ବିଳମ୍ବିତ ରାତି ଯାଏ ଚାଲିଥିଲା ରେଭ୍ ପାର୍ଟି
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ପାଣିଓରା ଛତାବରସ୍ଥିତ ହାପି ମୋମେଣ୍ଟ୍ସ ରିସର୍ଟରେ ବେଆଇନ ଭାବେ ବିଳମ୍ବିତ ରାତିଯାଏ ଚାଲିଥିଲା ରେଭ୍ ପାର୍ଟି। ଜମିଥିଲା ବିଦେଶୀ ମଦର ଆସର। ରଙ୍ଗିନ ଆଲୁଅରେ ଡିଜେ ମ୍ୟୁଜିକ୍ର ତାଳେ ତାଳେ ନିଶାରେ ଝୁମି…
ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥିତ୍ୱକୁ ନେଇ ବଢ଼ିଲା ଉତ୍କଣ୍ଠା
ବରଗଡ଼ ଅଫିସ୍.୬।୧୧: ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଉପନିର୍ବାଚନ ହେବ। ଏଥିପାଇଁ ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା ଘୋଷଣା ହେବା ପରେ କେବଳ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…
ଷଷ୍ଠରୁ ଅଷ୍ଟମ ଏକକ ପ୍ରଶ୍ନପତ୍ର
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ସମସ୍ତ ସରକାରୀ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପରୀକ୍ଷା ଓ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ହେବ। ଏହି ପ୍ରଶ୍ନପତ୍ର ପ୍ରସ୍ତୁତ କରିବ ଏସ୍ସିଇଆର୍ଟି। ସେହିଭଳି ଅନ୍ୟ ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଖାତା ଦେଖାହେବ।…
ରଦ୍ଦିରେ ବିକ୍ରି ହେଲା ପଢ଼ାବହି
ପାରାଦୀପ,୬।୧୧(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ବନ୍ଦର ସହରରେ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ମାଗଣାରେ ଦିଆଯାଉଥିବା ବହିଗୁଡ଼ିକୁ ଶନିବାର ରଦ୍ଦିରେ ବିକ୍ରି କରାଯାଇଛି। ପାରାଦୀପ ନୂଆବଜାରସ୍ଥିତ ସଞ୍ଜୟ ଗାନ୍ଧୀ ସ୍କୁଲରେ ଏଭଳି ଘଟଣା ଘଟିଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉଜ୍ଜ୍ୱଳ ଓ…
ଭାଗ୍ୟ ବଦଳାଉଛି ତେଲିଆ ମାଛ
ଭୋଗରାଇ,୬।୧୧(ଡି.ଏନ୍.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଗଭୀର ସମୁଦ୍ର ଉପକୂଳରୁ ଶନିବାର ୩୬ କେଜିର ଏକ ବିରଳ ପ୍ରଜାତିର ତେଲିଆ ଭୋଲା ମାଛ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ପଡିଥିଲା। ଏହି ମାଛକୁ ଦୀଘା ମୁହାଣ ଆନ୍ତର୍ଜାତିକ ମାଛ ବିକ୍ରି କେନ୍ଦ୍ରକୁ ଅଣାଯାଇ…
ଯୁକ୍ତ ୨ ଛାତ୍ରଙ୍କୁ ପୋଡ଼ି ହତ୍ୟା
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୬।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଡିଣ୍ଡିରାଗାଁ ପଞ୍ଚାୟତ ଗଞ୍ଜୁଖୋଲ ଗାଁ ନିକଟରେ ଯୁକ୍ତ ୨ ପଢୁଥିବା ଜଣେ ଛାତ୍ରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ପୋଲିସ ଜବତ କରିଛି। ସେ ହେଲେ ଗୋଚ୍ଛାପଡା ଥାନା କ୍ରାଣ୍ଡିବାଲି ଗାଁର ବଉଦୁ କହଁରଙ୍କ…
ରାସ୍ତାରେ ବଉଳା କୁମ୍ଭୀର, ଲୋକେ ଆତଙ୍କିତ
ରାଜନଗର,୬।୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ଜନଗହଳି ରାସ୍ତାର ଜୁଣଗଡିରୁ ଘଡିଆମାଳ ମଧ୍ୟରେ ଶୁକ୍ରବାର ବିଳମ୍ବିତ ରାତିରେ ୧୦ଫୁଟ ଲମ୍ବର ଏକ ବଉଳାକୁମ୍ଭୀର ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଥିଲା। ଦେଖଣାହାରୀ କୁମ୍ଭୀରକୁ ଦେଖି ପାଟି କରିବା ସହିତ ବନବିଭାଗକୁ ସୂଚନା ଦେଇଥିଲେ।…
ଖୁବଶୀଘ୍ର ଆସିବ ଖୁସି ଖବର!
ମୁମ୍ବାଇ: ବଲିଉଡର ଚୁଲବୁଲି ନାୟିକା ଆଲିଆ ଭଟ୍ଟ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି । ରବିବାର ସକାଳ ୭ଟା ୩୦ରେ ସେ ଡେଲିଭରି ପାଇଁ ରିଲାଏନ୍ସ ହସ୍ପିଟାଲ ପହଞ୍ଚିବାର ସୂଚନା ରହିଛି । ନିକଟରେ ସେ ତାଙ୍କ ଗୋଧ ଭରାଇ ସେଲିବ୍ରେଶନର…
‘ମୋ ବିରୋଧରେ ପ୍ରମାଣ ମିଳିଲେ ଛାଡିଦେବି ପ୍ରଧାନମନ୍ତ୍ରୀ ପଦ, ଇମ୍ରାନଙ୍କ ଅଭିଯୋଗର ହେଉ ଯାଞ୍ଚ’: ଶହବାଜ ଶରିଫ
ଇସଲାମାବାଦ,୬ ।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅଭିଯୋଗର ଜବାବ ଦେଇ କହିଛନ୍ତି, ଇମ୍ରାନ ଅରାଜକତା ବିସ୍ତାର କରିବା ପାଇଁ ଭିତ୍ତିହୀନ ଅଭିଯୋଗ ଓ ମିଛର ବ୍ୟବହାର କରୁଛନ୍ତି । ଶହବାଜ ଶରିଫ ଶନିବାର ପାକିସ୍ତାନର…
ଇଜିପ୍ଟରେ ଆଜିଠାରୁ ସିପିଓ-୨୭, ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ନେବେ ଭାରତୀୟ ପ୍ରତିନିଧି ମଣ୍ଡଳର ନେତୃତ୍ୱ
ନୂଆଦିଲ୍ଲୀ,୬ ।୧୧: ଅନ୍ତର୍ଜାତୀୟ ପରିବେଶ ସମ୍ମିଳନୀ(ସିପିଓ-୨୭)ର ୨୭ତମ ସଂସ୍କରଣ ରବିବାରଠାରୁ ଇଜିପ୍ଟର ମିଶ୍ରରେ ଆରମ୍ଭ ହେବାକୁ ଯାଉଛି । ମିଶ୍ରର ଶର୍ମ-ଅଲ-ଶେଖରେ ୬-୮ ନଭେମ୍ବର ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଏହି ସମ୍ମିଳନୀରେ କେନ୍ଦ୍ରୀୟ ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର୍ର ଯାଦବ ପହଞ୍ଚି ସାରିଛନ୍ତି…
ପଓ୍ବନ ସିଂଙ୍କ ଗୀତରେ ଟୁଇଟ୍ କଲେ ଏଲନ୍ ମସ୍କ!
ଭୋଜପୁରୀ ଅଭିନେତା ତଥା ଗାୟକ ପଓ୍ବନ ସିଂଙ୍କ ଗୀତ ‘ଲଲିପପ୍ ଲାଗେଲୁ’ ଏକ ଜବରଦସ୍ତ ହିଟ୍ ଗୀତ। ଲୋକମାନେ ଏହି ଗୀତରେ ପାର୍ଟିରେ ଜୋର୍ଦାର ଡ୍ୟାନ୍ସ କରନ୍ତି। ବର୍ତ୍ତମାନ ଏହି ଗୀତ ଏବଂ ଏହାର ଗାୟକ ପଓ୍ବନ ସିଂ ପୁଣି ଥରେ…
ଶେର୍ଲିନଙ୍କ ବିରୋଧରେ ମାମଲା ଦାୟର କଲେ ରାକ୍ଷୀ
ଡ୍ରାମା କୁଇନ୍ ରାକ୍ଷୀ ସାଓ୍ବନ୍ତ ଏବଂ ଶେର୍ଲିନ ଚୋପ୍ରାଙ୍କ ମଧ୍ୟରେ ସାଜିଦ୍ ଖାନ୍ଙ୍କୁ ନେଇ ଜୋରସୋର ଝଗଡ଼ା ହୋଇଛି। ଉଭୟ ପରସ୍ପରକୁ କଡ଼ା ଟାର୍ଗେଟ କରୁଛନ୍ତି। ଶନିବାର ରାକ୍ଷୀ ଶେର୍ଲିନଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଏହା ସହ ସେ ତାଙ୍କ ଉପରେ…
Archives


