ରାୟଗଡ଼ା ଓଭରବ୍ରିଜ୍ର ସ୍ଥିତି ଯାଞ୍ଚ କଲା ସ୍ବତନ୍ତ୍ର ଟିମ୍
ରାୟଗଡ଼ା ଅଫିସ,୪ା୧୧: ଗୁଜରାଟ ଝୁଲାପୋଲ ଭୁଶୁଡ଼ିବା ପରେ ଜାତୀୟ ରାଜପଥ ବିଭାଗର ଚେତା ପଶିଛି। ଦୀର୍ଘଦିନ ଧରି ଅବହେଳିତ ଏବଂ ବିପଜ୍ଜନକ ଅବସ୍ଥାରେ ରହିଥିବା ରାୟଗଡ଼ା ଓଭରବ୍ରିଜ୍ର ମରାମତି ପାଇଁ ବିଭାଗୀୟ ଅଧିକାରୀ ତପତ୍ରତା ପ୍ରକାଶ କରିଛନ୍ତି। ବୁଧବାର ଭୁବନେଶ୍ୱରରୁ ଟେଷ୍ଟିଂ…
ପଣ୍ଟିଂଙ୍କ ଭବିଷ୍ୟବାଣୀ: ଏହି ଦୁଇ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ୍ ଫାଇନାଲ
ପର୍ଥ,୪।୧୧: ଟି-୨୦ ବିଶ୍ୱକପ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। କେତେକ ଦଳ ଏହି ସମ୍ମାନଜନକ ଟୁର୍ନାମେଣ୍ଟରୁ ପ୍ରାୟ ବାଦ୍ ପଡିଥିବାବେଳେ ଅନେକ ଦଳ ଯୋଗ୍ୟତା ଅର୍ଜନ ପାଇଁ ପ୍ରାଣପଣେ ଉଦ୍ୟମ କରୁଛନ୍ତି। କେଉଁ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ…
୩ ଅଫିସରଙ୍କୁ ଗିରଫ କଲା ସିବିଆଇ
ଭୋପାଳ,୪।୧୧: ଲାଞ୍ଚ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଭୋପାଳରୁ ସାମରିକ ଯନ୍ତ୍ରୀ ସେବା (ଏମ୍ଇଏସ୍)ର ୩ ଜଣ ଅଫିସରଙ୍କୁ ଗିରଫ କରିଛି। ସିବିଆଇ ଭୋପାଳ ଶାଖାର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗିରଫ ଅଫିସର…
୫୩ ମୃତବ୍ୟକ୍ତିଙ୍କ ନାମରେ ଉଠାଯାଉଥିଲା ଭତ୍ତା
କାଲିମେଳା,୪ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକରେ ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ତଥା ଜନଶୁଣାଣି ଶିବିର ପଞ୍ଚାୟତ ସମିତି ପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ମହେଶ୍ୱର ନାୟକ, ବ୍ଲକ ଅଧ୍ୟକ୍ଷା ଯମୁନା ମୂଷାକ୍ଷୀ, ବିଡିଓ ରାମକୃଷ୍ଣ…
ଫରେଷ୍ଟ ଗାର୍ଡଙ୍କୁ ଦଳିଦେଲା ହାତୀ
ଅନୁଗୋଳ ଅଫିସ,୪।୧୧: ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଗୁରୁବାର ରାତିରେ ପ୍ରବେଶ କରିଥିବା ୩୦ରୁ ଊର୍ଦ୍ଧ୍ୱ ହାତୀ ସେଠାରେ ଆତଙ୍କ ଖେଳାଇ ଦେଇଛନ୍ତି। ଏପରି କି ଘଉଡ଼ାଇବା ବେଳେ ଜଣେ ଫରେଷ୍ଟ ଗାର୍ଡଙ୍କୁ ହାତୀ ପଲ ଦଳି ମାରିଦେଇଥିବା…
ପ୍ରସ୍ଫୁଟିତ ହେଉନି ଚିତ୍ରକଳା ପ୍ରତିଭା
ଆଠମଲ୍ଲିକ,୪ା୧୧ (ଉଦୀପ୍ତ ପୁରୋହିତ): ଚିତ୍ରକଳାରେ ଚମତ୍କାରିତା ପାଇଁ ଅନ୍ତର୍ଜାତୀୟ ସ୍ତରରେ ପରିଚିତ ସହ ଆଠମଲ୍ଲିକକୁ ଗୌରବାନ୍ବିତ କରିଛନ୍ତି ସୁନାମଧନ୍ୟ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ହେଲେ ସେହି ଆଠମଲ୍ଲିକ ମାଟିରେ ଆଉ ଚିତ୍ରକଳାକୁ ମିଳୁନି ଉପଯୁକ୍ତ ପ୍ରୋତ୍ସାହନ। ପ୍ରସ୍ଫୁଟିତ ହେଉନି ପିଲାଙ୍କ ମଧ୍ୟରେ…
ଯୋଡ଼ିହେବେ ୨.୫ କୋଟି ପିଲା
ଢେଙ୍କାନାଳ ଅଫିସ,୪।୧୧: ଏବେକାର ପିଲା ଇଣ୍ଟରନେଟ୍ ଓ ଟେଲିଭିଜନ ମଧ୍ୟରେ ଅଟକିଯାଉଛନ୍ତି। ସେମାନଙ୍କୁ ପଡ଼ିଆକୁ ଆଣିବା ଏବଂ ବିଭିନ୍ନ ଖେଳରେ ସାମିଲ କରିବାକୁ ପ୍ରୟାସ ଆରମ୍ଭ ହୋଇଛି। ଫୁଟ୍ବଲ ଖେଳକୁ ପ୍ରୋତ୍ସାହିତ କରିବା ଲାଗି ସାରା ଦେଶରେ ୧୦ ଲକ୍ଷ ବଲ୍…
ପାକିସ୍ତାନରେ ଗୃହଯୁଦ୍ଧ ଭଳି ପରିସ୍ଥିତି
ଇସଲାମାବାଦ୍,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ସବୁଆଡେ ନିନ୍ଦା କରାଯାଉଛି। ଏହି ପୁରା ଘଟଣା ପରଠାରୁ ପାକିସ୍ତାନରେ ଅବସ୍ଥା ଆହୁରି ଖରାପ ହେବାର ସମ୍ଭାବନା ରହିଛି। ଏପରିକି ପାକିସ୍ତାନରେ ଗୃହଯୁଦ୍ଧ ଆରମ୍ଭ ହେବାର ସମସ୍ତ…
ଅଜଣା ଜନ୍ତୁ ଶିକାର: ୬୩ ଛେଳି ମୃତ, ୨୮ ଗୁରୁତର
ପାରଳାଖେମୁଣ୍ଡି,୪ା୧୧(ଡି.ଏନ୍.ଏନ୍.): ଗଜପତି ଜିଲା କାଶୀନଗର ବ୍ଲକର କିଡିଙ୍ଗା ଗ୍ରାମରେ କୌଣସି ଅଜଣା ଜନ୍ତୁର ଶିକାର ହୋଇ ୬୩ଟି ଛେଳି ମୃତ୍ୟୁବରଣ କରିଥିବା ବେଳେ ୨୮ଟି ଛେଳି ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା କିପରି ଘଟିଲା ଏତେ ସଂଖ୍ୟକ ଛେଳି ମରିବା…
‘ବାୟୁ ପ୍ରଦୂଷଣ କେବଳ ଦିଲ୍ଲୀର ସମସ୍ୟା ନୁହେଁ ’
ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍ଓ୍ବାଲ କହିଛନ୍ତି ଯେ, ବାୟୁ ପ୍ରଦୂଷଣ କେବଳ ଜାତୀୟ ରାଜଧାନୀର ସମସ୍ୟା ନୁହେଁ। ଏଥିରେ କେନ୍ଦ୍ର ହସ୍ତକ୍ଷେପ କରିବା ସହ ଦାୟିତ୍ୱ ଗ୍ରହଣ କରିବାକୁ…
ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ଘୋଷଣା
ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀର ଆଖପାଖରେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶୁକ୍ରବାର ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। କେଜ୍ରିୱାଲ ତୁରନ୍ତ ପଦକ୍ଷେପ ନେବାକୁ କେନ୍ଦ୍ରକୁ କହିଛନ୍ତି। ସେ…
ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗର ଅସୁସ୍ଥ ଦନ୍ତା
ବେତନଟୀ,୪ା୧୧(ସ୍ବ.ପ୍ର.): ଗତ କିଛି ଦିନ ହେଲା ଗୋଡ଼ରେ ଆଘାତପ୍ରାପ୍ତ ହୋଇ ପଶ୍ଚିମବଙ୍ଗ ବନବିଭାଗ ଦ୍ୱାରା ଚିକିତ୍ସିତ ଏକ ଦନ୍ତା ବୁଧବାର ଓଡ଼ିଶା ସୀମା ଅତିକ୍ରମ କରି ବେତନଟୀ ରେଞ୍ଜରେ ପ୍ରବେଶ କରିଛି। ଏହି ଦନ୍ତା ଏବେ ମୟୂରଭଞ୍ଜ ବନ ବିଭାଗର ଚିନ୍ତା…
Archives


