Home Left

ଓଡ଼ିଶାଭିତ୍ତିକ ସ୍ବାସ୍ଥ୍ୟସେବା ଷ୍ଟାର୍ଟଅପ ‘ଅରେଞ୍ଜକ୍ରସ’

ଭୁବନେଶ୍ୱର,୨୭।୯: ରାଜ୍ୟରେ ରୋଗୀ ସେବା ପାଇଁ ଘରୋଇ ଦକ୍ଷ ନର୍ସ ଓ ଅନ୍ୟାନ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ଅରେଞ୍ଜକ୍ରସର ଶୁଭାରମ୍ଭ କରାଯାଇଥିଲା। ଏପରିକି ଏକ ଓଡ଼ିଶା ଭିତ୍ତିକ ସ୍ବାସ୍ଥ୍ୟସେବା ଷ୍ଟାର୍ଟଅପ ଭାବେ ଅରେଞ୍ଚକ୍ରସ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ୪ ବର୍ଷର ଗୌରବମୟ…

ଓଡ଼ିଶା-ଭିଏତ୍‌ନାମ୍‌ ମଧ୍ୟରେ ସୁଦୃଢ଼ ହେବ ବାଣିଜ୍ୟ କାରବାର

ଭୁବନେଶ୍ୱର,୨୭।୯: ବର୍ତ୍ତମାନର ପରିସ୍ଥିତିରେ ବ୍ୟବସାୟିକ କ୍ଷେତ୍ରକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏପରିକି ଆନ୍ତର୍ଜାତିକ ଟ୍ରେଡ ପ୍ରମୋସନ (ଆଇଟିପି) କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ଓଡିଶା ଏବଂ ଭିଏତନାମ ସରକାରଙ୍କ ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଫଳରେ ଉକ୍ତ କାର୍ଯ୍ୟକ୍ରମ ଜରିଆରେ…

ଅକ୍ଟୋବର ୩ରୁ ଜୀ-ସାର୍ଥକର ମେଗା ସିରିଏଲ ‘ସାଥୀରେ’

ଭୁବନେଶ୍ୱର,୨୭।୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନଭିତ୍ତିକ ଚ୍ୟାନେଲ ଜୀ- ସାର୍ଥକରେ ଆଉ ଏକ ନୂଆ ମେଗା ଧାରାବାହିକ ‘ସାଥୀରେ’ ଆସୁଅଛି। ସୋମବାର ସ୍ଥାନୀୟ ଅଶୋକନଗରଠାରେ ‘ସାଥୀରେ’ର ପୋଷ୍ଟର ରିଲିଜ ସାଙ୍ଗକୁ ସିରିଏଲ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ସିରିଏଲ ଆସନ୍ତା…

ଟ୍ରେଣ୍ଡ୍‌ସ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ‘ଖୁସିର ପର୍ବ’

ଭୁବନେଶ୍ୱର,୨୭।୯: ରିଲାଏନ୍ସ ରିଟେଲ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଚଳିତ ବର୍ଷର ପାର୍ବଣ ପାଇଁ ଗ୍ରାହକଙ୍କମାନଙ୍କ ଲାଗି ଏକ ସ୍ବତନ୍ତ୍ର ଅଭିଯାନ ‘ଖୁସିର ପର୍ବ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ସପିଙ୍ଗ୍‌…

ୟୁକୋ ବ୍ୟାଙ୍କର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଶିବିର

କଟକ,୨୭।୯ୟୁକୋ ବ୍ୟାଙ୍କର ସହଯୋଗୀ ଅନୁଷ୍ଠାନ ୟୁକୋ ଗ୍ରାମୀଣ ଆମତ୍ନିଯୁକ୍ତି ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ କଟକଠାରେ ଏକ ୭ ଦିନିଆ ବିଜ୍‌ନେସ୍‌ କରେସପଣ୍ଡେନ୍ସ୍ସ ଏଜେଣ୍ଟ (ବିସିଏ) ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ତାଲିମ ଶିବିରରେ ୨୨ଜଣ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି)ର…

ଅରୁନ୍ଧତୀ ଜୁଏଲର୍ସର ଫେଷ୍ଟିଭ୍‌ ଧମାଲ

ଭୁବନେଶ୍ୱର,୨୭।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ନିକଟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଫେଷ୍ଟିଭ୍‌ ଧମାଲ ଲକ୍ଷପତି ଲକି ଡ୍ର ବିଜେତା ଘୋଷିତ ହୋଇଯାଇଛି। ଏପରିକି ବିଗତ ୨୩ ବର୍ଷ ଧରି ପ୍ରତିଷ୍ଠାନ ପାଳନ କରିଆସୁଥିବା ଫେଷ୍ଟିଭ୍‌…

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେବେ ମୋଦି

ଟୋକିଓ,୨୭।୯: ସେପ୍ଟେମ୍ବର ୨୭ ଅର୍ଥାତ୍‌ ଆଜି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟିକ୍ରିୟା କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଟୋକିଓରେ ପହଞ୍ଚିଛନ୍ତି। ସେଣ୍ଟ୍ରାଲ ଟୋକିଓର ନିପ୍ପନ ବୁଡୋକାନରେ ଭାରତୀୟ ସମୟ ସକାଳ…

ଏସ୍‌ବିଆଇର ବଣିକ ସଂଯୋଗ ସମାରୋହ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭।୯: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସବିଆଇ)ର ଭୁବନେଶ୍ବର ମଣ୍ଡଳ ଆନୁକୂଲ୍ୟରେ ବିବିପିଏସ ଏବଂ ଏସବିଆଇ ଇ-ପେର ଲୋକପ୍ରିୟତା ବଢାଇବା ପାଇଁ ସୋମବାର ଏକ ବଣିକ ସଂଯୋଗ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏସବିଆଇର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ର ଶେଖର ଶର୍ମା,…

୪ ଦିନରେ ୧୩.୩ ଟ୍ରିଲିୟନ ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୭।୯: ଇକ୍ୱିଟି ନିବେଶକଙ୍କ ସମ୍ପତ୍ତି ଗତ ୪ଦିନର ବଜାର କାରବାର ମଧ୍ୟରେ ୧୩.୩ ଟ୍ରିଲିୟନରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ ତୀବ୍ର ବିକ୍ରୟ ମଧ୍ୟରେ କ୍ରମାଗତ ଚତୁର୍ଥ ସିଧାସଳଖ ଦିନ ପାଇଁ ନିବେଶକମାନେ ନିରାଶ ହୋଇଛନ୍ତି। ବିଶେଷ କରି ୩୦-ସେୟାର…

ୟୁକ୍ରେନ୍‌ରେ ମଲେ ରୁଷୀୟ ସୈନ୍ୟଙ୍କ ପାପ ଧୋଇଯିବ: କିରିଲ

ମସ୍କୋ,୨୭୯: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ପ୍ରାଣ ତ୍ୟାଗ କରୁଥିବା ଯବାନଙ୍କ ଜୀବନର ସବୁପାପ ଧୋଇ ହୋଇଯିବ। ସେମାନେ ସହଜରେ ମୋକ୍ଷ ପାଇବେ। ରୁଷିଆ ସୌନ୍ୟଙ୍କ ମନୋବଳ ବଢ଼ାଇବା ପାଇଁ ଅର୍ଥୋଡୋକ୍ସ ଚର୍ଚ୍ଚ ମୁଖ୍ୟ ପାଟ୍ରିଆର୍ଚ କିରିଲ ଏହା କହିଛନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୯ : ନିଜ ଅଞ୍ଚଳ ବାହାରେ ରାଜ୍ୟ ସରକାରମାନେ ପ୍ରକାଶ କରୁଥିବା ବିଜ୍ଞାପନ ବନ୍ଦ ରଖିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା…

ଆବାସ ଯୋଜନା ଅଛି, ଘର ମିଳୁନାହିଁ

ଜେନାପୁର,୨୭ା୯(ଡି.ଏନ.ଏ.):ଆର୍ଥିକ ଅନଟନ ମଧ୍ୟରେ ଦିନ କାଟୁଥିବା ପରିବାରକୁ ସରକାର ଗ୍ରାମୀଣ ଆବାସ ଯୋଜନାରେ ଘର ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ହେଲେ ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ସେହି ଯୋଜନା ଯେମିତି ପହଞ୍ଚି ପାରିନାହିଁ। ଏଥିପାଇଁ ଆର୍ଥିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri