃତ

ଗଞ୍ଜାମ,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ରକୁ ଗାଧେଇବାକୁ ଯାଇଥିବା ବେଳେ ପାଣିରେ ବୁଡି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହୂମ୍ମା ଅଞ୍ଚଳର ରବୀନ୍ଦ୍ର ସ୍ବାଇଁଙ୍କ ପୁଅ ଗାୟତ୍ରୀ ଶ୍ରୀ ଜଗନ୍ନାଥ (୧୫)। ମିଳିଥିବା…

ଫସଲବୀମା ପ୍ରଦାନରେ ଅବହେଳା, ଆଗକୁ ଚାଷୀଙ୍କ ଆନ୍ଦୋଳନ ଜୋରଦାର୍‌

ସାକ୍ଷୀଗୋପାଳ,୭।୧୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା କ୍ଷତିପୂରଣ ପ୍ରଦାନରେ ଅବହେଳା ଅଭିଯୋଗ କରି ସତ୍ୟବାଦୀ ବ୍ଲକର ଶୁକଳ ଓ ଆଳିଶ ପଞ୍ଚାୟତର ଶତାଧିକ ଚାଷୀ ଆନ୍ଦୋଳନ ଡାକରା ଦେଇଛନ୍ତି। ନୂଆ ଜଗନ୍ନାଥ ସଡ଼କ ପାଶର୍‌ବ ମହାବୀର ମନ୍ଦିରରେ ସୋମବାର ଏକ ପ୍ରତିବାଦ ସଭାରେ ଚାଷୀ…

ମାର୍ଗଶୀରର ପ୍ରଥମ ଗୁରୁବାରରେ ପାଳନ ହେବ ମାଣ୍ଡିଆ ଦିବସ

ଦାରିଙ୍ଗବାଡ଼ି,୭।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମାଣ୍ଡିଆ ଦିବସ ପାଳନ କରାଯିବ। ଆସନ୍ତା ମାର୍ଗଶୀର ପ୍ରଥମ ଗୁରୁବାର ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ଆସନ୍ତା ଗୁରୁବାର ମାଣ୍ଡିଆ ଦିବସ ଦାରିଙ୍ଗବାଡ଼ିର ପଥପ୍ରାନ୍ତ ସେବାକେନ୍ଦ୍ର…

‘ଅନ୍ୟ ଏକ ଗ୍ରହରୁ ଆସିଛନ୍ତି ସୂର୍ଯ୍ୟକୁମାର’

ଇସଲାମାବାଦ,୭।୧୧: ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ରେ ସେ ଏଯାବତ ୫ ମ୍ୟାଚ୍‌ରେ ୩ ଅର୍ଦ୍ଧଶତକ ମାରିଛନ୍ତି। ଏହାକୁ ନେଇ ପାକିସ୍ତାନର କ୍ରିକେଟରମାନେ ମଧ୍ୟ ତାଙ୍କ ପ୍ରଶଂସାରେ ଶତମୁଖ…

ପଥର ଖଣି ଲିଜ୍‌ ବନ୍ଦ ଦାବି

କେନ୍ଦୁଝର,୭ା୧୧(ସ୍ବ.ପ୍ର.): ବାଂଶପାଳ ବ୍ଲକ ଟଣ ପଞ୍ଚାୟତର ବେଣିଡିହି ଗ୍ରାମରେ ପଥର କ୍ୱାରୀ ଲିଜ୍‌ ଓ କ୍ରସର ବସାଇବାକୁ ଆଦିବାସୀମାନେ ବିରୋଧ କରି ସୋମବାର ଜିଲାପାଳ ଆଶିଷ ଠାକରେଙ୍କୁ ଲିଖିତ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଗ୍ରାମରେ ୩୭୫ ଆଦିବାସୀ ପରିବାର ବସବାସ…

ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି: ତଳ କୋର୍ଟର ଦଣ୍ଡାଦେଶକୁ ହାଇକୋର୍ଟରେ ସ୍ଥଗିତାଦେଶ

ଝାରସୁଗୁଡ଼ା ଅଫିସ,୭।୧୧: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ଦାଶ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତଳ କୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ଛତିଶଗଡ଼ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri