Home Left

ଧାର୍ମିକ, ପରିବେଶ ପର୍ଯ୍ୟଟନର କ୍ଷେତ୍ର କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୨୭ା୯: ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ…

ମର୍ସିଡିଜରେ ଧକ୍କା ହେବା ପରେ ଦୁଇଖଣ୍ଡ ହୋଇଗଲା ଟ୍ରାକ୍ଟର

ତିରୁପତି,୨୭ ।୯: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି । ଏଠାରେ ଏକ ମର୍ସିଡିଜ କାର ଏକ ଟ୍ରାକ୍ଟର ସହ ଧକ୍କା ହେବା ପରେ ଟ୍ରାକ୍ଟରଟି ଦୁଇ ଖଣ୍ଡ ହୋଇଯାଇଛି । ତେବେ ମର୍ସିଡିଜରେ ଥିବା ସମସ୍ତ…

ଗୁଆ ଘିଅରେ ତିଆରି ହୁଏ ସମସ୍ତ ଭୋଗ

ଡେରାବିଶ, ୨୭ା୯(ସ୍ବ.ପ୍ର.):ଶାରଦୀୟ ଦୁର୍ଗାପୂଜା ପାଇଁ ଡେରାବିଶର ବିଭିନ୍ନ ଅଞ୍ଚଳ ଉତ୍ସବ ମୁଖର ହେବାକୁ ଯାଉଛି। ପୂଜା ଆଉ ମାତ୍ର ୫ ଦିନ ଥିବାବେଳେ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ହଳଦିଆପାଟଣା ମା’ ଦୁର୍ଗାଙ୍କ ଶକ୍ତିପୀଠ ଭାବେ ପ୍ରସିଦ୍ଧି ଲାଭ କରିଛି। ମହାଳୟା…

ଚାଷୀ ଆନ୍ଦୋଳନବେଳେ ଆକାଉଣ୍ଟ ବନ୍ଦ ନିର୍ଦ୍ଦେଶ ଦେଇଥିଲା କେନ୍ଦ୍ର

ବେଙ୍ଗାଲୁରୁ, ୨୭ା୯: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଗତବର୍ଷ ଦିଲ୍ଲୀ ସୀମାରେ କୃଷକମାନେ ଆନ୍ଦୋଳନ କରୁଥିବାବେଳେ ଅନେକ ଟୁଇଟର ଆକାଉଣ୍ଟକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କେନ୍ଦ୍ର ଏହି ସୋସିଆଲ ମିଡିଆ ଜାଏଣ୍ଟକୁ ନିର୍ଦ୍ଦେଶ ଦେଇଥିଲା। ଏ ନେଇ ଟୁଇଟର…

ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ ପ୍ରତି ବିପଦ

ମହାକାଳପଡ଼ା, ୨୭ା ୯(ଡି.ଏନ.ଏ):ବଙ୍ଗୋପସାଗର ପୂର୍ବ ଉପକୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡଦାନର ଅନ୍ତୁଡ଼ିଶାଳ ଭାବେ ପରିଚିତ। ଏଠାକୁ କାହିଁ କେଉଁ କାଳରୁ ବିରଳ ପ୍ରଜାତିର…

ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୯:ଶ୍ରୀଜଗନ୍ନାଥଙ୍କ କୌଣସି ସମ୍ପତ୍ତି ବିକ୍ରି ବନ୍ଦ କରିବା ଲାଗି ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଦାଏର ଏକ ପିଟିଶନରେ ହସ୍ତକ୍ଷେପ କରିବାକୁ ସୋମବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଏଥିପାଇଁ ନୀତି ନିର୍ଦ୍ଧାରଣ କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ।…

ସୀମା ଟପିଲେ ଭୟଙ୍କର ପରିଣାମ

ମସ୍କୋ/ଓ୍ବାଶିଂଟନ୍‌, ୨୭ା୯: ପ୍ରାୟ ୭ ମାସ ଧରି ଚାଲିଥିବା ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଦିନକୁ ଦିନ ଅଧିକ ଜଟିଳ ହେବାରେ ଲାଗିଛି। ୟୁକ୍ରେନ୍‌ର ଖର୍କିଭ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳରୁ ରୁଷିଆ ସୈନ୍ୟ ପଛଘୁଞ୍ଚା ଦେବା ପରେ ଏବେ କ୍ରେମଲିନ୍‌ ୟୁରୋପକୁ ଆଣବିକ…

ଲଳିତ ମୋହନ ପଣ୍ଡା ପାଇବେ ଜାତୀୟ ପର୍ଯ୍ୟଟନ ପୁରସ୍କାର

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ଦେଶର ସର୍ବଶ୍ରେଷ୍ଠ ୱାଇଲ୍ଡଲାଇଫ୍‌ ଗାଇଡ୍‌ ଭାବେ ଓଡ଼ିଶାର ଲଳିତ ମୋହନ ପଣ୍ଡା ଜାତୀୟ ପର୍ଯ୍ୟଟନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଉପରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ୨୦୧୮-୧୯ ପାଇଁ ଏହି…

ବର୍ଷକରେ ବନ୍ଧାହେଲେଣି ୩୮

ଭୁବନେଶ୍ୱର,୨୭।୯ (ବ୍ୟୁରୋ):ଗିରଫଦାରି ଓ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ରାଜଧାନୀରେ ଦାଦାବଟି ଘଟଣା ବଢ଼ି ଚାଲିଛି। ବ୍ୟବସାୟିକ ସଂସ୍ଥା, ଜମି ମାଲିକ, କଣ୍ଟ୍ରାକ୍ଟରଙ୍କୁ ଅସାମାଜିକ ବ୍ୟକ୍ତିମାନେ ଦାଦାବଟି ମାଗି ପ୍ରାୟ ସମୟ ହଇରାଣ ହରକତ କରୁଛନ୍ତି। ବଟି ନ ପାଇଲେ ଆକ୍ରମଣ ଓ ହତ୍ୟା…

ଏଥର ଦେବ ଦୀପାବଳିରେ ୧୦ ଲକ୍ଷ ଦୀପରେ ଆଲୋକିତ ହେବ କାଶୀ ଘାଟ

ବାରାଣସି,୨୭ ।୯: ପଞ୍ଚଗଙ୍ଗା ଘାଟରେ କିଛି ଦୀପର ଆଲୋକ ସହ ଆରମ୍ଭ ହୋଇଥିବା କାଶୀର ଦେବ ଦୀପାବଳି ମୋଦି-ଯୋଗୀଙ୍କ ଶାସନକାଳ ମଧ୍ୟରେ ଲୋକାଲରୁ ଗ୍ଲୋବାଲ ହୋଇଯାଇଛି । ଆକାଶରୁ ଯେମିତି ତାରାଙ୍କୁ ପୃଥିବୀକୁ ଓହ୍ଲାଇ ଆଣିଥିବା ଆଭାସ ଦେଉଥିବା କାଶୀର ଦେବ…

ମନ୍ତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: ଭାଜପା

ଭୁବନେଶ୍ବର,୨୭ା୯(ବ୍ୟୁରୋ):ପୁରୀ ଜିଲା ଗୋପ ବ୍ଲକ ୧୧ନମ୍ବର ଜିଲା ପରିଷଦ ଜୋନ୍‌ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ…

‘ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ’

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ସର୍ବଭାରତୀୟ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କୁ ନେଇ ୱାର୍ଲଡ୍‌ ସ୍କିଲ ସେଣ୍ଟରରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏଠାରେ ଆଲୋଚନା ହୋଇଥିଲା। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri