Home Left

ହାତୀ ସୁରକ୍ଷାଦାତାଙ୍କୁ ମିଳିବ ପୁରସ୍କାର

କେନ୍ଦୁଝର,୨୬।୯ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଇ ହାତୀ-ମଣିଷ ମଧ୍ୟରେ ସଂଘର୍ଷ ଘଟୁଛି ା ଏହାକୁ ହ୍ରାସ କରିବା ସହ ହାତୀ ମୃ୍‌ତ୍ୟୁ ରୋକିବା ପାଇଁ ବନ ବିଭାଗ ବିଭିନ୍ନ ପ୍ରକାରର ପ୍ରୟାସ ଆରମ୍ଭ କରିଛି ା ନିକଟରେ…

ଏଣିକି ହାଇସ୍କୁଲରେ ପଢିବେ ଏକାଦଶ, ଦ୍ବାଦଶ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଏଣିକି ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ର ହାଇସ୍କୁଲରେ ପଢିବେ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏକାଦଶ ଶ୍ରେଣୀ ପାଇଁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇ ଥିବା ବେଳେ ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ ଦୁଇ…

ସାପ ସହ ଏପରି ବସିଛି କୁନି ଝିଅ, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ଶେୟାର ହୋଇଥିବା ଭିଡିଓରେ ଏକ ଛୋଟ ଝିଅ…

ଗେହଲଟ-ପାଇଲଟଙ୍କ ମଧ୍ୟରେ ମଧ୍ୟସ୍ଥତା କରିବେ କମଲନାଥ

ଜୟପୁର,୨୬।୯: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ରେସ୍‌ରେ ସାମିଲ ହେବା ପରେ ରାଜସ୍ଥାନର ରାଜନୈତିକ ସରଗରମ ରହିଛି। କଂଗ୍ରେସ ଭିତରେ ଥିବା ଦଳ କନ୍ଦଳ ପୁଣି ଥରେ ସାମ୍ନାକୁ ଆସିଛି। ଗେହଲଟ ଗୋଷ୍ଠୀଙ୍କ ବିରୋଧ ପରେ ପୁଣି ଥରେ…

କଂଗ୍ରେସର ବିକଳ୍ପ ହେବ କି ଆମ୍‌ ଆଦମୀ ପାର୍ଟି, କେଜ୍‌ରିଓ୍ବାଲ ଦେଲେ ଜବାବ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ସଚିନ ପାଇଲଟ ଏବଂ ଅଶୋକ ଗେହଲଟଙ୍କ କ୍ୟାମ୍ପ୍‌ ମୁହାଁମୁହିଁ ହୋଇଛି। ଗେହଲଟ କ୍ୟାମ୍ପର ବିଧାୟକମାନେ ମୁଖ୍ୟମନ୍ତ୍ରୀ ପଦ ପାଇଁ ସଚିନ ପାଇଲଟଙ୍କ ନାମକୁ ବିରୋଧ କରୁଛନ୍ତି। ଦଳ ମଧ୍ୟରେ ଥିବା ମତଭେଦକୁ ନେଇ ଅନ୍ୟ…

ପୁରୁଷୋତ୍ତମପୁର ଏସ୍‌ଡିପିଓ ଭାବେ ଦାୟିତ୍ୱ ନେଲେ ରଜନୀକାନ୍ତ

ପୁରୁଷୋତ୍ତମପୁର,୨୬।୯(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ଭାବେ ରଜନୀକାନ୍ତ ସାମଲ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏଠାରେ ଥିବା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ଢେଙ୍କାନାଳ ଜିଲା ସଦର ଏସ୍‌ଡିପିଓ ଭାବେ ବଦଳି କରାଯାଇଛି। ରଜନୀକାନ୍ତ ସାମଲ ଏହା ପୂର୍ବରୁ ଜଗତସିଂହପୁର ଜିଲାରେ…

କଳାହାଣ୍ଡିରେ ଥମୁନି ଝାଡ଼ାବାନ୍ତି, ଶିରୋଲ ଗାଁରେ ୩୬ ଆକ୍ରାନ୍ତ

କେସିଙ୍ଗା,୨୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଶିରୋଲ ଗ୍ରାମରେ ଥମୁନାହିଁ ଝାଡ଼ାବାନ୍ତି। ଗତ ୬ଦିନ ହେଲା ଗ୍ରାମରେ ଝାଡ଼ାବାନ୍ତି ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ଗ୍ରାମରେ ୩୬ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନେ ହେଲେ…

ଜନନୀ ଯନ୍ତ୍ରଣା: ୨ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ପାରଳାଖେମୁଣ୍ଡି:୨୬।୯: ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର ଚିତ୍ର । ରାସ୍ତା ଭଲ ନ ଥିବାରୁ ୨ କି.ମି .ପାହାଡ଼ିଆ ରାସ୍ତାରେ ଖଟିଆରେ ବୁହାହୋଇ ଆସିଲେ ଗର୍ଭବତୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ…

ଅନିଲ ଅମ୍ବାନୀଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୨୬।୯: ୪୨୦ କୋଟି ଟଙ୍କା ଟିକସ ଛାଡ ମାମଲାରେ ବ୍ୟବସାୟୀ ଅନିଲ ଅମ୍ବାନୀଙ୍କୁ ବମ୍ବେ ହାଇକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ନଭେମ୍ବର ୧୭ ପର୍ଯ୍ୟନ୍ତ ଅନିଲ ଅମ୍ବାନୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ଆୟକର ବିଭାଗକୁ ନିର୍ଦ୍ଦେଶ…

କୁଲୁ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

କୁଲୁ,୨୬।୯: ହିମାଚଳ ପ୍ରଦେଶର କୁଲୁରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୩ଜଣ ଆଇଆଇଟି ଛାତ୍ରଙ୍କ ସମେତ ୭ଜଣ ପର୍ଯ୍ୟଟକଙ୍କ ମତ୍ୟୁ ଘଟିଛି। ଅନ୍ୟ ୧୦ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।…

ଆସିଲା ନୂଆ ନିୟମ: ଧାର୍ଯ୍ୟ ସମୟ ପୂର୍ବରୁ ବୁକିଂ କରିଥିଲେ ଦେବାକୁ ପଡିବନି ଫାଇନ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌କୁ ନେଇ ରାଜ୍ୟ ସଡ଼କ ପ୍ରାଧିକରଣ ପକ୍ଷରୁ ସୋମବାର ନୂଆ ନିୟମ ଲାଗୁ କରାଯାଇଛି। ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାକୁ ପଡିବନି। ତେବେ ଅନ୍‌ଲାଇନ ବୁକିଂ ସ୍ଲିପ ଦେଖାଇଲେ ଚେକିଂରୁ ରକ୍ଷା…

ଗାନ୍ଧୀ ପରିବାର ସମର୍ଥନ ମୋ ସହ ଅଛି: ଶଶୀ ଥରୁର

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନ କଂଗ୍ରେସରେ ସୃଷ୍ଟି ହୋଇଥିବା ସଙ୍କଟ ଚାଲିଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଲୋକ ସଭା ସଦସ୍ୟ ଶଶୀ ଥରୁରଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ଅଧ୍ୟକ୍ଷ ନିର୍ବାଚନ ପାଇଁ ଗାନ୍ଧୀ ପରିବାରର ସମର୍ଥନ ରହିଛି ବୋଲି ଥରୁର ଦାବି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri