ଶାହାବୁଦ୍ଦିନ ଚୁପ୍ପୁ ବାଂଲାଦେଶ ରାଷ୍ଟ୍ରପତି ନିର୍ବାଚିତ
ଢାକା,୧୫।୨: ପୂର୍ବତନ ବିଚାରପତି ତଥା ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ଶାହାବୁଦ୍ଦିନ ଚୁପ୍ପୁ ନିର୍ଦ୍ୱନ୍ଦ୍ୱରେ ବାଂଲାଦେଶର ୨୨ତମ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ମୁଖ୍ୟ ନିର୍ବାଚନ କମିଶନର କାଜି ହବିବୁଲ ଅଓ୍ବଲ ଘୋଷଣା କରିଛନ୍ତି। ୭୪ ବର୍ଷୀୟ ଚୁପ୍ପୁ ବର୍ତ୍ତମାନର ରାଷ୍ଟ୍ରପତି ମହମ୍ମଦ ଅବଦୁଲ…
କଂଗ୍ରେସର ପ୍ରଶ୍ନ: ଜେପିସି ତଦନ୍ତକୁ ଡର କାହିଁକି
ନୂଆଦିଲ୍ଲୀ,୧୫।୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକ ବିରୋଧରେ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍ବର୍ଗ ପକ୍ଷରୁ କରାଯାଇଥିତ୍ବା ପ୍ରଘଟକୁ ନେଇ ଜାତୀୟ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିବାରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ…
ଏହି ଅଭିନେତାଙ୍କୁ ଡେଟ୍ କରୁଛନ୍ତି ଭୂମି
ମୁମ୍ବାଇ: ଅଭିନେତ୍ରୀ ଭୂମି ପେଡନେକର୍ ପ୍ରାୟତଃ ବୃତ୍ତିଗତ ଏବଂ ବ୍ୟକ୍ତଗତ ଜୀବନକୁ ନେଇ ଚର୍ଚ୍ଚାରେ ରହନ୍ତି। ହେଲେ ଏବେ ଅଭିନେତ୍ରୀ ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସିଦ୍ଧାର୍ଥ ଏବଂ କିଆରାଙ୍କ ରିସେପ୍ସନ ପାର୍ଟିରେ ଯୋଗ ଦେଇଥିଲେ ଅଭିନେତ୍ରୀ।…
୨୫ ବର୍ଷ ପରେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୫।୨: ଗଜପତି ଜିଲାରେ ୨୫ ବର୍ଷ ତଳେ ହୋଇଥିବା ଏକ ସରକାରୀ ଅର୍ଥ ହେରଫେର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ । ପ୍ରମାଣ ଅଭାବରୁ ସେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ଜଣଙ୍କୁ ନିର୍ଦ୍ଦୋଷ…
ଭିତରେ ଶିକାରୀ, ବାହାରେ କର୍ମଚାରୀ
ବାରିପଦା ଅଫିସ,୧୫।୨: ଜୀବ ଜଗତକୁ ସୁରକ୍ଷା ଯୋଗାଉଥିବା ଶିମିଳିପାଳ ଅଭୟାରଣ୍ୟ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବନ୍ୟପ୍ରାଣୀଙ୍କଠାରୁ ଆରମ୍ଭ କରି ମୂଲ୍ୟବାନ ବୃକ୍ଷଲତା ଓ ଅର୍କିଡ ବିଲୁପ୍ତ ହେବାକୁ ବସିଛି। ୧୫ ଦିନ ମଧ୍ୟରେ ଗୋଟିଏ ଲେଖାଏ ଦନ୍ତାହାତୀ ଶିକାର ଓ ବାଘ…
ବଦଳିଲା ୧୬ ଗାଁର ଠିକଣା
ଧାମନଗର, ୧୫।୨(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ୧୧ ଓ ଭଣ୍ଡାରିପୋଖରୀ ବ୍ଲକର ୫କୁ ମିଶାଇ ମୋଟ ୧୬ ଗଁାର ଠିକଣା ବଦଳିଛି। ଆଗରୁ ଏସବୁ ଗଁାର ଠିକଣା ଯାଜପୁର ଜିଲାର ସମ୍ପୃକ୍ତି ରହୁଥିଲା। ଲୋକେ ଯେତେବେଳେ ଠିକଣା ଲେଖୁଥିଲେ,…
ହାଇଲେଭଲ କେନାଲ ରାସ୍ତା ନିର୍ମାଣରେ ଅନିୟମିତତା
ଚଣ୍ଡିଖୋଲ,୧୫ା୨(ଡି.ଏନ.ଏ.): ଚାର୍ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ଚାଲିଛି ବୈରୀଠାରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ହାଇଲେଭଲ କେନାଲ ରାସ୍ତା ଉନ୍ନତୀକରଣ କାର୍ଯ୍ୟ। ମାତ୍ର ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏହି କେନାଲ ବନ୍ଧ ରାସ୍ତାଟି ପୂର୍ବରୁ ଜାରକା…
ବିସ୍ଥାପନ ଅପେକ୍ଷାରେ ୪ ଗ୍ରାମର ବାସିନ୍ଦା
କଳିଙ୍ଗନଗର,୧୫ା୨(ଡି.ଏନ୍.ଏ.): ବିସ୍ଥାପନ ପ୍ରସଙ୍ଗ ବୁଝିବାକୁ ପ୍ରଶାସନସ୍ତରରେ ରହିଥିବା ପରାମର୍ଶଦାତା କମିଟି ଦୀର୍ଘଦିନରୁ ସ୍ଥାଣୁ ପାଲଟି ଯାଇଥିବା ଅଭିଯୋଗ ହୋଇଛି। ବିସ୍ଥାପିତ ହେବାକୁ ଥିବା ଗ୍ରାମବାସୀ ସୋମବାର ଯାଜପୁର ରୋଡଠାରେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ ଶିବିରରେ ଏହି ପ୍ରସଙ୍ଗରେ…
ପୋଲ ଭାଙ୍ଗି ଦେଇ ବିଭାଗ ବର୍ଷେ ହେଲା ଚୁପ୍
କୁଜଙ୍ଗ,୧୫ା୨(ଡି.ଏନ୍.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତର ବଡ଼ଙ୍ଗ ଓ ପାରିଅଙ୍ଗ ଗଁାକୁ ଲୁଣା ନଦୀ ଉପରେ ସଂଯୋଗ କରିଥିବା ପୋଲକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ବର୍ଷେ ତଳୁ ଭାଙ୍ଗି ଦେଇଥିଲା। ନୂଆ ପୋଲ ନିର୍ମାଣ କରିବା ନଁାରେ ବିଭାଗ ଚୁପ…
ସ୍ବଚ୍ଛ ଭାରତ ପାଇଖାନା ନିର୍ମାଣରେ ଦୁର୍ନୀତି
ରାଜନଗର, ୧୫ା୨(ଡି.ଏନ.ଏ.): ଗଁା ପରିବେଶକୁ ସୁସ୍ଥ ରଖିବାକୁ ସ୍ବଚ୍ଛ ଭାରତ ଯୋଜନାରେ ବ୍ୟକ୍ତିଗତ ପାଇଖାନା ନିର୍ମାଣ କରାଯାଉଛି। ବାହାରେ ମଳତ୍ୟାଗ ଯୋଗୁ ପରିବେଶ ଦୂଷିତ ହେଉଥିବାରୁ ସମସ୍ତେ ଯେପରି ପାଇଖାନା ବ୍ୟବହାର କରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ସ୍ବଚ୍ଛ ଭାରତ ଫେଜ-୧…
ଫିକା ପଡ଼ିଲା ପ୍ରେମ ଦିବସ
ଭୁବନେଶ୍ୱର, ୧୫ା୨ (ବ୍ୟୁରୋ): ସମୟ ଗଡ଼ିବା ସହ ବଦଳୁଛି ପ୍ରେମର ପରିଭାଷା। ବଦଳିଛି ପ୍ରେମର ସଂଜ୍ଞା, ଆଉ ପ୍ରେମର ଧାରା। ଫଳସୂରୂପ ମଙ୍ଗଳବାର ପ୍ରେମ ସପ୍ତାହର ନିଆରା ଦିନ ଭାଲେନଣ୍ଟାଇନ୍ ଡେ’ ମଧ୍ୟ ରାଜଧାନୀରେ ଫିକା ପଡିଯାଇଛି। ଭୁବନେଶ୍ୱରର ପାର୍କ, ମଲ୍,…
ଚିଲିକାରେ ଫସିଲା ଡଙ୍ଗା
କୃଷ୍ଣପ୍ରସାଦ,୧୫ା୨(ଡି.ଏନ୍.ଏ.): ଚିଲିକାରେ ବାରମ୍ବାର ଡଙ୍ଗା ଓ ଭସାପୋଲ (ଭେସେଲ) ଅଟକୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଚିଲିକାରେ…

