ମହସାଙ୍କ ସମର୍ଥନରେ ମଡେଲ
ତେହରାନ, ୨୬ା୯: ଇରାନରେ ମହସା ଆମିନିଙ୍କୁ ନ୍ୟାୟ ଦାବି ଏବଂ ହିଜାବ ବିରୋଧୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଥିବାବେଳେ ବିକ୍ଷୋଭକୁ ସମର୍ଥନ ଜଣାଇଛନ୍ତି ଇରାନୀୟ ସୁପରମଡେଲ ମହଲ୍ଗା ଜାବେରୀ। ହିଜାବ ନ ପିନ୍ଧିବାରୁ ଇରାନର ଧର୍ମୀୟ ବ୍ୟାପାର ପୋଲିସ ୨୨ ବର୍ଷୀୟା…
ଚିତା ସହ ସେଲ୍ଫି, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ଭିଡିଓରେ ଲୋକଙ୍କ ସାହସକୁ ଦେଖିଲେ ଲୋମ ଟାଙ୍କୁରି ଉଠେ। ବିଶେଷକରି ଯେତେବେଳେ ଲୋକମାନେ ବନ୍ୟ ଜନ୍ତୁମାନଙ୍କ ସାମ୍ନାରେ ପହଞ୍ଚିବା ପରେ ଫଟୋ ଏବଂ ଭିଡିଓ ନେବାକୁ ଚାହାନ୍ତି। ପରବର୍ତ୍ତୀ ମୁହୂର୍ତ୍ତରେ…
‘ଖତରୋଁ କା ଖିଲାଡି ୧୨’ର ୱିନର ହେଲେ ତୁଷାର କାଲିୟା
ମୁମ୍ବାଇ,୨୬ ।୯: ଶେଷ ହେଲା ଅପେକ୍ଷା । ରୋହିତ ସେଟ୍ଟିଙ୍କ ରିୟଲିଟି ଶୋ’ ‘ଖତରୋଁ କା ଖିଲାଡି ୧୨’କୁ ମିଳିଗଲା ତା’ର ୱିନର । ତୁଷାର କାଲିୟା ଏଥର ‘ଖତରୋଁ କା ଖିଲାଡି ୧୨’ର ଟ୍ରଫି ନିଜ ନାଁରେ କରି ଦେଇଛନ୍ତି…
୧୫ କୋଟି ଠକିଥିବା ୨ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କର୍ମଚାରୀ ଗିରଫ
ନୂଆଦିଲ୍ଲୀ,୨୬।୯(ପି.ଟି.): ବିଭିନ୍ନ ରାଜ୍ୟକୁ କୋଭିଡ୍ ଟିକା ପରିବହନ କାମ ଠିକା ଦେବା ନାଁରେ ଲୋକଙ୍କଠାରୁ ୧୫ କୋଟି ଟଙ୍କା ଠକିବା ଅଭିଯୋଗରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ୨ କର୍ମଚାରୀଙ୍କ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୋଲିସର ଆର୍ଥତ୍କ ଅପରାଧ ଶାଖା…
୬ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା
ବେଙ୍ଗାଲୁରୁ,୨୬।୯: ବାୟୁସେନା ପାଇଁ ପ୍ରଶିକ୍ଷଣ ନେଉଥିବା ଜଣେ ୨୭ ବର୍ଷୀୟ କ୍ୟାଡେଟ୍ଙ୍କ ମୃତଦେହ ଶନିବାର ଜଲାହଲ୍ଲିସ୍ଥିତ ଏୟାରଫୋର୍ସ ଟେକ୍ନିକାଲ କଲେଜ କ୍ୟାମ୍ପସ୍ରୁ ମିଳିଥିଲା। ଏହି ଘଟଣାରେ ବାୟୁସେନାର ୬ ଜଣ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଥିବା ପୋଲିସ କହିଛି।…
ଡିଆଇଡି ସୁପର ମମର ବିଜେତା ହେଲେ ହରିୟାଣାର ଶ୍ରମିକ ବର୍ଷା ବୁମରା
ମୁମ୍ବାଇ,୨୬ ।୯: ଡିଆଇଡି ସୁପର ମମ ଟ୍ରଫି ଜିତି ବର୍ଷା ବୁମରା ପୁଣିଥରେ ପ୍ରମାଣ କରିଛନ୍ତି ଯେ ପରିସ୍ଥିତି ଯାହା ବି ହେଉ ସ୍ୱପ୍ନକୁ ପୂରା କରିବାକୁ ହେଲେ ସାହସ ଦରକାର । ତା’ହେଲେ ବଡ କାମ ବି ସହଜରେ କରିହୁଏ…
ଶାଖା ତତ୍ତ୍ୱାବଧାରକ ବହିଷ୍କୃତ
ମାଲକାନଗିରି,୨୫ା୯(ସ୍ବ.ପ୍ର.): ଚାଷୀଙ୍କ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ମାଥିଲି ଲ୍ୟାମ୍ପରେ କାର୍ଯ୍ୟରତ ଶାଖା ତତ୍ୱାବଧାରକ ସତ୍ୟ ନାରାୟଣ ସ୍ବାଇଁଙ୍କୁ ବହିଷ୍କୃତ କରାଯାଇଛି। ମାଥିଲି ଏମ୍ଡି ସନ୍ତୋଷୀ ପରିଡାଙ୍କ ଚିଠି ନଂ. ୬୦/୨୨ ଆଧାରରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ…
ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲା ରୁଷିଆ
ଜାତିସଂଘ,୨୫।୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ସ୍ଥାୟୀ ସଦସ୍ୟତା ପାଇଁ ଭାରତ ଏବଂ ବ୍ରାଜିଲ୍ର ପ୍ରାର୍ଥିତ୍ୱକୁ ରୁଷିଆ ସମର୍ଥନ ଜଣାଇଛି। ଅନ୍ତର୍ଜାତୀୟସ୍ତରରେ ଉଭୟ ଦେଶର ପ୍ରଭାବ ରହିଥିବା ମସ୍କୋ କହିଛି। ଜାତିସଂଘ ସାଧାରଣ ସଭାର ୭୭ତମ ଅଧିବେଶନରେ ଉଦ୍ବୋଧନ ଦେଇ ରୁଷିଆ…
ମହିଳାଙ୍କୁ ଗଣବଳାତ୍କାର ପରେ ଅଟୋରେ ଆଣି ଫିଙ୍ଗିଦେଲେ
ହାଇଦ୍ରାବାଦ,୨୫।୯ ତେଲଙ୍ଗାନା ସଙ୍ଗାରେଡ୍ଡୀ ଜିଲା ଅଧୀନ ଜାହିରାବାଦ ସହରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ସିକନ୍ଦରାବାଦର ୨୪ ବର୍ଷୀୟା ବିବାହିତା ମହିଳାଙ୍କୁ ଶୁକ୍ରବାର ରାତିରେ ଜାହିରାବାଦ ସହର ନିକଟ ଏକ ଗ୍ରାମରେ କେତେଜଣ ବ୍ୟକ୍ତି ବଳାତ୍କାର କରିବା ପରେ…
ପିକ୍ଅପ୍ ଗାଡ଼ି ସହ ୩ କୁଇଣ୍ଟାଲ ଗଞ୍ଜେଇ ଜବତ
କୋକସରା,୨୫।୯(ଡି.ଏନ.ଏ.): କଳାହାଣ୍ଡି ଅବକାରୀ ବିଭାଗ ଚଢାଉ କରି ସାହାଜଖୋଲ ଜଙ୍ଗଲରୁ ୩ କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ସାନପୋଡ଼ା ଗ୍ରାମର ଚନ୍ଦନ ପୂଝାରୀ (୩୩)। ଖବର ପାଇ ଜିଲା ଅବକାରୀ…
ହସ୍ପିଟାଲରେ ନିଆଁ ଲାଗି ଡାକ୍ତର, ୨ ପିଲାଙ୍କ ମୃତ୍ୟୁ
ତିରୁପତି,୨୫।୯:ଆନ୍ଧ୍ରପ୍ରଦେଶର ତିରୁପତି ନିକଟ ରେନିଗୁଣ୍ଟାଠାରେ ରବିବାର ଏକ ଘରୋଇ ହସ୍ପିଟାଲ୍ରେ ନିଆଁ ଲାଗି ଜଣେ ୪୫ ବର୍ଷୀୟ ଡାକ୍ତର ଓ ତାଙ୍କର ଦୁଇ ପିଲାଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଡାକ୍ତର ରବିଶଙ୍କର ରେଡ୍ଡୀ, ତାଙ୍କ ଝିଅ କାର୍ଥତ୍କ(୮) ଏବଂ ପୁଅ…
ୟୁପିରେ ପ୍ରବଳ ବର୍ଷା: ୩୬ ମୃତ
ନୂଆଦିଲ୍ଲୀ,୨୫।୯:ଉତ୍ତରପ୍ରଦେଶରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଓ ବଜ୍ରପାତରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ଭୁଶୁଡ଼ି ୨୪ ଜଣଙ୍କ ଜୀବନ ଯାଇଥିବାବେଳେ ବଜ୍ରପାତରେ ୧୨ ଜଣ ପ୍ରାଣ ହରାଇଛନ୍ତି। ରାଜ୍ୟରେ ୫ ଦିନ ମଧ୍ୟରେ ବଜ୍ରାଘାତରେ ୩୯ ଜଣଙ୍କ ମୃତ୍ୟୁ…
Archives


