ସ୍ୱାଧିନ ଭାରତର ପ୍ରଥମ ଭୋଟର ଶ୍ୟାମ ସରନ ନେଗିଙ୍କ ପରଲୋକ, ୨ ନଭେମ୍ବରରେ ଦେଇଥିଲେ ଶେଷ ଭୋଟ
କିନ୍ନୋର,୫ ।୧୧: ସ୍ୱାଧିନ ଭାରତର ପ୍ରଥମ ଭୋଟର ଶ୍ୟାମ ସରନ ନେଗିଙ୍କର ଶନିବାର ସକାଳେ ପରଲୋକ ହୋଇଛି । ହିମାଚଳ ପ୍ରଦେଶର କିନ୍ନୋର ନିବାସୀ ନେଗି ୧୦୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ହିମାଚଳ ପ୍ରଦେଶ…
ଘରୋଇକରଣ ହେଲା ପରିମଳ ବ୍ୟବସ୍ଥା
ଭଞ୍ଜନଗର,୫।୧୧(ଡି.ଏନ.ଏ): ରାଜ୍ୟର ସମସ୍ତ ଏନ୍ଏସିର ପରିମଳ ବ୍ୟବସ୍ଥା ତଦାରଖ ପାଇଁ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି ା ହେଲେ ଭଞ୍ଜନଗର ଏନ୍ଏସରେ ସଫେଇ କର୍ମଚାରୀମାନଙ୍କ ବିରୋଧ ଯୋଗୁ ଘରୋଇକରଣ ହୋଇପାରି ନ ଥିଲା। ଇତିମଧ୍ୟରେ ଏଠାରେ ମଧ୍ୟ ପରିମଳ ବ୍ୟବସ୍ଥା ତଦାରଖ…
ସ୍ବାଭାବିକ ସ୍ଥିତିକୁ ଫେରୁଛି ମଧୁରଝୋଳି ଗାଁ
କବିସୂର୍ଯ୍ୟନଗର,୫ା୧୧(ଡି.ଏନ.ଏ: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତର ମଧୁରଝୋଳି ଗ୍ରାମରେ ଗତ ୨୬ ତାରିଖ ରାତିରେ ଗୁଣି ସନ୍ଦେହରେ ଗ୍ରାମବାସୀ ୪ ପରିବାରକୁ ଆକ୍ରମଣ କରିଥିଲେ। ଏଥିରେ ଝୁନୁ ନାହାକ (୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର…
ଏପିଲେପ୍ସିକୁ ନେଇ ସଚେତନ କରୁଛନ୍ତି ଫାତିମା
ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ର ‘ଦଙ୍ଗଲ’ରୁ ବଲିଉଡ୍ ଡେବ୍ୟୁ କରିଥିବ ଅଭିନେତ୍ରୀ ଫାତିମା ସନା ଶେଖ୍ ଏପପିଲେପ୍ସି ରୋଗକୁ ଲୋକଙ୍କୁ ସଚେତନ କରୁଛନ୍ତି। ସେ ନିକଟରେ ଇନଷ୍ଟାଗ୍ରାବରେ ନିଜ ଏକ ଫଟୋ ଶେୟାର କରିବା ସହ ଅଧିକାଂଶ ଲୋକଙ୍କଠାରେ ଦେଖାଯାଉଥିବା ବିରଳ ନ୍ୟୁରୋ…
ସମ୍ପୃକ୍ତ ଖଣିକୁ କାରଣ ଦର୍ଶାଅ ନୋଟିସ
ଯୋଡ଼ା,୫ା୧୧(ଡି.ଏନ୍.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଓ ଏମ୍ଡିସି ଖଣିରୁ ଓଜନଠାରୁ ଅଧିକ ଲୁହାପଥର ପରିବହନ ହେଉଥିବା ୧୨ଟି ଟ୍ରକ୍ ଅଟକ ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ସମ୍ପୃକ୍ତ ଖଣିକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଏ…
ଜଣେ ଅଧିକାରୀଙ୍କ ନିୟନ୍ତ୍ରଣରେ ଚାଲିଛି ମହୋତ୍ସବ
ପାରାଦୀପ,୫।୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ଆରମ୍ଭ ହେବ। ଗତ ୩ ଦଶନ୍ଧି ଧରିସମୁଦ୍ର ବେଳାଭୂମିରେ (ଅଧୁନା ବିଜୁ ମଇଦାନ ) ଏହି ମହୋତ୍ସବ ହୋଇଆସୁଛି। ସମୟ ବଢିବା ସହ କଳେବର ବୃଦ୍ଧି ପାଇଛି ଏବଂ ଅନ୍ୟତମ ଗଣପର୍ବ…
କେନ୍ଦ୍ରାପଡ଼ାରେ ବାଲି ଚୋରି ଅଣାୟତ୍ତ
କେନ୍ଦ୍ରାପଡ଼ା ଅଫିସ, ୫ା୧୧: କେନ୍ଦ୍ରାପଡ଼ା ଜିଲାରେ ବାଲି ସଇରାତଗୁଡ଼ିକରୁ ବେଆଇନ ଉଠାଣ ଅଣାୟତ୍ତ ହୋଇପଡ଼ିଛି। ନିଲାମ ଅବଧି ସରିବା ପରେ ମଧ୍ୟ ବାଲି ଉଠାଣକୁ ରୋକାଯାଇପାରୁନାହିଁ। ଉଦାହରଣ ଭାବେ ଆଳି ତହସିଲ ଅଧୀନ ଅରଗଳ, ଦୈତାରୀପୁର, ଦେସାହି, ଜୁଆଣିଆ, ଗଙ୍ଗାଧରପୁର ଓ…
ସୁକେଶଙ୍କ ଲାଞ୍ଚ ଅଭିଯୋଗ ପରେ ତିହାର ଜେଲ ଡିଜିଙ୍କ ବଦଳି
ନୂଆଦିଲ୍ଲୀ,୫ା୧୧: ତିହାର ଜେଲରେ ଥିବା କନ୍ମ୍ୟାନ ସୁକେଶ ଚନ୍ଦ୍ରଶେଖରଙ୍କୁ ସୁରକ୍ଷା ଯୋଗାଇ ଦେବା ଲାଗି ଏଏପି ନେତା ସତ୍ୟେନ୍ଦ୍ର ଜୈନ ୨୦୧୯ରେ ୧୦ କୋଟି ଟଙ୍କା ଲାଞ୍ଚ ନେଇଥିବା ସେ ଅଭିଯୋଗ ଆଣିବା ପରେ ଜେଲ ଡିଜି ସନ୍ଦୀପ ଗୋଏଲଙ୍କୁ ବଦଳି…
କେନାଲରେ ଆସୁନି ପାଣି, ଶୁଖିଲା ପଡ଼ିଛି ଚାଷଜମି
ନାଉଗଁା ,୫ା୧୧(ସ୍ବ.ପ୍ର): ନାଉଗଁା ବ୍ଲକର ଚାଷୀମାନେ କେତେବେଳେ ଅଧିକ ବର୍ଷା ତ ଆଉ କେତେବେଳେ ପାଣି ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଅଣ୍ଟିଆ ବର୍ଷା ଓ ଅସ୍ବାଭାବିକ ମୌସୁମୀ ପ୍ରବାହ ଯୋଗୁ ଏଠାକାର ଚାଷୀ ଠିକ୍ ସମୟରେ ଚାଷ କାର୍ଯ୍ୟ…
ପରିବାରର ୪ ଜଣଙ୍କୁ ହତ୍ୟା ପରେ ଯୁବକଙ୍କ ଆତ୍ମହତ୍ୟା
ଯୋଧପୁର,୫ା୧୧: ରାଜସ୍ଥାନର ଯୋଧପୁରରେ ଜଣେ ୩୮ ବର୍ଷୀୟ ଯୁବକ ଶୁକ୍ରବାର ତାଙ୍କ ପରିବାରର ୪ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଲାଲ୍ ନାମକ ଯୁବକ କ୍ଷେତରେ କାମ କରୁଥିବା ତାଙ୍କ ବାପା ସୋନାରାମ (୬୫)ଙ୍କୁ କୁରାଢ଼ିରେ ହାଣି…
ଧାନ ଜମି ଫାଟି ଆଁ କଲାଣି
ପଟ୍ଟାମୁଣ୍ଡାଇ ୫ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଧାନ ଥୋଡ଼ ଧରୁଥିବା ବେଳେ ବର୍ଷା ଏକପ୍ରକାର ଉଭାନ୍ ହୋଇଯାଇଛି। ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ନ ଥିବାରୁ ସମସ୍ତ ଶାଖା ଓ ମାଇନର କେନାଲ ଶୁଖିଲା ପଡିଛି। ଫଳରେ ଧାନ…
ଆକ୍ରମଣକାରୀଙ୍କୁ ଧରିଥିବା ବ୍ୟକ୍ତିଙ୍କୁ ଧନ୍ୟବାଦ
ଇସ୍ଲାମାବାଦ,୫ା୧୧(ପି.ଟି.): ଇମ୍ରାନ୍ ଖାନ୍ଙ୍କ ପୂର୍ବତନ ସ୍ତ୍ରୀ ଜେମିମା ଗୋଲ୍ଡସ୍ମିଥ୍ ଆକ୍ରମଣକାରୀଙ୍କୁ ଧରିଥିବା ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଇମ୍ରାନ୍ଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ଡାକ୍ତର କହିବା ପରେ ଜେମିମା ଏ ନେଇ ଟୁଇଟରରେ ଏକ ପୋଷ୍ଟ ଶେୟାର କରିଥିଲେ। ଇମ୍ରାନ୍ଙ୍କ ସହଯୋଗୀଙ୍କ ମୃତ୍ୟୁ…
Archives


