ପ୍ରେମ ଦିବସ ଜରୁରୀ !
ପ୍ରେମ! ଏହା ଏକ ଏଭଳି ସମ୍ପର୍କ, ଯାହା ବିନା ଜୀବନ ରଙ୍ଗହୀନ। ତେବେ ଏଭଳି ଏକ ଦୃଢ଼, ଶାଶ୍ୱତ ସମ୍ପର୍କ ପାଇଁ କ’ଣ ଭାଲେଣ୍ଟାଇନ୍ସ ଡେ’ ଭଳି ଦିନଟିଏ ଅବା ପ୍ରେମ ସପ୍ତାହ ସତରେ ଲୋଡ଼ା! ଏହାକୁ ନେଇ ସବୁବେଳେ ମୁଣ୍ଡ…
ବଜରଙ୍ଗବାଲୀଙ୍କୁ ନୋଟିସ, ବେଆଇନ ଜମି ଦଖଲ ନେଇ ରେଳ ବିଭାଗର ଅଭିଯୋଗ…
ଭୋପାଳ,୧୨।୨ : ମଧ୍ୟପ୍ରଦେଶର ମୋରେନାରେ ରେଳ ବିଭାଗର ଏକ ଅଦ୍ଭୁତ କାର୍ଯ୍ୟ ସାମ୍ନାକୁ ଆସିଛି। ମନ୍ଦିରରେ ରଖାଯାଇଥିବା ପ୍ରଭୁ ବଜରଙ୍ଗବାଲୀଙ୍କୁ ବିଭାଗ ନୋଟିସ ଜାରି କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ବିଜ୍ଞପ୍ତିରେ ରେଳବାଇ ବଜରଙ୍ଗ ବାଲୀଙ୍କୁ ସାତ ଦିନ…
୩ ବର୍ଷରେ ୮କୋଟିର ବ୍ରାଉନସୁଗାର ଜବତ
ଖୋର୍ଦ୍ଧା ଅଫିସ,୧୨।୨: ଖୋର୍ଦ୍ଧାରେ ବଢ଼ିଚାଲିଛି ନିଶା କାରବାର। କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍, ଅବକାରୀ, ଅବକାରୀ ଗୋଇନ୍ଦା, ଫ୍ଲାଇଂ ସ୍କ୍ବାଡ୍ ଏବଂ ଜିଲା ପୋଲିସ ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ତ୍ୱେ ନିଶା କାରବାର ଥମୁନାହିଁ। ଗତ ୩ବର୍ଷରେ ଏନ୍ଡିପିଏସ୍ରେ ୭୬ଟି ମାମଲା ରୁଜୁ ହୋଇଛି।…
ଅବହେଳିତ ଅବସ୍ଥାରେ ଅନନ୍ତେଶ୍ୱର ମହାଦେବ
ନିଶ୍ଚିନ୍ତକୋଇଲି,୧୨।୨(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ମନ୍ଦିର ମାନଙ୍କର ଉନ୍ନତୀକରଣ ଓ ପରିଚାଳନା ନିମନ୍ତେ ଲକ୍ଷ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ଅନେକ ସମୟରେ ଐତିହାସିକ କୀର୍ତ୍ତିରାଜି ଥିବା ପୀଠଗୁଡ଼ିକ ପ୍ରତି ଅଣଦେଖା କରାଯାଉଛି। ଏହାର ଉଦାହରଣ ନିଶ୍ଚିନ୍ତକୋଇଲି…
ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥାକୁ ନେଇ ଚିନ୍ତା
ପଟ୍ଟାମୁଣ୍ଡାଇ,୧୨।୨(ସ୍ବ.ପ୍ର.): ଆଜିକାଲି ଲୋକେ ଅଧିକ ସଂଖ୍ୟାରେ ସହରାଭିମୁଖି ହେଉଛନ୍ତି ା ଫଳରେ ସହରରେ ଲୋକସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସହରରେ ପରିମଳ ବ୍ୟବସ୍ଥା ତଥା ଟ୍ରାଫିକ ବ୍ୟବସ୍ଥାରେ ନାନା ସମସ୍ୟା ଦେଖାଦେଉଛି। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳୁଛି କେନ୍ଦ୍ରାପଡା…
ବିଦ୍ୟାଳୟ ନବୀକରଣ କାର୍ଯ୍ୟର ହିସାବ ନାହିଁ
ପାରାଦୀପ,୧୨।୨(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରତିବର୍ଷ ଅନେକ ସରକାରୀ କାର୍ଯ୍ୟାଳୟ ମରାମତି, ନବୀକରଣ, ରୂପାନ୍ତରୀକରଣ କରାଯାଇଛି। ଏଥିସହ କିଛି ନୂତନ ସରକାରୀ ଅନୁଷ୍ଠାନ ନିର୍ମାଣ ଚାଲିଛି। ଅପରପକ୍ଷେ ଅନେକ ସମୟରେ ଏନେଇ ସୂଚନା ଅଧିକାର ଆଇନ ଜରିଆରେ ତଥ୍ୟ…
‘ସାମାଜିକ ଗଣମାଧ୍ୟମରେ କ୍ଷୟ ହେଉଛି ସତ୍ୟ’
କଟକ ଅଫିସ,୧୨।୨: ଓଡ଼ିଶା ହାଇକୋର୍ଟ ପକ୍ଷରୁ ୨ ଦିନିଆ ଜିଲା ଜଜ୍ ସମ୍ମିଳନୀ କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀଠାରେ ଶନିବାର ଉଦ୍ଘାଟିତ ହୋଇଯାଇଛି। ସୁପ୍ରିମକୋର୍ଟ ବିଚାରପତି ସଞ୍ଜୀବ ଖାନ୍ନା ଏହାକୁ ଉଦ୍ଘାଟନ କରି କହିଥିଲେ, ଭାରତୀୟ ସଂସ୍କୃତି ମୁକୁଟରେ ଓଡ଼ିଶା ହେଉଛି…
ଜାପାନରେ ଦ୍ୱୀପ କିଣିଥିବା ଦାବି କଲେ ଚାଇନା ମହିଳା…
ବେଜିଂ,୧୨।୨ : ଜାପାନ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଚାଇନାର ଜଣେ ମହିଳା ଜାପାନର ଓକିନାୱା ପ୍ରଦେଶରେ ଏକ ଦ୍ୱୀପ କିଣିଥିବା ଦାବି କରିଛନ୍ତି। ତେବେ ମହିଳାଙ୍କ ପରିଚୟ ପ୍ରକାଶ କରାଯାଇ ନାହିଁ ଏବଂ ତାଙ୍କ ବୟସ ପ୍ରାୟ ୩୦ ବର୍ଷ…
୫ ଦଫା ଦାବିରେ ଆଦିବାସୀଙ୍କ ରେଳପଥ ଅବରୋଧ
କଳିଙ୍ଗନଗର,୧୨।୨(ଡି.ଏନ.ଏ.): ସାଙ୍ଗେଲ ଅଭିଯାନ କେନ୍ଦୁଝର ଜୋନାଲ କମିଟି ପକ୍ଷରୁ ଶନିବାର ୫ ଦଫା ଦାବିରେ ଯାଜପୁର-କେନ୍ଦୁଝର ରୋଡ୍ ରେଳଷ୍ଟେଶନରେ ରେଳପଥ ଅବରୋଧ କରାଯାଇଛି। ମାରାଂବୁରୁ ଅର୍ଥାତ ପାରସନାଥ ପର୍ବତ ଜୈନ ଧର୍ମାବଲମ୍ବୀଙ୍କଠାରୁ ଫେରାଇ ଆଦିବାସୀ ସମାଜକୁ ହସ୍ତାନ୍ତର କରିବା, ୧୫ ନଭେମ୍ବର…
୧୦ ବର୍ଷରୁ କମ୍ ପିଲାଙ୍କୁ ଏହି ରେଷ୍ଟୁରାଣ୍ଟ ମନା, କାରଣ ଜାଣିଲେ…
ବେଳେବେଳେ ଲୋକଙ୍କ ଉପରେ ଅଜବ ପ୍ରତିବନ୍ଧକ ଲଗାଯାଇଥାଏ। ଠିକ୍ ସେମିତି ଆମେରିକାର ନ୍ୟୁ ଜର୍ସିର ଏକ ଲୋକପ୍ରିୟ ଇଟାଲୀ ରେଷ୍ଟୁରାଣ୍ଟରେ ଅଜବ ନିୟମ ଦେଖିବାକୁ ମିଳିଛି। ୧୦ ବର୍ଷରୁ କମ୍ ପିଲାମାନଙ୍କୁ ଖାଇବାକୁ ବାରଣ କରିଛି। ଟିଣ୍ଟନ ଫଲ୍ସର ନେଟି ହାଉସ…
ଫାର୍ମ ହାଉସ୍ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ପାଣିକୋଇଲି,୧୨।୨(ଡି.ଏନ.ଏ.): ପାଣିକୋଇଲି ଥାନା ପାଣିକୋଇଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଗ୍ରାମରେ ଥିବା ଏକ ଫାର୍ମ ହାଉସରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଫାର୍ମ ହାଉସରେ ଥିବା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଓ ଗଛ ଜଳି ପାଉଁଶ…
୮୦ ଷ୍ଟଲରେ ହେଉଛି କିଣାବିକା
କେନ୍ଦୁଝର,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କାଳୀପଡ଼ିଆରେ ଦ୍ୱିତୀୟ ଓଡ଼ିଶା ଗ୍ରାମ୍ୟ ମେଳା ଉଦ୍ଘାଟିତ ହୋଇଯାଇଛି। ମେଳାର ଆବାହକ ସଞ୍ଜୟ ସାହୁଙ୍କ ସଭାପତିତ୍ୱରେ କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥିଭାବେ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକ ସୁଧା ଦାସ…

